ବଲିଉଡ୍‌ ଅଭିନେତ୍ରୀ ନିମିଙ୍କ ପରଲୋକ

ମୁମ୍ବାଇ,୨୬।୩: ବଲିଉଡର ଭେଟେରାନ୍‌ ଅଭିନେତ୍ରୀ ନିମିଙ୍କର ବୁଧବାର ୮୮ ବର୍ଷ ବୟସରେ ପରଲୋକ ହୋଇଛି। ପ୍ରଥମେ ଫିଲ୍ମ ନିର୍ମାତା ଶେଖର ଏହି ସୂଚନା ଦେଇଥିଲେ। ନିଶ୍ୱାସ ନେବାରେ ଅସୁବିଧା ହେବାରୁ ସେ କିଛିଦିନ ହେବ ହସ୍ପିଟାଲରେ ଥିବା ବେଳେ ବୁଧବାର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଗୁରୁବାର ଅପରାହ୍ନରେ ତାଙ୍କର ଶେଷ କୃତ୍ୟ ସମ୍ପନ୍ନ କରାଯିବ। ନିମି ଲେଖକ ଅଲି ରାଜାଙ୍କୁ ବିବାହ କରିଥିବା ବେଳେ ତାଙ୍କର ୨୦୦୭ରେ ମୃତ୍ୟୁ ଘଟିଛି। ୧୯୪୯-୧୯୬୫ ପର୍ଯ୍ୟନ୍ତ ନିମି ବଲିଉଡରେ ସକ୍ରିୟ ଥିଲେ। ତାଙ୍କ ଅଭିନୀତ ଫିଲ୍ମ ମଧ୍ୟରେ ରହିଛି ବରଷାତ୍‌, ବସନ୍ତ ବାହାର ମେରା ମେହବୁବ ଓ ଲଭ୍‌ ଆଣ୍ଡ ଗଡ୍‌ ଇତ୍ୟାଦି।


Enter your email to get our daily news in your inbox.

All Right Reserved By Dharitri.Com

୪୦ ବର୍ଷରେ ପ୍ରଥମ ଥର ପାଇଁ ମା’ ହେବାକୁ ଯାଉଛନ୍ତି ଏହି ଅଭିନେତ୍ରୀ, ପୋଷ୍ଟ ଲେଖି ସ୍ବାମୀ କହିଲେ ଏଭଳି

ବମ୍ବେ: ମା’ ହେବାକୁ ଯାଉଛନ୍ତି ଟେଲି ଅଭିନେତ୍ରୀ କିଶ୍ୱର ମର୍ଚାଣ୍ଟ। ଏହି ଖୁସି ଖବରକୁ କିଶ୍ୱରଙ୍କ ସ୍ବାମୀ ସୂୟଶ ରାୟ ସୋସିଆଲ ମିଡିଆରେ ପୋଷ୍ଟ ଲେଖି...

ବାଦଲ ଫଟା ବର୍ଷାରେ ନାଗପୁର ଉବୁଟୁବୁ…

ନାଗପୁର,୨୩।୯: ଶୁକ୍ରବାର ରାତିରେ ନାଗପୁରରେ ବାଦଲ ଫଟା ବର୍ଷା ଯୋଗୁ ସାରା ସହର ବନ୍ୟା ଜଳରେ ଉବୁଟୁବୁ ହେବାରେ ଲାଗିଛି। ତଳିଆ ଅଞ୍ଚଳର ଲୋକମାନଙ୍କୁ ସୁରକ୍ଷିତ...

ୟୁରୋପରୁ ପରିଚାଳିତ ହେଉଥିବା ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ୍‌…

ଶ୍ରୀନଗର,୩୧।୧୦ : ଜମ୍ମୁ-କଶ୍ମୀର ପୋଲିସ ୟୁରୋପରୁ ପରିଚାଳିତ ଏକ ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଥିବା ଦାବି କରିଛି। ଜମ୍ମୁରେ ଡ୍ରୋନ ସାହାଯ୍ୟରେ ପାକିସ୍ତାନରୁ ଅସ୍ତ୍ରଶସ୍ତ୍ର ଏବଂ...

ହାଇକୋର୍ଟଙ୍କ ରାୟ ବିରୋଧରେ ଓଡ଼ିଶା ସରକାରଙ୍କ ଆବେଦନ ଖାରଜ

ନୂଆଦିଲ୍ଲୀ, ୩୧ା୩:ଓଡ଼ିଶା ହାଇକୋର୍ଟଙ୍କ ଏକ ରାୟ ବିରୋଧରେ ରାଜ୍ୟ ସରକାରଙ୍କ ପିଟିଶନକୁ ସୁପ୍ରିମକୋର୍ଟ ଗୁରୁବାର ଖାରଜ କରିଦେଇଛନ୍ତି। ଜଣେ ଠିକାଦାର ନେଇଥିବା କାର୍ଯ୍ୟକୁ ଧାର୍ଯ୍ୟ ସମୟ...

‘ଜାତୀୟ ସ୍ବାର୍ଥ ହାନି କରିଛି କେନ୍ଦ୍ର’

ନୂଆଦିଲ୍ଲୀ, ୧୦ା୧୧: ଫ୍ରାନ୍ସରୁ ରାଫାଲ ଯୁଦ୍ଧ ବିମାନ କିଣିବା ପାଇଁ ଭାରତ ସହ ହୋଇଥିବା ଚୁକ୍ତିରେ ୬୫ କୋଟି ଟଙ୍କା ଲାଞ୍ଚ କାରବାର, ନକଲି ଇନ୍‌ଭଏସ୍‌...

ରାଷ୍ଟ୍ରପତିଙ୍କ ନିଷ୍ପତ୍ତିର ହେବନି ନ୍ୟାୟିକ ବିଚାର: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୯।୧: ନିର୍ଭୟା ମାମଲାରେ ଦୋଷୀ ମୁକେଶ ସିଂଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ରାଷ୍ଟ୍ରପତିଙ୍କ ଦ୍ୱାରା ଖାରଜ ହୋଇଥିବା ରାଜକ୍ଷମା ବିରୋଧରେ କରାଯାଇଥିବା ଆବେଦନକୁ ଝଟ୍‌କା ଲାଗିଛି। ସୁପ୍ରିମ୍‌କୋର୍ଟ...

କୋର୍ଟରେ ଚିତ୍କାର କଲେ ‘ତାରିଖ ପେ ତାରିଖ’

ନୂଆଦିଲ୍ଲୀ,୨୧।୭: ନ୍ୟାୟ ପାଇବାରେ ବିଳମ୍ବ ହେବାରୁ ଜଜ୍‌ଙ୍କ ଆଗରେ ‘ତାରିଖ ପେ ତାରିଖ’ (ତାରିଖ ପରେ ତାରିଖ) ଚିତ୍କାର କରିବା ସହ କୋର୍ଟ ରୁମ୍‌ର ଫର୍ନିଚର...

ଭାରତ ସମେତ ୪୦ ଦେଶରେ ଓମିକ୍ରନ୍ ସବ ଭାରିଏଣ୍ଟର ବିପଦ

ନୂଆଦିଲ୍ଲୀ,୨୩ ।୧: କୋଭିଡ-୧୯ ଭାଇରସର ଓମିକ୍ରନ୍ ଭାରିଏଣ୍ଟରୁ ନିକଟରେ ମିଳିଥିବା ଉପ-ସଂକ୍ରମଣ ଉପରେ ବିଶେଷଜ୍ଞମାନେ ଦୃଷ୍ଟି ରଖିଛନ୍ତି । କାରଣ ଏହାଦ୍ୱାରା ନିର୍ଦ୍ଧାରିତ କରାଯାଇପାରିବ କି...

Advertisement
Archives

Model This Week