ବଲାଙ୍ଗୀରରେ ଫେଲ୍‌ ମାରିଛି କରୋନା କଟକଣା: ବଜାରରେ ପ୍ରବଳ ଭିଡ଼

ବଲାଙ୍ଗୀର ଅଫିସ,୨୦ା୫: କରୋନାର ଭୟାବହତା କମିନାହିଁ ା ତେଣୁ ଲକ୍‌ଡାଉନ୍‌କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ମେ’ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ା ଚତୁର୍ଥ ପର୍ଯ୍ୟାୟରେ ଏହାକୁ ସାମାନ୍ୟ କୋହଳ କରି ଦୋକାନ ବଜାର ଖୋଲିବାକୁ ଅନୁମତି ମଧ୍ୟ ମିଳିଛି। ମାତ୍ର ସାମାଜିକ ଦୂରତା ଓ ମାସ୍କ ବ୍ୟବହାରକୁ ଆହୁରି କଡ଼ାକଡ଼ି କରାଯାଇଛି ା କିନ୍ତୁ ପରିତାପର ବିଷୟ ବଲାଙ୍ଗୀର ସହରରେ ସାବିତ୍ରୀ ଅମାବାସ୍ୟା ପାଇଁ ବଜାରରେ ସାମାଜିକ ଦୂରତା କଥା ଲୋକେ ସମ୍ପୂର୍ଣ୍ଣ ଭୁଲି ଯାଇଛନ୍ତି। ବଜାରରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। କଟକଣା ପ୍ରତି କାହାର ନଜର ନାହିଁ ା
ସୂଚନାଯୋଗ୍ୟ, ବୁଧବାର ମଧ୍ୟାହ୍ନସୁଦ୍ଧା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୮କୁ ଛୁଇଁଥିବା ବେଳେ ମୃତ୍ୟୁସଂଖ୍ୟା ୬ରେ ପହଞ୍ଚିଛି। ଏହି ଦୃଷ୍ଟିକୋଣରୁ ଦେଖିବାକୁ ଗଲେ ଜନସାଧାରଣଙ୍କୁ ଆହୁରି ସଚେତନ ଆବଶ୍ୟକ ହେଉଥିବା ବେଳେ ବଲାଙ୍ଗୀରରେ ସବୁ କଟକଣା ଫେଲ୍‌ ମାରିଥିବା ଜଣାପଡ଼ିଛି। ଜିଲା ପୋଲିସ ପ୍ରଶାସନର ଏଥିପ୍ରତି ନଜର ନ ଦେବା ବିଡ଼ମ୍ବନାର ବିଷୟ।


Enter your email to get our daily news in your inbox.

All Right Reserved By Dharitri.Com

ଗୋପାଳନକୁ ଜୀବିକା କରିଛନ୍ତି ଇଞ୍ଜିନିୟର

ଭଦ୍ରକ ଅଫିସ,୧୫।୩-ଜଳବାୟୁ ପରିବର୍ତ୍ତନ ଓ ପ୍ରାକୃତିକ ବିପର୍ଯ୍ୟୟ କୃଷି ଉପରେ ଦାଉ ସାଧୁଛି। ଏଣୁ ଚାଷୀମାନେ କୃଷି ପ୍ରତି ଆଗ୍ରହ ହରାଇ ବସୁଛନ୍ତି। ଯୁବପିଢ଼ି ମଧ୍ୟ...

କରୋନା ଟିକା ନେଲେ ଜିଲାପାଳ, ଏସ୍‌ପି

କେନ୍ଦୁଝର,୬।୨(ସ୍ବ.ପ୍ର.): ବିଶ୍ୱ ମହାମାରୀ କୋଭିଡ୍‌-୧୯ ବିରୋଧରେ ଲଢ଼େଇ ଜାରି ରଖିଥିବା ଆଗ ଧାଡ଼ିିର କୋଭିଡ୍‌ ଯୋଦ୍ଧାଙ୍କ ପାଇଁ ଟିକାକରଣ ଆରମ୍ଭ ହୋଇଛି। ଶନିବାର ଟିକାକରଣ ପ୍ରକ୍ରିୟା...

ଆନ୍ଧ୍ରରୁ ଫେରୁଛନ୍ତି ୨୩ ଦାଦନ ଶ୍ରମିକ

କେନ୍ଦ୍ରାପଡ଼ା ଅଫିସ, ୨୨ା୩: କେନ୍ଦ୍ରାପଡ଼ା ଜିଲାର ଦାଦନ ଶ୍ରମିକ ନିର୍ଯାତନା କାହାଣୀ ପୁଣି ଥରେ ଦେଖିବାକୁ ମିଳିଛି। ପଟ୍ଟାମୁଣ୍ଡାଇ ବ୍ଲକ ଷଣ୍ଢପଲ୍ଲୀର ୨୩ ଜଣ ଯୁବତୀ...

ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନାରେ ଅଟକି ରହିଛନ୍ତି ୩୩ଶ୍ରମିକ

ଖପ୍ରାଖୋଲ, ୧ା୪(ଡି.ଏନ.ଏ.): ସାରା ଦେଶରେ କରୋନା ଭୁତାଣୁ ସଂକ୍ରମଣ ରୋକିବାକୁ ଆଠ ଦିନ ହେଲା ଲକ ଡାଉନ। ଏହି ସମୟରେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ...

ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପାଚିକା ସହାୟିକା ସଂଘର ଦାବିପତ୍ର ପ୍ରଦାନ

ଆନନ୍ଦପୁର/ଘସିପୁରା,୯।୧(ସ୍ବ.ପ୍ର): ଓଡ଼ିଶା ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ସଂଘ ପକ୍ଷରୁ ସୋମବାର ବିଭିନ୍ନ ଦାବିକୁ ନେଇ ବିଇଓଙ୍କୁ ଦାବି ପତ୍ର ପ୍ରଦାନ କରାଯାଇଛିି। ଏହି ପରିପ୍ରେକ୍ଷୀରେ...

ସମସ୍ତ ପ୍ରବାସୀ ଫେରନ୍ତାଙ୍କ ହେବ ସ୍ବାବ ପରୀକ୍ଷା: ଜିଲାପାଳ

ଛତ୍ରପୁର,୧ା୫(ଡି.ଏନ୍‌.ଏ.)- କରୋନା ମୁକାବିଲା କ୍ଷେତ୍ରରେ ଯେଉଁ ବ୍ୟକ୍ତି ବିଶେଷ କିମ୍ବା ସ୍ବେଚ୍ଛାସେବୀ ଅନୁଷ୍ଠାନ ସହାୟତା ଦେବାକୁ ଇଚ୍ଛୁକ ସେମାନେ ଗଞ୍ଜାମ ଜିଲା ପ୍ରଶାସନର କୋଭିଡ ସେଲ...

ଯୁବ ବ୍ୟବସାୟୀଙ୍କ କରୋନାରେ ମୃତ୍ୟୁ: କିଛିଦିନ ତଳେ ଯାଇଥିଲା ମା’ ବାପାଙ୍କ ଜୀବନ

ଦିଗପହଣ୍ଡି,୨୧ା୭(ଡି.ଏନ.ଏ.)- ଗଞ୍ଜାମ ଜିଲା ଦିଗପହଣ୍ଡି ବସଷ୍ଟାଣ୍ଡରେ ଇଲୋକ୍ଟ୍ରୋନିକ୍ସ ଦୋକାନ କରିଥିବା ରିଙ୍କୁ ଓରଫ ଇ.ଜିତେନ୍ଦ୍ର ପାତ୍ର (୪୧)ଙ୍କର ସୋମବାର ଶୀତଳାପଲ୍ଲୀ ସ୍ଥିତ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ...

ନର୍ଲା ପୋଲିସର ବଡ଼ ସଫଳତା: ଶାନ୍ତପୁର କେନାଲ ନିକଟରୁ ଗଞ୍ଜେଇ ମାଫିଆ ଗିରଫ

ରୁପ୍ରାରୋଡ,୮।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ନର୍ଲା ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଏକ ବଡ଼ ସଫଳତା ହାସଲ କରିଛି। ଇତିମଧ୍ୟରେ କୌଣସି ସୂତ୍ରରୁ ଖବରପାଇ ପୋଲିସ...

Advertisement
Archives

Model This Week