ବଲିଉଡ୍‌ରେ ଏଣ୍ଟ୍ରି କରିବେ ଦେଶୀ ଗର୍ଲଙ୍କ ଭାଇ

ମୁମ୍ବାଇ: ବଲିଉଡ୍‌ ତଥା ହଲିଉଡ୍‌ରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ବଲିଉଡ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଏବେ ଏମିତି ଏକ ପୋଷ୍ଟ କରିଛନ୍ତି ଯାହା ଆସିଛି ଚର୍ଚ୍ଚାର ପରିସରକୁ। ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବା ପ୍ରିୟଙ୍କା ସବୁବେଳେ ପତି ନିକ୍‌ ଜୋନସଙ୍କ ସହ ଫଟୋ ଶେୟାର କରୁଥିବା ବେଳେ ଏଥର କିନ୍ତୁ ତାଙ୍କ ସହ ଅଛନ୍ତି ଭାଇ ସିଦ୍ଧାର୍ଥ ଚୋପ୍ରା। ସୋନାକ୍ଷି ସିହ୍ନା ଓ ବରୁଣ ଶର୍ମାଙ୍କ ଅଭିନୀତ ଫିଲ୍ମ ‘ଖାନଦାନି ଶଫାଖାନା’ର ଏକ ଭିଡିଓ ଶେୟାର କରି ସେ ଏଥିରେ ତାଙ୍କ ଭାଇଙ୍କ କାମକୁ ବେଶ୍‌ ପ୍ରଶଂସା କରିଛନ୍ତି। ଏଥିରୁ ସ୍ପଷ୍ଟ ହେଉଛି କି ପିସିଙ୍କ ଭାଇ ସିଦ୍ଧାର୍ଥ ବଲିଉଡ୍‌ରେ କାମ କରିଛନ୍ତି। ହେଲେ ଅଭିନେତା କି ପ୍ରଯୋଜକ କେଉଁ ଦିଗରେ ସିଦ୍ଧାର୍ଥ ଗତି କରିଛନ୍ତି ତାହା ପିସି ସ୍ପଷ୍ଟ କରି ନାହାଁନ୍ତି। ସେ ଯାହା ବି ହେଉ ପିସିଙ୍କ ଭାଇ ସିଦ୍ଧାର୍ଥ ଯେ ବଲିଉଡ୍‌ ଏଣ୍ଟ୍ରି କରୁଛନ୍ତି ଏହା ଏକ ପ୍ରକାର ସ୍ପଷ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ଛୁଟି ମନାଇବାକୁ ବାହାରିଲେ ଆଲିଆ-ରଣବୀର, ଏୟାରପୋର୍ଟରେ ସ୍ପଟ୍‌

ମୁମ୍ବାଇ: ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ରଣବୀର କପୁରଙ୍କ ରିଲେସନଶିପ୍‌କୁ ନେଇ ବେଶ୍‌ କିଛିଦିନ ଧରି ବଲିଉଡ୍‌ରେ ଚର୍ଚ୍ଚା ହୋଇଆସୁଛି। ଆଉ ଏ କଥା ବି...

କାର୍ତ୍ତିକ ଆର୍ୟନଙ୍କୁ ଆଲିଙ୍ଗନ କରିବାକୁ ଡେଇଁ ପଡିଲେ ମହିଳା ପ୍ରଶଂସକ

ବଲିଉଡ୍‌ରେ ଅଭିନେତା କାର୍ତ୍ତିକ ଆର୍ୟନଙ୍କ ଲୋକପ୍ରିୟତା ବେଶ୍‌ ବୃଦ୍ଧି ପାଇଛି। ଖାସ୍‌ ଭାବେ ଆଜିକାଲି ଯୁବପିଢି ମଧ୍ୟରେ ତାଙ୍କ କ୍ରେଜ୍‌ ବଢିବାକୁ ଲାଗିଛି। ‘ପ୍ୟାର୍‌ କା...

ହସ୍ପିଟାଲରେ ଭର୍ତ୍ତି ହେଲେ ଏହି ଅଭିନେତାଙ୍କ ଭଉଣୀ

ମୁମ୍ବାଇ: ଫିଲ୍ମ ନିର୍ମାତା ବୋନି କପୁରଙ୍କ ଝିଅ ତଥା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଳା କପୁର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। କାରଣ ତାଙ୍କର ବ୍ଲଡ୍‌ପ୍ରେସର...

୪୪ରେ ପାଦଦେଲେ ସ୍ମୃତି ଇରାନୀ: ଟିଭି ପରଦାରୁ ରାଜନୀତି

ମୁମ୍ବାଇ: ଭାଜପା ସରକାରରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଭାବେ କାର୍ଯ୍ୟ କରୁଥିବା ସ୍ମୃତି ଇରାନୀ ସୋମବାର ୪୪ ବର୍ଷରେ ପାଦଦେଇଛନ୍ତି। ସେ ୧୯୭୬...

ସିଲ୍‌ ହେଲା ଧର୍ମେନ୍ଦ୍ରଙ୍କ ‘ହି ମ୍ୟାନ’ ରେସ୍ତୋରାଁ

ହରିୟାଣା,୮।୩: ବଲିଉଡ୍‌ର ହି ମ୍ୟାନ ଭାବେ ପରିଚିତ ଭେଟେରାନ ଆକ୍ଟର ଧର୍ମେନ୍ଦ୍ର ଭାଲେଣ୍ଟାଇନ୍ସ ଡେ’ ଅବସରରେ ଏକ ରେସ୍ତୋରାଁ ଖୋଲିଥିଲେ। ଆଉ ଏହାର ନାଁ ରହିଥିଲେ...

ଭଉଣୀ ବାହାଘର ପାଇଁ ପାଖରେ ନ ଥିଲା ଟଙ୍କା, ଆଜି ବଡ଼ ଷ୍ଟାର

ମୁମ୍ବାଇ: ଆଜି ଅର୍ଥାତ୍‌ ଏପ୍ରିଲ ୨ରେ କମେଡି କିଙ୍ଗ୍‌ କପିଲ ଶର୍ମାଙ୍କ ଜନ୍ମଦିନ। ୧୯୮୧ରେ କପିଲ ଅମୃତସରରେ ଜନ୍ମଗ୍ରହଣ କରିଥିଲେ। ଲୋକଙ୍କ ମୁହଁରେ ହସ ଫୁଟାଉଥିବା...

ଗରିବ ପିଲାଙ୍କୁ ଖାଦ୍ୟ ପୁଡ଼ିଆ ବାଣ୍ଟି ଚର୍ଚ୍ଚାରେ ଏହି ଅଭିନେତ୍ରୀ, ଭାଇରାଲ ହେଉଛି ଭିଡିଓ

ମୁମ୍ବାଇ: ବଲିଉଡ୍‌ରେ ଅନେକ ଷ୍ଟାର ଅଛନ୍ତି, ଯେଉଁମାନେ ଫିଲ୍ମ ବ୍ୟତୀତ ସାମାଜିକ କାର୍ଯ୍ୟ କରି ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଏମାନଙ୍କ ମଧ୍ୟ କିଛି ଷ୍ଟାର ଅସହାୟ...

ବିବାହ ପରେ ଅନ୍ୟ ଅଭିନେତ୍ରୀଙ୍କ ସହ କାମ କରିବେ ନାହିଁ ବରୁଣ!

ବଲିଉଡ୍‌ର ଚକଲେଟ୍‌ ବଏ ବରୁଣ ଧାଓ୍ବନ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଦୀର୍ଘଦିନର ପ୍ରେମିକା ନତାଶା ଦଲାଲଙ୍କୁ ନିଜ ଜୀବନ ସାଥୀ ଭାବେ ବାଛିଛନ୍ତି ସେ।...

Seven Jackpot
Advertisement


Archives

Model This Week

Why Dharitri