ବଲିଉଡ୍‌ରେ ଏଣ୍ଟ୍ରି ମାରିଲେ ରାନୁ, ହିମେଶଙ୍କ ସହ ଗାଇଲେ ଗୀତ

ପଶ୍ଚିମବଙ୍ଗର ରାନାଘାଟ ରେଳ ଷ୍ଟେଶନରେ ଗୀତ ଗାଇ ସୋସିଆଲ ମିଡିଆରେ ଷ୍ଟାର୍‌ ପାଲଟିଥିବା ରାନୁ ମଣ୍ଡଳ ବଲିଉଡ୍‌ରେ ଏଣ୍ଟ୍ରି ମାରିଛନ୍ତି। ବଲିଉଡ୍‌ ଗାୟକ ହିମେଶ୍‌ ରେଶମିୟାଙ୍କ ସହ ଗୀତ ଗାଇଛନ୍ତି। ଏହି ଗୀତ ରେକର୍ଡିଂ ବେଳର ଭିଡିଓ ହିମେଶ ନିଜ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ହିମେଶଙ୍କ ଆଗାମୀ ଫିଲ୍ମ ‘ହାପି ହାର୍ଡି ହିର୍‌’ର ତେରି ମେରି କାହାଣୀ ଗୀତଟିକୁ ରାନୁ ଗାଇଛନ୍ତି। ଏହାସହ ହିମେଶ କହିଛନ୍ତି, ସକାରାତ୍ମକ ଚିନ୍ତାଧାରା ନେଇ ଆଗକୁ ବଢ଼ିଲେ ସଫଳତା ନିଶ୍ଚିତ, ଯାହାର ଉଦାହରଣ ରାନୁ ମଣ୍ଡଳ। ସମସ୍ତଙ୍କ ଆଶୀର୍ବାଦ ରହିଲେ ସେ ଆହୁରି ଆଗକୁ ବଢ଼ିପାରିବେ ବୋଲି ହିମେଶ କହିଛନ୍ତି। ରାନୁଙ୍କ ଭାଇରାଲ୍‌ ଗୀତଟି ଦେଖିବା ପରେ ତାଙ୍କୁ ଆଗାମୀ ଫିଲ୍ମରେ ନେବା କଥା ସେ ଚିନ୍ତା କରିଥିଲେ। ଶେଷରେ ତାହା ପୂରଣ ହୋଇଛି। ଆଶା କରୁଛି, ରାନୁଙ୍କ ସ୍ବରରେ ଏହି ଗୀତଟି ସମସ୍ତଙ୍କୁ ପସନ୍ଦ ଆସିବ ବୋଲି ହିମେଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଭାଇରସ ଯୋଗୁ କ୍ୟାସ୍‌ଲେସ ହେଉଛନ୍ତି ଲୋକେ

ନୂଆଦିଲ୍ଲୀ,୫।୩: କରୋନା ଭାଇରସ ବିଶ୍ୱର ଅଧିକାଂଶ ଦେଶରେ ପହଞ୍ଚି ସାରିଥିବା ବେଳେ ଭାରତରେ ମଧ୍ୟ ଏହା ପହଞ୍ଚି ଯାଇଛି। ସମୟ କ୍ରମେ ଭାରତରେ ଏହା କାୟା...

ଭଙ୍ଗା ସିଲଟରୁ ସୂର୍ଯ୍ୟମନ୍ଦିର

ଭଙ୍ଗା ସିଲଟ ଧରି ସେ ସ୍ବପ୍ନ ଦେଖିଥିଲେ। ସ୍ବପ୍ନ ଥିଲା କଳାଜଗତର ଆବୁଡ଼ାଖାବୁଡ଼ା ରାସ୍ତାରେ ଚାଲିବେ। ସତକୁସତ ସେ ଚାଲିଛନ୍ତି। ଆଉ ଚାଲିଚାଲି ଆସି ପହଞ୍ଚଛନ୍ତି...

ଏପ୍ରିଲ୍‌ ୨୯ରେ ଉତ୍ତର ଭାରତରେ ଧୂଳିଝଡ଼ ପୂର୍ବାନୁମାନ…

ନୂଆଦିଲ୍ଲୀ, ୨୮।୪ : ଭାରତର ଜାତୀୟ ରାଜଧାନୀ ଦିଲ୍ଲୀର ତାପମାତ୍ରା ଚଳିତ ସପ୍ତାହରେ ୪୦ ଡିଗ୍ରୀ ସେଲସିୟସ ଅତିକ୍ରମ କରିଛି। ପାଣିପାଗ ବିଭାଗ ପକ୍ଷରୁ ଏକ...

ହାଇଦ୍ରାବାଦ ଏନ୍‌କାଉଣ୍ଟରରେ ସାମିଲ ହୋଇଥିବା ପୋଲିସଙ୍କୁ ମିଳିବ ଏକ ଲକ୍ଷ ଟଙ୍କା ପୁରସ୍କାର

ହିସାର,୬।୧୨: ହାଇଦ୍ରାବାଦ ବଳାତ୍କାର ଓ ହତ୍ୟା ମାମଲାରେ ସଂପୃକ୍ତ ଥିବା ୪ ଅଭିଯୁକ୍ତଙ୍କୁ ଶୁକ୍ରବାର ଏନ୍‌କାଉଣ୍ଟର କରାଯାଇଛି। ଏହି ଏନ୍‌କାଉଣ୍ଟରରେ ସାମିଲ ଥିବା ସସସ୍ତ ପୋଲିସ...

ଅନ୍ତବସ୍ତ୍ରରେ ୨ ମହିଳା ଲୁଚାଇ ନେଉଥିଲେ ୬୨ ଲକ୍ଷ ଟଙ୍କାର ସୁନା: ଧରାଇଦେଲା ମେଟାଲ ଡିଟେକ୍ଟର

ନୂଆଦିଲ୍ଲୀ,୧୩।୧୧-ଅନ୍ତବସ୍ତ୍ରରେ ସୁନା ସ୍ମଗଲିଂ କରୁଥିବାବେଳେ ୨ ମହିଳାଙ୍କୁ ଗିରଫ କରିଛି ସୀମା ଶୁଳ୍କ ବିଭାଗ। ତାମିଲନାଡୁର କୋଏମ୍ବାଟୁର ଅନ୍ତର୍ଜାତୀୟ ବିମାନବନ୍ଦରେ ଶୁକ୍ରବାର ଏଭଳି ଘଟଣା ଘଟିଛି।...

ଝିଅ ଜନ୍ମପରେ ମା’ବାପାଙ୍କୁ କ୍ଷମା ମାଗିଥିଲେ ଏହି ଅଭିନେତା: ଜାଣନ୍ତୁ କାହିଁକି…

ବଲିଉଡ୍‌ର ଚକୋଲେଟ ହିରୋ ଭାବେ ପରିଚିତ ଶାହିଦ କପୁର ବ୍ୟକ୍ତିଗତ ଜୀବନକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଶାହିଦଙ୍କ ସ୍ତ୍ରୀ ମୀରା କପୁର ଏବଂ ପିଲା...

ବିମାନବନ୍ଦରରେ ଆର୍‌ଟି-ପିସିଆର୍‌ ଟେଷ୍ଟ ବାଧ୍ୟତାମୂଳକ

ନୂଆଦିଲ୍ଲୀ, ୨୨ା୨: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବ୍ରିଟେନ, ବ୍ରାଜିଲ, ଦକ୍ଷିଣ ଆଫ୍ରିକା ସମେତ ସମସ୍ତ ୟୁରୋପୀୟ ଦେଶଗୁଡ଼ିକରୁ ଭାରତ ଆସୁଥିବା ଯାତ୍ରୀ କ୍ୱାରାଣ୍ଟାଇନରେ ରହିବା...

ଶାଶୁଙ୍କ କୋଳରେ କଟ୍ରିନା

ବମ୍ବେ: ଆଜି ଅନ୍ତର୍ଜାତୀୟ ମହିଳା ଦିବସ। ଏହି ଅବସରରେ ନିଆରା ଢ଼ଙ୍ଗରେ ପରିବାରର ମହିଳାମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବଲିଉଡ୍‌ ଅଭିନେତା ବିକ୍କି କୌଶଲ। ସ୍ତ୍ରୀ କଟ୍ରିନା...

Advertisement
Archives

Model This Week