ବଲୁଚିସ୍ତାନରେ ବୋମା ବିସ୍ଫୋରଣ: ୫ ମୃତ; ୩୮ ଆହତ

ଇସଲାମାବାଦ୍‌,୩୧।୭: ପାକିସ୍ତାନ ବଲୁଚିସ୍ତାନ ପ୍ରଦେଶରେ ବୋମା ବିସ୍ଫୋରଣରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୩୮ରୁ ଅଧିକ ଲୋକ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ୨ ଜଣ ସୁରକ୍ଷାକର୍ମୀ ଥିବା ପୋଲିସ କହିିଛି। କ୍ୱେଟା ପୋଲିସ ଷ୍ଟେଶନ ନିକଟରେ ଥିବା ବଚ୍ଚା ଖାଁ ଛକରେ ଏହି ବିସ୍ଫୋରଣ ଘଟିଥିବା ସ୍ଥାନୀୟ ପୋଲିସ ଉପମହାନିର୍ଦ୍ଦେଶକ ଅବଦୁଲ୍‌ ରଜାକ୍‌ ଚେମା ସୂଚନା ଦେଇଛନ୍ତି। ଏହାର ତଦନ୍ତ ଜାରି ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେବେ ଥମିବ ନରସଂହାର

କ୍ୱିଭ୍‌,୪।୪: ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଚାଲିଥିବା ଯୁଦ୍ଧ ୪୦ ଦିନରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ରୁଷିଆ ୟୁକ୍ରେନର ଅନେକ ବଡ ସହରକୁ ଧ୍ୱଂସ...

ଜାପାନ ସାଗରରେ ମିଳିତ ନୌସମରାଭ୍ୟାସ, ଅନ୍ତର୍ଜାତୀୟସ୍ତରରେ ଉତ୍ତେଜନା…

ଟୋକିଓ,୨୫।୧୧: ଦକ୍ଷିଣ ଚାଇନା ସାଗରରୁ ଜାପାନ ସାଗର ପର୍ଯ୍ୟନ୍ତ ସାମୁଦ୍ରିକ ଅଞ୍ଚଳରେ ଆମେରିକା, ଜାପାନ, ଅଷ୍ଟ୍ରେଲିଆ, କାନାଡା, ଜର୍ମାନୀ ପକ୍ଷରୁ ମିଳିତ ଭାବେ ନୌସମରାଭ୍ୟାସ ଜାରି...

ଡେରେକ୍‌ ଚଉଭିନ୍‌ ଦୋଷୀ

ଓ୍ବାଶିଂଟନ୍‌, ୨୨ା୪: ଆମେରିକାର କୃଷ୍ଣକାୟ ଜର୍ଜ ଫ୍ଲୟଡ୍‌ଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ ମିନିଆପଲିସ୍‌ର ପୂର୍ବତନ ପୋଲିସ ଅଫିସର ଡେରେକ୍‌ ଚଉଭିନ୍‌(୪୫)ଙ୍କୁ ହେନେପିନ୍‌ କାଉଣ୍ଟି କୋର୍ଟ ମଙ୍ଗଳବାର...

୬୭ ବର୍ଷ ପରେ ଆମେରିକାରେ ଜଣେ ମହିଳାଙ୍କୁ ଦିଆଯିବ ମୃତ୍ୟୁଦଣ୍ଡ

ଓ୍ବାଶିଂଟନ୍‌,୨୦।୧୦: ୧୯୫୩ ପରେ ପ୍ରଥମଥର ପାଇଁ ଆମେରିକାରେ ଜଣେ ବ୍ୟକ୍ତିଙ୍କୁ ମୃତ୍ୟୁଦଣ୍ଡ ଦିଆଯିବା ନେଇ ଘୋଷଣା କରାଯାଇଛି। ସେ ଜଣେ ମହିଳା। ତାଙ୍କ ନାମ ଲିସା...

କରୋନାର ସତ୍ୟତା କହିବାକୁ ଯାଉଥିବା ଡାକ୍ତରଙ୍କର ସଂକ୍ରମଣରେ ହୋଇଥିଲା ମୃତ୍ୟୁ: ପତ୍ନୀ ଦେଲେ ଶେଷ ଉପହାର

ଉହାନ,୧୩।୬: ଚାଇନାରୁ ଆରମ୍ଭ ହୋଇଥିବା କରୋନା ମହାମାରୀ ଏବେ ବିଶ୍ୱର ଚିନ୍ତାକୁ ବଢାଇବାରେ ଲାଗିଛି। ଏହି ମହାମାରୀର ସତ୍ୟତାକୁ ଲୋକଲୋଚନକୁ ଆଣିବାକୁ ଚେଷ୍ଟା କରିଥିବା ଚାଇନାର...

ଉବର କ୍ୟାବ ଚଲାଉଛନ୍ତି ପୂର୍ବତନ ଅର୍ଥ ମନ୍ତ୍ରୀ

ଓ୍ବାଶିଂଟନ,୨୧।୩: ଦିନେ କାବୁଲରେ ଅର୍ଥ ମନ୍ତ୍ରୀ ଭାବେ ଆଫଗାନିସ୍ତାନର ପାର୍ଲାମେଣ୍ଟରେ ୬ ବିଲିଅନ ଡଲାର ବଜେଟ ଆଗତ କରିଥିଲେ। ମାତ୍ର ବର୍ତ୍ତମାନ ପରିବାରକୁ ଆର୍ଥିକ ସହଯୋଗ...

ଇନ୍‌ଫ୍ରା ରେଡ, ଅଲଟ୍ରା ଭାଓଲେଟ କିରଣ ଯୋଗୁ କମିବ କରୋନା ସଂକ୍ରମଣ!

ଏଥେନ୍ସ,୬ ।୪: ଦୀନ ବଡ ଓ ଗ୍ରୀଷ୍ମର ପ୍ରଭାବ ଅଧିକ ହେଲେ କରୋନା ସଂକ୍ରମଣ କମ୍ ହେବ ବୋଲି କୁହାଯାଉଛି । ବିଶେଷ କରି ଏହାଦ୍ୱାରା...

ନଭେମ୍ବର ୧୧ରେ ସୂର୍ଯ୍ୟରେ ଦେଖା ଯିବ କଳାଜାଇ

ଓ୍ବାଶିଂଟନ୍‌,୫।୧୧: ନଭେମ୍ବର ୧୧ରେ ଏକ ମହାଜାଗତିକ ଦୃଶ୍ୟ ଦେଖିବାକୁ ମିଳିବ। ଏହି ଦିନ ବୁଧ ଗ୍ରହ ସୂର୍ଯ୍ୟ ସମ୍ମୁଖରେ ନିଜ କକ୍ଷ ପଥରେ ଗତି କରିବ।...

Advertisement
Archives

Model This Week