ବଲିଉଡ୍‌ ଫେଷ୍ଟିଭାଲରେ ସମ୍ମାନିତ ହେବେ ବୋମନ ଇରାନୀ

ମୁମ୍ବାଇ: ବଲିଉଡ୍‌ ଅଭିନେତା ବୋମନ ଇରାନୀଙ୍କୁ ଭାରତୀୟ ଫିଲ୍ମରେ ତାଙ୍କର ଉଲ୍ଲେଖନୀୟ ଅବଦାନ ଯୋଗୁ ନରଓ୍ବେରେ ଆୟୋଜିତ ହେଉଥିବା ୧୭ତମ ବଲିଉଡ୍‌ ଫେଷ୍ଟିଭାଲରେ ସମ୍ମାନିତ କରାଯିବ। ଏହି ସମାରୋହ ସେପ୍ଟେମ୍ବର ୬ରେ ଅସ୍‌ଲୋରେ ଆୟୋଜିତ ହେବ। ଏଥିରେ ବୋମନ ୧ହଜାରକୁ ଊର୍ଦ୍ଧ୍ୱ ସିନେପ୍ରେମୀଙ୍କ ସହ ‘ଇଣ୍ଟରାକ୍‌ଟିଭ୍‌ ସେସନ’ରେ ମଧ୍ୟ ସାମିଲ ହେବେ। ଏନେଇ ଅଭିନେତା ବୋମନ ସମସ୍ତଙ୍କୁ ଧନ୍ୟବାଦ ଜଣାଇବା ସହ ତାଙ୍କ କାର୍ଯ୍ୟ ପାଇଁ ସମ୍ମାନିତ କରାଯାଉଥିବାରୁ ସେ ଗର୍ବ ଅନୁଭବ କରୁଛନ୍ତି ବୋଲି କହିଛନ୍ତି। ମୁନ୍ନାଭାଇ, ୩ ଇଡିୟଟ୍ସ ସହ ବହୁ ଫିଲ୍ମରେ ନିଜର ଚମତ୍କାର ଅଭିନୟ ପାଇଁ ବୋମନ ଇରାନୀ ବେଶ୍‌ ଜଣାଶୁଣା। ଖୁବ୍‌ଶୀଘ୍ର କବିର ଖାନ୍‌ଙ୍କ ଅପ୍‌ କମିଂ ଫିଲ୍ମ ‘୮୩’ରେ ସେ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ଜଗନଙ୍କ କ୍ୟାବିନେଟରେ ଜାତି ସମୀକରଣ

ହାଇଦ୍ରାବାଦ,୧୦।୪: ୨୦୨୪ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡି ଏବେଠୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଜଗନ ଏପ୍ରିଲ ୭ରେ...

ଲାଲୁଙ୍କ ଜୀବନ ବିପଦରେ: ରାବ୍ରୀ

ପାଟନା,୨୧ା୪(ପି.ଟି.): ରାଷ୍ଟ୍ରୀୟ ଜନତା ଦଳ ଅଧ୍ୟକ୍ଷ ଲାଲୁପ୍ରସାଦ ଯାଦବଙ୍କ ଜୀବନ ବିପଦରେ ବୋଲି ତାଙ୍କ ସ୍ତ୍ରୀ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରୀ ଦେବୀ ଅଭିଯୋଗ...

ମଧ୍ୟପ୍ରଦେଶ ରାଜନୀତି ସଙ୍କଟ: ଛୁଟି କଟାଇବାକୁ ଦିଲ୍ଲୀରେ ଭାଜପା ବିଧାୟକ

ନୂଆଦିଲ୍ଲୀ,୧୧।୩: ମଧ୍ୟପ୍ରଦେଶ ରାଜନୀତି ଏବେ ସରଗରମ। ମଙ୍ଗଳବାର କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଦଳରୁ ଇସ୍ତଫା ଦେବା ପରେ ସୋମବାର ବିଳମ୍ବିତ ରାତିରେ କଂଗ୍ରେସ ବିଧାୟକ...

ଅତି କମରେ ସେମାନଙ୍କୁ ତ ନିମନ୍ତ୍ରଣ କରାଯାଉ: ସଞ୍ଜୟ

ନୂଆଦିଲ୍ଲୀ,୨୬।୫: ନୂଆ ସଂସଦ ଭବନର ଉଦଘାଟନକୁ ନେଇ ବିବାଦ କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ଶିବସେନା (ୟୁବିଟି) ନେତା ତଥା ରାଜ୍ୟ ସଭା...

ଏହି ଲୋକପ୍ରିୟ ସଂଗୀତ ନିର୍ଦ୍ଦେଶକଙ୍କ ପରଲୋକ: ୨ ଦିନ ପୂର୍ବରୁ ଅନ୍‌ଲାଇନ୍‌ରେ ନେଇଥିଲେ କ୍ଲାସ୍‌

କନ୍ନଡ ଫିଲ୍ମର ଲୋକପ୍ରିୟ ସଂଗୀତ ନିର୍ଦ୍ଦେଶକ ରାଜନ ନାଗେନ୍ଦ୍ରଙ୍କର ୮୭ ବର୍ଷ ବୟସରେ ପରଲୋକ ଘଟିଛି। ରବିବାର ସନ୍ଧ୍ୟାରେ ବାଙ୍ଗାଲୋରସ୍ଥିତ ନିଜ ବାସଭବନରେ ସେ ଶେଷ...

ସିଆର୍‌ପିଏଫ୍‌ ମହିଳା ଶକ୍ତି: ମଥାରେ ସିନ୍ଦୂର, ହାତରେ ବନ୍ଧୁକ

ନୂଆଦିଲ୍ଲୀ,୭।୩ : ଅବଳା ନୁହେଁ ଦୁର୍ବଳା। ଏହାକୁ ସତ୍ୟ କରି ଦେଖାଇଛନ୍ତି ସିଆର୍‌ପିଏଫ୍‌ ୭୩ ବାଟାଲିୟନ୍‌ ମହିଳା ଶକ୍ତି। ମଥାରେ ସିନ୍ଦୂର ଏବଂ ହାତରେ ବନ୍ଧୁକ...

ହାରିଗଲେ ଶତୃଘ୍ନ ସିହ୍ନା

ପାଟନା, ୨୩।୫: ଭାଜପା ଛାଡି କଂଗ୍ରେସରେ ଯୋଗ ଦେଇଥିବା ଶତୃଘ୍ନ ସିହ୍ନା ଚଳିତ ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାଜୟ ଭୋଗିଛନ୍ତି। ସେ ନିଜର ନିକଟତମ...

୬୮ ଲକ୍ଷ ଟଙ୍କାର ଜୋତା ପିନ୍ଧନ୍ତି ଏହି ଅଭିନେତା

ବଲିଉଡ୍‌ର ସବୁଠୁ ପ୍ରତିଭାସମ୍ପନ୍ନ କଳାକାର ମଧ୍ୟରୁ ଅନ୍ୟତମ ରଣବୀର ସିଂ ଆଜି ୩୫ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୫, ଜୁଲାଇ ୬ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିବା...

Advertisement
Archives

Model This Week