ବଲାଙ୍ଗୀରରେ ପହଞ୍ଚିଲା ଶ୍ରମିକ ସ୍ପେଶାଲ ଟ୍ରେନ୍‌: ଓହ୍ଲାଇଲେ ୩ଶହରୁ ଊର୍ଦ୍ଧ୍ୱ ପ୍ରବାସୀ

ବଲାଙ୍ଗୀର ଅଫିସ, ୧୪।୫- ବଲାଙ୍ଗୀର ରେଳ ଷ୍ଟେଶନରେ ଗୁରୁବାର ଦିନ ପ୍ରାୟ ୧୨ଟା ୫୦ରେ ତାମିଲନାଡୁର ତିରୁପୁରରୁ ଆସୁଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ ପହଞ୍ଚିଛି। ଏହି ଟ୍ରେନ୍‌ରେ ୩ ଶହରୁ ଊଦ୍ଧର୍‌ବ ପ୍ରବାସୀ ଆସି ଓହ୍ଲାଇଛନ୍ତି। ସେମାନଙ୍କ ସୁବିଧାଜନକ ଆଗମନ ଓ ପ୍ରତ୍ୟାଗମନ ପାଇଁ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଜିଲାପାଳ ଅରିନ୍ଦମ ଡାକୁଆ ରେଳ ଷ୍ଟେଶନରେ ଉପସ୍ଥିତ ରହି ସମସ୍ତ ବ୍ୟବସ୍ଥା ତଦାରଖ କରୁଛନ୍ତି। ସହରର କେତେକ ନିର୍ଦ୍ଦିଷ୍ଟ ଅଞ୍ଚଳରେ ସକାଳ ୯ଟାରୁ ୬ଟା ପର୍ଯ୍ୟନ୍ତ କର୍ଫ୍ୟୁ ଲଗାଯାଇଥିଲା। ଅପରାହ୍ନରେ ଆନ୍ଧ୍ର ପ୍ରଦେଶର ଗୁଣ୍ଟୂରରୁ ଆଉ ଏକ ଶ୍ରମିକ ସ୍ପେଶାଲ ଟ୍ରେନ ଆସୁଥିବାରୁ କର୍ଫ୍ୟୁ ଅବଧିକୁ ସା ୬ରୁ ରାତି ୯ଟା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତରୁ ସୁରକ୍ଷା ଦେବ ‘ମିଶନ ତାଳ’

କପ୍ତିପଦା,୨୬ା୮(ଡି.ଏନ୍‌.ଏ.)- ‘ମିଶନ ତାଳ’ର ଉଦ୍‌ଘାଟନୀ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ପୁରସ୍କୃତ ଶିକ୍ଷକ ସନ୍ତୋଷ କୁମାର ସାହୁଙ୍କ ଆବାହକତ୍ୱରେ ଅନୁଷ୍ଠିତ ଉତ୍ସବରେ ମୟୂରଭଞ୍ଜ ଜିଲା...

୧୧ ତାରିଖରୁ ପ୍ରଦାନ କରାଯିବ ଜେଇ ଟିକା

ନୟାଗଡ଼ ଅଫିସ,୯।୧୧: ଆସନ୍ତା ୧୧ ତାରିଖରେ ଜିଲାରେ ପ୍ରଥମ ଥର ପାଇଁ ୧ରୁ ୧୫ ବର୍ଷର ସମସ୍ତ ପିଲାଙ୍କୁ ଜାପାନିଜ ଏନସେଫାଲାଇଟିସ (ଜେଇ) ଟିକା ପ୍ରଦାନ...

ବଦଳିଲା ସ୍କୁଲ ଖୋଲିବା ସମୟ

ଭୁବନେଶ୍ୱର,୩ା୩(ବ୍ୟୁରୋ): ସକାଳୁଆ ସ୍କୁଲ ପାଇଁ ସରକାରଙ୍କ ତରଫରୁ ଗତ ଶୁକ୍ରବାର ଦିଆଯାଇଥିବା ସମୟକୁ ମଙ୍ଗଳବାର ପରିବର୍ତ୍ତନ କରିଦିଆଯାଇଛି। ନବମ ଓ ଏକାଦଶ ପିଲାଙ୍କ ପାଇଁ ସକାଳ...

ରୋଗ୍‌ ଛଡ଼େଇ ନେଲା କୁଲ୍‌ବୁର୍‌ତି: ସରକାରୀ ସାହାଯ୍‌ ଆଶ୍‌ରେ ରଙ୍କମଣି

ଗଣ୍ଡତୁରୁମ, ୨୯।୧ (ଡି.ଏନ୍‌.ଏ.)- କ୍ୟାନ୍‌ସର ଗୁଟେ ଅମାନ୍‌ତିଆ ରୋଗ୍‌। ଇ ରୋଗ୍‌ ଏହେଦେ ସାରା ଦେଶ୍‌ରେ ଚିନ୍‌ତାର କାରନ୍‌ ପାଲଟିଥିଲାବେଲେ ବରଗଡ଼ ଜିଲା ଇ ତାଲିକାଥି...

ପୁରୁଣାଗଡ ଗ୍ରାମ ରାସ୍ତା ଖାଲଖମା

ଛେଣ୍ଡିପଦା,୨୩।୯(ଡି.ଏନ.ଏ.) ଛେଣ୍ଡିପଦା ବ୍ଲକ ଟାଙ୍ଗିରୀ ପଞ୍ଚାୟତ ପୁରୁଣାଗଡ ପୁରୁଣାସାହି ଠାରୁ ବରସାହି ପର୍ଯ୍ୟନ୍ତ ପ୍ରାୟ ୧ କିମି ଗ୍ରାମ କଂକ୍ରିଟ ରାସ୍ତା ରକ୍ଷଣାବେକ୍ଷଣ ଅଭାବରୁ ଖାଲଖମା ହୋଇପଡିଛି।...

ଉପନ୍ୟାସ ‘ଗୋପଦାଣ୍ଡର ଧୂଳି’ ଉନ୍ମୋଚିତ

ଢେଙ୍କାନାଳ ଅଫିସ, ୧୩।୫:  ଢେଙ୍କାନାଳ ଜିଲା ଲେଖକ ସଂସଦ ଭବନରେ ଶନିବାର ଅପରାହ୍ନ ୫ଟାରେ ଶିକ୍ଷାବିତ୍‌ ତଥା ସ୍ତମ୍ଭକାର ପ୍ରଫେସର ନିତ୍ୟାନନ୍ଦ ମିଶ୍ରଙ୍କ ୭୭ତମ ଜନ୍ମ...

୨୯ରେ ଓସୁର ତୃତୀୟ ସମାବର୍ତ୍ତନ ଉତ୍ସବ

ସମ୍ବଲପୁର, ୨୦।୧୧(ଡି.ଏନ୍‌.ଏ.): ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟର ତୃତୀୟ ସମାବର୍ତ୍ତନ ଉତ୍ସବ ଆସନ୍ତା ୨୯ତାରିଖରେ ସମ୍ବଲପୁରସ୍ଥିତ ମୁଖ୍ୟାଳୟରେ ଅନୁଷ୍ଠିତ ହେବ। ଏହି ଉତ୍ସବରେ କୁଳାଧିପତି ତଥା...

ଲେଦ୍‌ ଫିଟିଂ ସହ କଳାରେ ମନ

ଅନୁଗୋଳ ବ୍ଲକ ଚନ୍ଦ୍ରବାହାଳ ଗ୍ରାମର ଧ୍ରୁବଚରଣ ଦାସଙ୍କ ପୁଅ କ୍ଷୀରୋଦ ଦାସ(୩୦) ପେଶାରେ ଜଣେ ଲେଦ୍‌ ଫିଟର। ହେଲେ ତାଙ୍କ ନିଶା କଳା ପରିବେଷଣରେ। ବାପା,...

Advertisement
Archives

Model This Week