ବଲାଙ୍ଗୀରରେ ‘ମୋ ସରକାର’ କାର୍ଯ୍ୟକ୍ରମକୁ ଫୁ: ଶ୍ରମ ବିଭାଗ କିରାଣି ଖୋଲାଖୋଲି ଲାଞ୍ଚ ନେବାର ଭିଡିଓ ଭାଇରାଲ

ବଲାଙ୍ଗୀର ଅଫିସ,୧୯।୧୦: ବଲାଙ୍ଗୀର ଜିଲାର ସରକାରୀ ଅଧିକାରୀଙ୍କ ୫-ଟି କିମ୍ବା ‘ମୋ ସରକାର’ କାର୍ଯ୍ୟକ୍ରମକୁ ଖାତିର ନାହିଁ। ବିଭିନ୍ନ ଯୋଜନାରେ ଦୁର୍ନୀତି ଚାଲିଛି। ଏପରିକି ଖୋଲାଖୋଲି ଲାଞ୍ଚ ନେଉଛନ୍ତି ସରକାରୀ କର୍ମଚାରୀ। ଏପରି ଏକ ଘଟଣାକ୍ରମେ ଜିଲା ଶ୍ରମ ବିଭାଗ କିରାଣି ଶନିବାର ଲାଞ୍ଚ ନେବା ବେଳେ ଧରାପଡ଼ିଛନ୍ତି। ସେ ହେଲେ ବଲ୍ଲଭ ନାଗ। ବଲ୍ଲଭ ଲାଇସେନ୍ସ ପ୍ରଦାନ ପାଇଁ ଲାଞ୍ଚ ନେଉଥିବା ବେଳେ ଜଣେ ସ୍ବେଚ୍ଛାସେବୀ ତାହାର ଭିଡିଓ କରିଦେଇଥିଲେ। ଏହା ଏବେ ଭାଇରାଲ ହେବାରେ ଲାଗିଛି।

ଗୋଟିଏ ପଟେ ବେଆଇନ ଦାଦନ ଚାଲାଣ ରୋକିବା ପାଇଁ ପୋଲିସ ଜିରୋ ଟଲରେନ୍ସ ନୀତି ଆପଣାଇ ଦାଦନ ସର୍ଦ୍ଦାରମାନଙ୍କୁ ଗିରଫ କରୁଥିବା ବେଳେ ଶ୍ରମ ବିଭାଗରେ ଲାଞ୍ଚ ନେଇ ବେଆଇନ କାରବାର କରାଯାଉଛି। କିରାଣି ଲାଞ୍ଚ ନେଉଥିବାର ଭିଡିଓ ଭାଇରାଲ ହେବା ପରେ ବିଭାଗର ଗୁମର ଖୋଲିଛି ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ନିଆଁ, ରାସ୍ତାରେ ମୟୂର

ବୁଗୁଡ଼ା,୧୫।୩(ଡି.ଏନ୍‌.ଏ.): ସମ୍ପ୍ରତି ବୁଗୁଡ଼ା ବନାଞ୍ଚଳର ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଥିବା ବେଳେ ବନ୍ୟଜନ୍ତୁଙ୍କ ସୁରକ୍ଷା ପ୍ରତି ବିପଦ ଯୋଗୁଁ ରାସ୍ତାରେ ମୟୂରମାନେ ଘୂରି ବୁଲୁଥିବା ଦେଖିବାକୁ...

ଭିଏସ୍‌ଏସ୍‌ ନଗରରେ ବାଣ ବିସ୍ଫୋରଣ: ଜଣେ ଗୁରୁତର

ଭୁବନେଶ୍ୱର,୩।୪(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଭିଏସ୍‌ଏସ୍‌ ନଗରରେ ସୋମବାର ସନ୍ଧ୍ୟାରେ ବାଣ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ଗୁରୁତର ହୋଇଛନ୍ତି। ଘରେ ବାଣ ଭିଡ଼ୁଥିବା ବେଳେ ଏଭଳି ଘଟିଥିବା...

୫-ଟି ସଚିବଙ୍କ ଗସ୍ତକୁ ବିରୋଧ କରି ଅଣ୍ଡାମାଡ଼

ନୟାଗଡ଼,୨୧ା୭(ଲୋକନାଥ ମିଶ୍ର): ଶୁକ୍ରବାର ୫-ଟି ସଚିବ ଭି.କେ ପାଣ୍ଡିଆନ ଓଡ଼ଗାଁ ଗସ୍ତରେ ଆକାଶପଥରେ ଆସି ମହୋତ୍ସବ ପଡ଼ିଆରେ ଓହ୍ଲାଇଥିଲେ। ସେଠାରୁ ବ୍ୟାପକ ପୋଲିସ ବନ୍ଦୋବସ୍ତରେ ବ୍ଲକ...

ଗଛରେ ପିଟିହେଲା କାର୍‌, ଜଣଙ୍କ ଜୀବନଗଲା, ୨ ଗୁରୁତର

ବଅଁରପାଳ,୮ା୫(ଡି.ଏନ୍‌.ଏ.) : ଅନୁଗୋଳ ଜିଲା ବଅଁରପାଳ ଥାନା ଅନ୍ତର୍ଗତ ବଉଳିଗଡ଼ ବ୍ରିଜ୍‌ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ କାର୍‌...

ବିଜେଡି ଅଫର୍‌କୁ ପ୍ରତ୍ୟାଖ୍ୟାନ ପରେ ସୁରଙ୍କୁ ଏମିତି କହିଥିଲେ ନବୀନ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ପ୍ରଦୀପ ମାଝି କଂଗ୍ରେସ ଛାଡ଼ିବା ପରେ ଜଟଣୀ ବିଧାୟକ ସୁର ରାଉତରାୟ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ତାଙ୍କୁ ବିଜେଡିରେ ମିଶିବାକୁ ଅଫର ଆସିଥିଲା।...

ଗାଡ଼ି ଧକ୍କାରେ ୨ ମୃତ: କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ କଲେ ଗ୍ରାମବାସୀ

କୋଟଗଡ଼,୧୯ା୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ସିରୁବାଲିଠାରେ ଆରକେଡି ଗାଡ଼ି ଦୁର୍ଘଟଣାରେ ରବିବାର ଦୁଇଜଣଙ୍କର ମୃତ୍ୟୁ ଘଟିଥିଲା। ମୃତକ ଦ୍ୱୟ ହେଲେ ବଡ଼ଗାଁର ରାକେଶ ମଲିକ ଓ...

ବିଭାଗୀୟ ଅଧିକାରୀଙ୍କ ଖାମଖିଆଲ ମନୋଭାବ ଯୋଗୁ ଭାଙ୍ଗିଲା କେନାଲ

ମାଲକାନଗିରି,୨୧ା୪: ମାଲକାନଗିରି ଜିଲା ପୋଟେରୁ ଜଳସେଚନ ବିଭାଗର ତମସା ମୁଖ୍ୟ କେନାଲ ଭାଙ୍ଗି ବୁଧବାର ଏକ ଘାଇ ସୃଷ୍ଟି ହୋଇଛି। ଫଳରେ ପାଣି ମାଡି ଚାଷ...

ବଡ଼ ଅପରାଧ ରୋକିବାକୁ ନୂଆ ପ୍ରସ୍ତୁତି: କମିଶନରେଟ ପୋଲିସରେ ହେବ ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌

ଭୁବନେଶ୍ୱର,୨୪ା୯(ବ୍ୟୁରୋ): ଡ୍ରଗ୍ସ ମାଫିଆ, ଜମି ମାଫିଆ, ବନ୍ଧୁକ ବେପାରୀ ଓ ସଂଗଠିତ ଅପରାଧୀ ସାବାଡ଼ ହେବେ। ବଡ଼ ଅପରାଧ ରୋକିବା ସହ ସମ୍ପୃକ୍ତ ଅପରାଧୀଙ୍କୁ ଧରିବା...

Advertisement
Archives

Model This Week