ବଲାଙ୍ଗୀର ଟାଉନ ଥାନା କନ୍‌ଷ୍ଟେବଳଙ୍କ ଦବଙ୍ଗଗିରି

ବଲାଙ୍ଗୀର ଅଫିସ, ୧୭।୭: ପାଟଣାଗଡ଼ ବିଧାୟକଙ୍କ ପରେ ବଲାଙ୍ଗୀରରେ ଏବେ ଜଣେ ପୋଲିସ କନ୍‌ଷ୍ଟେବଳଙ୍କ ଦବଙ୍ଗଗିରି ଦେଖିବାକୁ ମିଳିଛି।

ଜଣେ ବିଧବା ଆଦିବାସୀ ମହିଳାଙ୍କ ଜମି ଷ୍ଟାମ୍ପ ପେପରରେ ଚଞ୍ଚକତା କରି ଦସ୍ତଖତ ନେଉଥିବା ବଲାଙ୍ଗୀର ଟାଉନ ଥାନାର କନ୍‌ଷ୍ଟେବଳଙ୍କ ସମ୍ପୃକ୍ତିକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଥିଲା । ଏହି ଘଟଣାକୁ ନେଇ ସମ୍ପୃକ୍ତ ପୋଲିସ କନଷ୍ଟେବଳ ଓ ଅନ୍ୟ ଜଣେ ଜମି ବ୍ୟବସାୟୀଙ୍କୁ କେତେଜଣ ଲୋକ ମାଡ଼ ମାରିଥିଲେ। ଘଟଣାକୁ ନେଇ ସମ୍ପୃକ୍ତ ମହିଳା ଟାଉନ ଥାନାରେ ଅଭିଯୋଗ କରିଥିଲେ । ପୋଲିସ ଏହି ଘଟଣାକୁ ନେଇ ତଦନ୍ତ ଜାରି ରଖିଛି । ଏହି ଘଟଣାରେ ପୋଲିସ ୨ଜଣକୁ ଅଟକ ରଖିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିସୁଟ୍‌ରେ ତେଜୁଛି ଛାତ୍ର ଆନ୍ଦୋଳନ: ହଷ୍ଟେଲ ସମସ୍ୟା-ନିମ୍ନମାନର ଖାଦ୍ୟକୁ ନେଇ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ସମ୍ବଲପୁର,୨୧।୭(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ଦ୍ୱିତୀୟ ବର୍ଷର ଛାତ୍ରୀଛାତ୍ର ବ୍ୟାପକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ବିଶ୍ୱବିଦ୍ୟାଳୟ ଓ ଛାତ୍ରାବାସରେ ଦେଖାଦେଇଥିବା ବିଭିନ୍ନ…

ହୀରାକୁଦରେ ବଢୁଛି ଜଳସ୍ତର, ପୁଣି ଖୋଲିଲା ଆଉ ୪ ଗେଟ୍‌

ସମ୍ବଲପୁର, ୨୧।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବାରେ ଲାଗିଛି। ଫଳରେ…

ଫିସେରୀ ବନ୍ଧରୁ ମିଳିଲା ଯୁବକଙ୍କ ମୃତଦେହ: ଖେଳିଗଲା ଶୋକର ଲହରୀ

ସମ୍ବଲପୁର,୨୧।୭(ପ୍ରମୋଦ ବହିଦାର): କ୍ଷେତରାଜପୁର ଥାନା ଅନ୍ତର୍ଗତ ଫାର୍ମଗୁଡିକ ସମଲେଇ ପ୍ରକଳ୍ପ-୨ର ଫିସେରୀ ବନ୍ଧ(ପୋଖରୀ)ରୁ ମଙ୍ଗଳବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତଦେହଟି ସ୍ଥାନୀୟ ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri