ବଲାଙ୍ଗୀର ବର୍ଷାବିପନ୍ନଙ୍କ ପାଇଁ ସହାୟତା ସଂଗ୍ରହ

ବରଗଡ଼ ଅଫିସ, ୧୯।୮: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ବଲାଙ୍ଗୀର ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଉକ୍ତ ଜିଲାର ବର୍ଷାବିପନ୍ନଙ୍କୁ ସହାୟତା କରିବା ପାଇଁ ବରଗଡ଼ ଜିଲା ଖଣ୍ଡହଥାର ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ଆଗେଇ ଆସିଛି । ଏହି ପରିପ୍ରେକ୍ଷୀରେ ସୋମବାର ସକାଳୁ ଉକ୍ତ ଅନୁଷ୍ଠାନ ପକ୍ଷରୁ ବରଗଡ଼ ଥାନା ଛକରେ ସହାୟତା ପାଇଁ ବସ୍ତ୍ର, ଅର୍ଥ ରାଶି ସଂଗ୍ରହ କରାଯାଉଛି। ଅନୁଷ୍ଠାନର ସମ୍ପାଦକ ଅଶ୍ବିନୀ ତ୍ରିପାଠୀ, ରୋହିତ ଜୟସ୍ବାଲ, ବିକାଶ ଅଗ୍ରୱାଲ, ବିଦ୍ୟାଧର ଭୋଇ, ଲୋକନାଥ ସାହୁ, ଲିଙ୍ଗରାଜ ସାହୁ, ଶତ୍ରୁଘ୍ନ ସାହୁ, ଟିଟୁନ ଦାଶ ପ୍ରମୁଖ ଉପସ୍ଥିତ ରହି ବଦାନ୍ୟ ବ୍ୟକ୍ତିଙ୍କଠାରୁ ତାହା ସଂଗ୍ରହ କରୁଛନ୍ତି। ସଂଗୃହୀତ ସହାୟତା ବଲାଙ୍ଗୀର ଜିଲାର ବର୍ଷାବିପନ୍ନଙ୍କ ପାଖକୁ ପଠାଯିବ ବୋଲି ନିଷ୍ଠା ପରିବାରର଼ ସମ୍ପାଦକ  କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସାନିଟାଇଜ ହେଲା ବୁର୍ଡା ପଞ୍ଚାୟତ ଅଞ୍ଚଳ

ଲୋଇସିଂହା,୧୪ା୪(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁର୍ଡା ପଞ୍ଚାୟତର ସଦର ଗଁା ଓ ବାଞ୍ଜିପାଲି ଗ୍ରାମ ମଙ୍ଗଳବାର ସାନିଟାଇଜ ହୋଇଛି। ବିଡିଓ ରାମଚନ୍ଦ୍ର ଖାଡିଆଙ୍କ ନିର୍ଦ୍ଦେଶ ଓ...

ସୂର୍ଯ୍ୟୋପରାଗ ଲାଗି ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ପ୍ରସ୍ତୁତ ହେଲା ନୀତିକାନ୍ତି

ଆରଡ଼ି,୨୫।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡ଼ିରେ ଥିବା ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ସୂର୍ଯ୍ୟୋପରାଗ ଲାଗି ବୁଧବାର ସମସ୍ତ ନୀତିକାନ୍ତି ପ୍ରସ୍ତୁତ ହୋଇଛି । ବିରଜା...

ଭାଜପା ଛାଡିଲେ ବିଶ୍ୱରଞ୍ଜନ

ଯାଜପୁର ଅଫିସ/ବରୀ, ୨୦।୧୦: ଯାଜପୁର ଜିଲାରେ ଭାଜପାର ସାଙ୍ଗଠନିକ ସ୍ଥିତି କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଧର୍ମଶାଳା ନିର୍ବାଚନ ମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ତୁଷାର...

ପ୍ରେମିକାଙ୍କୁ ଅସଦାଚରଣ କରିବାରୁ ଗାଡ଼ି ଚାଳକଙ୍କୁ ହତ୍ୟା

ବୋରିଗୁମ୍ମା,୧୦ା୨: ଭୁବନେଶ୍ୱରରୁ ଗାଡ଼ି ଭଡ଼ାରେ ନେଇ ଚାଳକଙ୍କୁ ହତ୍ୟାକରି କାର୍‌ ନେଇ ଫେରାର ହୋଇଯାଇଥିବା ପ୍ରେମୀଯୁଗଳଙ୍କୁ ପୋଲିସ ଗିରଫ କରିଛି। କାର୍‌ ଭଡ଼ା ନେଇ କୋରାପୁଟ...

କୁଜଙ୍ଗ ବ୍ଲକରେ ପାନୀୟଜଳ ପ୍ରକଳ୍ପ ଅଧାପନ୍ତରିଆ : କୂଅ, ପୋଖରୀ ପାଣି ପିଉଛନ୍ତି ଲୋକେ

କୁଜଙ୍ଗ,୨୮ା୭(ସ୍ବ.ପ୍ର.): କୁଜଙ୍ଗ ବ୍ଲକର ବିଭିନ୍ନ ପଞ୍ଚାୟତରେ ଏବେ କୋଟି କୋଟି ଟଙ୍କାର ପାନୀୟଜଳ ପ୍ରକଳ୍ପ ଅଧାପନ୍ତରିଆ ହୋଇ ରହିଛି। ଫଳରେ ସମ୍ପୃକ୍ତ ଅଞ୍ଚଳର ଲୋକେ ବିଶୁଦ୍ଧ...

ପଟାଙ୍ଗୀ ପରେ ରାୟଗଡ଼ା ଉପରେ ଆନ୍ଧ୍ରର ନଜର

ରାୟଗଡ଼ା ଅଫିସ,୧୮ା୨: ଓଡ଼ିଶା-ଆନ୍ଧ୍ର ସୀମା ବିବାଦ ଲାଗିରହିଛି। ଓଡ଼ିଶାର କୋରାପୁଟ ଜିଲାର ପଟ୍ଟାଙ୍ଗୀ ସମେତ ଗଞ୍ଜାମ ଓ ଗଜପତି ଜିଲାର ସୀମାନ୍ତ ଗ୍ରାମଗୁଡ଼ିକରେ ଆନ୍ଧ୍ର ପକ୍ଷରୁ...

ଏମ୍‌ବିବିଏସ୍‌ ପିଜି ସିଟ୍‌ ୨୫୦କୁ ବୃଦ୍ଧି

ବ୍ରହ୍ମପୁର ଅଫିସ,୨୮ା୨:ବ୍ରହ୍ମପୁର ବଡ଼ ମେଡିକାଲ କଲେଜ ଓ ହସ୍ପିଟାଲକୁ ନ୍ୟାଶନାଲ ମେଡିକାଲ କମିଶନ(ଏନ୍‌ଏମ୍‌ସି)ର ଏକ ୭ ଜଣିଆ ଟିମ୍‌ ସୋମବାର ପହଞ୍ଚି ପିଜି ସିଟ୍‌ ବୃଦ୍ଧି...

ନନ୍ଦନକାନନରେ ଫସି ରହିଛି ଜଙ୍ଗଲୀ ଦନ୍ତା

ବାରଙ୍ଗ,୧୨।୨(ଡି.ଏନ୍‌.ଏ.): ନନ୍ଦନକାନନରେ ଫସି ରହିଛି ଜଙ୍ଗଲୀ ଦନ୍ତାହାତୀ। ନନ୍ଦନକାନନ ପଛପଟ ପାଚେରି ଭାଙ୍ଗି ଦନ୍ତା ପରିସରକୁ ପଶିଥିଲା। ଟୟ ଟ୍ରେନ୍‌ ଧାରଣା ଉପରେ ଆସି ବୋଟ୍‌...

Advertisement
Archives

Model This Week