ବଲାଙ୍ଗୀରରେ ଫସି ରହିଛନ୍ତି ୩୦ ଅଣ ଓଡ଼ିଆ ଶ୍ରମିକ

ବଲାଙ୍ଗିର ଅଫିସ, ୨ା୪-ପଶ୍ଚିମବଙ୍ଗରୁ ବଲାଙ୍ଗୀରକୁ କାମ କରିବାକୁ ଆସିଥିବା ୩୦ ଜଣ ଅଣ ଓଡ଼ିଆ ଶ୍ରମିକ ଏଠାରେ ଫସି ରହିଛନ୍ତି। ସ୍ଥାନୀୟ ଆନନ୍ଦନଗର ନିକଟରେ ସେମାନେ ଏକ ଏକ ଭଡାଘରେ ରହୁଛନ୍ତି । ମହାମାରୀ କରୋନା ଭୂତାଣୁ ଜନିତ ଳକ୍‌ଡାଉନ ଯୋଗୁ ନାହିଁ ନଥିବାର ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି ରାଜ୍ୟ ବାହାରର ଏହି ଶ୍ରମିକମାନେ। ସେମାନେ କାମ କରୁଥିବା ଠିକା ସଂସ୍ଥା ନିର୍ମାଣ କାର୍ଯ୍ୟ ବନ୍ଦ କରିଦେବାରୁ ଏହି ଶ୍ରମିକମାନେ ଆର୍ଥିକ ସଙ୍କଟରେ ସମ୍ମୁଖୀନ ହୋଇଛନ୍ତି। ଏବେ ସେମାନେ କିପରି ଜୀବନ ବିତାଇବେ ତାହାକୁ ନେଇ ଚିନ୍ତିତ ହୋଇ ପଡିଛନ୍ତି। ସେମାନେ କିଭଳି ଘରକୁ ଫେରି ପାରିବେ ସ୍ଥାନୀୟ ପ୍ରଶାସନ ତାହାର ବ୍ୟବସ୍ଥା କରୁ । ନ ହେଲେ ସେମାନଙ୍କୁ ଖାଦ୍ୟପେୟ ଦେବାର ବ୍ୟବସ୍ଥା କରାଯାଉ ବୋଲି ଏହି ଦୁର୍ଦ୍ଦଶାଗ୍ରସ୍ତ ଶ୍ରମିକମାନେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାଉ ସାଧ୍‌ଲା ଲଘୁଚାପ ବରଷା: ବାସହୀନ ହେଲେ ଅନେକ ପରିବାର

  ଲାଠୋର, ୧୦ା୯ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲାରେ ଦିନାକେତେ ହେଲା ଲଘୁଚାପ ପରଭାବରେ ଭରଷା ଲାଗି ରହିଛେ। ବରଷା ପାଏନ୍‌ରେ ଅନେକ୍‌ ପରିବାରର ଘରଦୁଆର ଭାଂଗି...

କରୋନା କଟକଣା: ଘରେ ପାଳିଲେ ଗୁଡ୍‌ ଫ୍ରାଇଡେ

ବଲାଙ୍ଗୀର, ୧୦ା୪(ଡି.ଏନ୍‌.ଏ.): କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶକୁ ଲକ୍‌ଡାଉନ କରିଛନ୍ତି କେନ୍ଦ୍ର ସରକାର । ଲକ୍‌ଡାଉନ ଯୋଗୁ ମନ୍ଦିର, ମସ୍‌ଜିଦ, ଚର୍ଚ୍ଚ...

ବିଶାଖାପାଟଣାରୁ ବଲାଙ୍ଗୀରରେ ପହଞ୍ଚିଲା ଶ୍ରମିକ ସ୍ପେଶାଲ ଟ୍ରେନ, ଓହ୍ଲାଇଲେ ୧୪୧୭ ପ୍ରବାସୀ

ବଲାଙ୍ଗୀର ଅଫିସ, ୧୮।୫: ବିଶାଖାପାଟଣାରୁ ଆସିଥିବା ଶ୍ରମିକ ସ୍ପେଶାଲ ଟ୍ରେନ ସୋମବାର ଭୋରରେ ବଲାଙ୍ଗୀର ରେଲୱେ ଷ୍ଟେଶନରେ ପହଞ୍ଚିଥିଲା। ଏହି ଟ୍ରେନରେ ୧୪୧୭ ପ୍ରବାସୀ ଓହ୍ଲାଇଥିବା...

ବାପାଙ୍କ ତଣ୍ଟିଚିପି ଆତ୍ମସମର୍ପଣ କଲେ ପୁଅ

ବେଲପଡା,୧୧ା୧୧(ଡି.ଏନ.ଏ.): ବଲାଙ୍ଗୀର ଜିଲା ବେଲପଡ଼ା ଥାନା ଘାଗୁର୍ଲି ଗାଁରେ ପୁଅ ନିଜ ବାପାଙ୍କ ତଣ୍ଟି ଚିପି ହତ୍ୟା କରିଥିବା ଅଭିଯୋଗ ହୋଇଛି  । ମୃତକ ହେଲେ...

ବଲାଙ୍ଗୀର ଜିଲା ଚିଠି: ମରୁଡ଼ି ପରେ ବନ୍ୟା ଚିନ୍ତା

ବଲାଙ୍ଗୀର ଏକ ମରୁଡ଼ିପ୍ରବଣ ଜିଲା ଭାବେ ପରିଚିତ। ସ୍ବଳ୍ପ ବୃଷ୍ଟିପାତ କାରଣରୁ ଜିଲାରେ କ୍ରମାଗତ ମରୁଡ଼ି ଓ ଜଳସଙ୍କଟ ଏକ ସାଧାରଣ କଥା। ଖରାଦିନରେ ଗାଁ...

ହାତୀ ଆକ୍ରମଣରେ ଜଣଙ୍କ ଜୀବନ ଗଲା

ଲୋଇସିଂହା,୨୯।୧୧(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଭାଲୁପାଲି ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ସୋମବାର ସକାଳେ ମୃତ୍ୟୁ ଘଟଛି l ମୃତ ଚାଷୀ...

ସିଲେଟକାନୀରେ ନାବାଳକଙ୍କୁ ବଳି ଅଭିଯୋଗ

ଦେଓଗାଁ,୫।୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ସିଲେଟକାନୀ ଗ୍ରାମରେ ଜଣେ ନାବାଳକଙ୍କୁ ବଳି ଦିଆଯାଇଥିବା ଅଭିଯୋଗ ହୋଇଛି। ଜାନୁଆରୀ ୨୨ରୁ ଇଟାଭାଟି ପାଖରୁ ନିଖୋଜ ହୋଇଯାଇଥିଲେ...

ଦାଦନ ପିଲାଙ୍କ ଶିକ୍ଷାରେ ଡୋରି

ଲାଠୋର, ୨୦।୧ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳରେ ଚାଲିଥିବା ଋତୁକାଳୀନ ଆବାସିକ ଛାତ୍ରାବାସ ଏବେ ବନ୍ଦ ରହିଛି। ବକେୟା ଟଙ୍କା ମିଳି ନ...

Advertisement
Archives

Model This Week