ବଲାଙ୍ଗୀରରେ ବନ୍ଦ ପାଳନ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା, ବିଭିନ୍ନ ସ୍ଥାନରେ ବିକ୍ଷୋଭ

ବଲାଙ୍ଗୀର ଅଫିସ, ୨୩।୨- ଏସ୍‌ସି, ଏସ୍‌ଟି, ଓବିସିମାନଙ୍କୁ ପଦୋନ୍ନତି ଆରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ବିରୋଧରେ ଦିଆଯାଇଥିବା ଭାରତ ବନ୍ଦ ଡାକରା ପରିପ୍ରେକ୍ଷୀରେ ବଲାଙ୍ଗୀରରେ ବନ୍ଦ ପାଳନ ପ୍ରଭାବ ଦେଖିବାକୁ ମିଳିଛି। ଏହାକୁ ନେଇ ସହରର ସମସ୍ତ ଦୋକାନ ବଜାର, ଗାଡ଼ି ଚଳାଚଳ ବନ୍ଦ ରହିଛି । ଭୀମ ଆର୍ମି ପକ୍ଷରୁ ଦିଆଯାଇଥିବା ବନ୍ଦ ଡାକରାକୁ ଏପିଆଇ, ଓବିସି ମଞ୍ଚ, ଦଳିତ ସମାଜ, ଭିଆଇପି ପକ୍ଷରୁ ସମର୍ଥନ କରାଯାଇଛି। ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି । ଆନ୍ଦୋଳନକାରୀମାନେ ବିଭିନ୍ନ ସ୍ଥାନରେ ଟାୟାର ଜାଳି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

VIDEO: ବ୍ୟସ୍ତବହୁଳ ରାସ୍ତାରେ କ୍ରାସ ଲ୍ୟାଣିଂ କଲା ବିମାନ, ଅନେକ କାର ସହିତ ଧକ୍କା…

ନୂଆଦିଲ୍ଲୀ, ୧୦।୨: ଆମେରିକାର ଜର୍ଜିଆରେ ଏକ ବଡ଼ ଦୁର୍ଘଟଣା ଟଳି ଯାଇଛି । ଜର୍ଜିଆର ଗେନ୍ସଭିଲରେ ରାସ୍ତା ମଝିରେ ଏକ ବିମାନ ଜରୁରୀକାଳୀନ ଅବତରଣ କରିଥିଲା। ଦୁର୍ଘଟଣାଗ୍ରସ୍ତ…

ଏହିଦିନ ଭାରତ ସହ ମୁକାବିଲା କରିବ ‘ଡ୍ରାମେବାଜ୍‌’, ଜାଣନ୍ତୁ କେଉଁଠି ଦେଖିବେ ମ୍ୟାଚ

ନୂଆଦିଲ୍ଲୀ,୧୦।୨: ପାକିସ୍ତାନ ନିଜ ନିଷ୍ପତ୍ତିରୁ ୟୁ-ଟର୍ଣ୍ଣ ନେବାକୁ ବାଧ୍ୟ ହୋଇଛି। ଫେବୃଆରୀ ୧ରେ ପାକିସ୍ତାନ ସରକାର ଘୋଷଣା କରିଥିଲେ ଯେ ତାଙ୍କ ଦଳ ଟି-୨୦ ବିଶ୍ୱକପରେ ଭାରତ…

ଭାରତ ସହିତ ମ୍ୟାଚକୁ ନେଇ ସେନା ମୁଖ୍ୟ ଅସୀମ ମୁନିରଙ୍କୁ ଟାଣି ଆଣିଲା ପାକିସ୍ତାନ! ‘ମୁଁ ଭୟ କରେ ନାହିଁ…’ ବୋଲି ଏକ ସ୍ପଷ୍ଟ ଧମକ ମଧ୍ୟ …

ଇସଲାମାବାଦ,୧୦।୨: ବର୍ଷ ବର୍ଷ ଧରି ବାରମ୍ବାର ମନା କରିବା ପରେ, ପାକିସ୍ତାନ ଶେଷରେ ଭାରତ ସହିତ ଏକ ଟି-୨୦ ମ୍ୟାଚ ଖେଳିବାକୁ ରାଜି ହୋଇଛି, ମ୍ୟାଚ ହେବ…

ଭୁବନେଶ୍ବରରୁ ଛାତ୍ରୀ ନିଖୋଜ ଘଟଣା, ୫ ଘଣ୍ଟା ପରେ….

ଭୁବନେଶ୍ବର, ୧୦।୨: ଭୁବନେଶ୍ୱରରୁ ଛାତ୍ରୀ ନିଖୋଜ ଘଟଣାରେ ପୋଲିସକୁ ସଫଳତା । ୫ ଘଣ୍ଟା ପରେ କ୍ୟାପିଟାଲ ହସ୍ପିଟାଲରୁ ଉଦ୍ଧାର ହେଲେ ଛାତ୍ରୀ । ସୂଚନା ଅନୁସାରେ,…

ପାକିସ୍ତାନୁ ଝଟକା ଦେଲା ଭାରତର ‘ବନ୍ଧୁ’, ଭାରତକୁ ହେବ ଲାଭ!

ନୂଆଦିଲ୍ଲୀ/କାବୁଲ,୧୦।୨: ପାକିସ୍ତାନ ଆଉ ଏକ ବଡ଼ ଆର୍ଥିକ ଏବଂ କୂଟନୈତିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ପଡ଼ୋଶୀ ଆଫଗାନିସ୍ତାନରେ କ୍ଷମତାସୀନ ତାଲିବାନ ପାକିସ୍ତାନରୁ ଔଷଧ ଆମଦାନୀକୁ ସମ୍ପୂର୍ଣ୍ଣ ନିଷିଦ୍ଧ…

ଦାରିଙ୍ଗବାଡି ଇକୋ ରିଟ୍ରିଟରେ ରାତ୍ରିଯାପନ କଲେ ଉପମୁଖ୍ୟମନ୍ତ୍ରୀ: ପ୍ରଶଂସାରେ ପୋତିଲେ

ଦାରିଙ୍ଗବାଡି,୧୦।୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ସୋମବାର ବିଳମ୍ବିତ ରାତ୍ରିରେ ଦାରିଙ୍ଗବାଡି ଇକୋ ରିଟ୍ରିଟ…

୧୨ ଘାଣ୍ଟିଆ ଉମରକୋଟ ବନ୍ଦ, କଣ ରହିଛି ପ୍ରଭାବ ଜାଣନ୍ତୁ

ଉମରକୋଟ,୧୦।୨(ସନ୍ତୋଷ ଶତପଥୀ): ଦୀର୍ଘ ଦିନର ଦାବି ପୂରଣ ନହେବାରୁ ମଙ୍ଗଳବାର ଆନ୍ଦୋଳନ ପଥକୁ ଓହ୍ଲାଇଛି ‘ଉମରକୋଟ ସଂଗ୍ରାମ ମଞ୍ଚ’ । ଆଜି ଉମରକୋଟ, ରାଇଘର, ଝରିଗାଁ ଏବଂ…

ବାଂଲାଦେଶକୁ ନେଇ ICC ନେଲା ବଡ଼ ନିଷ୍ପତ୍ତି: କ୍ରିକେଟ୍‌ ଜଗତରେ ଖେଳିଗଲା…

ନୂଆଦିଲ୍ଲୀ,୧୦।୨: ଭାରତରେ T20 ବିଶ୍ୱକପ ମ୍ୟାଚ ଖେଳିବାକୁ ମନା କରିବା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ ଉପରେ କୌଣସି ଦଣ୍ଡ ଲାଗୁ କରାଯିବ ନାହିଁ। ICC ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri