ବଲିଉଡ୍‌ରେ ୯ ବର୍ଷ ପୂରଣ କଲେ ରଣବୀର୍‌

ମୁମ୍ବାଇ: ବଲିଉଡ୍‌ ନାୟକ ରଣବୀର ସିଂ ବଲିଉଡ୍‌ରେ ମଙ୍ଗଳବାର ୯ ବର୍ଷ ପୂରଣ କରିଛନ୍ତି। ଏହାକୁ ନେଇ ସେ ତାଙ୍କ ଇନଷ୍ଟାଗ୍ରାମରେ ସୂଚନା ଦେଇଛନ୍ତି। ଏଥିରେ ସେ ତାଙ୍କ ବ୍ଲକବୁଷ୍ଟର ଫିଲ୍ମ ‘ବ୍ୟାଣ୍ଡ ବାଜା ବାରାତ’ର ଏକ ଫଟୋସହ କ୍ୟାପଶନ ଲେଖିଛନ୍ତି, ବଲିଉଡ୍‌ରେ ୯ ବର୍ଷ ପୂରଣ କରିବା ତାଙ୍କର ଏକ ସ୍ବପ୍ନ। ୟଶ ରାଜ ବ୍ୟାନରେ ପ୍ରସ୍ତୁତ ଫିଲ୍ମ ‘ବ୍ୟାଣ୍ଡ ବାଜା ବାରାତ’ରେ ରଣବୀରଙ୍କ ଅପୋଜିଟର ନାୟିକା ଥିଲେ ଅନୁଷ୍କା ଶର୍ମା। ଆଉ ଏହି ଫିଲ୍ମ ବେଶ୍‌ ଦର୍ଶକୀୟ ସ୍ବୀକୃତି ପାଇଥିଲା। ଥରେ ବଲିଉଡରେ ନାଁ କମାଇବା ପରେ ଆଉ ପଛକୁ ଫେରି ଚାହିଁ ନ ଥିଲେ ରଣବୀର। ଗୋଟିଏ ପରେ ଗୋଟିଏ ହିଟ୍‌ ଫିଲ୍ମ ଭେଟିଦେଇ କେତେବେଳେ ସେ ଦର୍ଶକଙ୍କର ପ୍ରିୟ ଅଭିନେତା ପାଲଟି ଯାଇଥିଲେ ତାହା ମଧ୍ୟ ଜାଣି ପାରି ନ ଥିଲେ। ଶେଷ ଥର ପାଇଁ ତାଙ୍କୁ ‘ଗଲି ବୟ’ରେ ଦେଖିବାକୁ ମିଳିଥିବା ବେଳେ ଏବେ ତାଙ୍କ ହାତରେ କିଛି ଅଫର ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଏକ ଛୋଟ ସହରର ପୁଅର ସ୍ବପ୍ନ’… ଜାତୀୟ ପୁରସ୍କାର ଜିତିବା ପରେ ଭାବବିହ୍ବଳ ହେଲେ କାର୍ତ୍ତିକ ଆର୍ଯ୍ୟନ; ଲେଖିଲେ ହୃଦୟସ୍ପର୍ଶୀ ପୋଷ୍ଟ

ମୁମ୍ବାଇ: ଗୁଜୁରାଟରେ ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହ ଅନୁଷ୍ଠିତ ହୋଇଥିଲା, ଯେଉଁଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଜେତାମାନଙ୍କୁ ସମ୍ମାନିତ କରିଥିଲେ। ଏହି ସମ୍ମାନ ପାଇଥିବା ବ୍ୟକ୍ତିବିଶେଷଙ୍କ…

ସୁନିତା ଆହୁଜା ନୁହେଁ ବରଂ କୋମଲ ରାଣୀଙ୍କ ସହ ‘ଲାଲବାଗଚା ରାଜା’ ଦର୍ଶନ କରିବାକୁ ଯାଇଥିଲେ ଗୋବିନ୍ଦା, ୟୁଜର୍ସ କହିଲେ…

ମୁମ୍ବାଇ,୨୩।୯: ଗତ କିଛି ସମୟ ଧରି ଗୋବିନ୍ଦା ଏବଂ ସୁନିତା ଆହୁଜାଙ୍କ ମଧ୍ୟରେ ଏକ ବିବାଦ ଚାଲିଆସୁଛି। ଗୋବିନ୍ଦାଙ୍କର ତାଙ୍କ ସହ-କଳାକାର କୋମଲ ରାଣୀଙ୍କ ସହ ସମ୍ପର୍କ…

ରାଣୀ ମୁଖାର୍ଜୀଙ୍କ ଉପରେ ଭାଙ୍ଗିପଡିଲା ଦୁଃଖର ପାହାଡ଼, ଏମିତି କେବେ ଘଟିବ ବୋଲି…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ରାଣୀ ମୁଖାର୍ଜୀଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗିପଡ଼ିଛି। ତାଙ୍କ ମାଆ କୃଷ୍ଣା ମୁଖାର୍ଜୀଙ୍କର ୭୫ ବର୍ଷ ବୟସରେ ପରଲୋକ ଘଟିଛି। ମଙ୍ଗଳବାର, ସେପ୍ଟେମ୍ବର…

ଗାଁରେ ଏମିତି ଜୀବନ କାଟୁଛନ୍ତି କ୍ୟାଟ୍ରିନାଙ୍କ ମା’, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ମା’ ସୁଜାନ ଟର୍କୋଟ ନିଜ ଝିଅ ଠାରୁ ସମ୍ପୂର୍ଣ୍ଣ ଭିନ୍ନ ଏକ ଜୀବନଶୈଳୀ ପସନ୍ଦ କରନ୍ତି। ଯେଉଁଠାରେ କ୍ୟାଟ୍ରିନା…

ବିଶିଷ୍ଟ ଅଭିନେତ୍ରୀ ମିଠୁ ମୁଖାର୍ଜୀଙ୍କ ଦେହାନ୍ତ

ମୁମ୍ବାଇ, ୨୨।୯: ୧୯୭୦ ଓ ୧୯୮୦ ଦଶକର ବଙ୍ଗଳା ଏବଂ ହିନ୍ଦୀ ସିନେମାକୁ ନିଜର ଦୀପ୍ତିମୟ ଅଭିନୟରେ ସମୃଦ୍ଧ କରିଥିବା ବିଶିଷ୍ଟ ଅଭିନେତ୍ରୀ ମିଠୁ ମୁଖାର୍ଜୀ ଆଉ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?