ବଳଦାରେ ହାତୀପଲ ଉପଦ୍ରବ: ଘର ଭାଙ୍ଗିଲେ, ଚାଉଳ ଖାଇଲେ

ଯୋଡା,୨୪ା୫,(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବଳଦା ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ହାତୀପଲ ଉପଦ୍ରବ କରିଛନ୍ତି। ବିଳମ୍ବିତ ରାତିରେ ହାତୀପଲ ଗୋବର୍ଦ୍ଧନ ଦେହୁରିଙ୍କ ଘର ଭାଙ୍ଗି ଦେବା ସହ ସେ ଘରେ ରଖିଥିବା ପ୍ରାୟ ୨ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଚାଉଳ ଖାଇ ଦେଇଥିଲେ। ଏହାସହ ଘରେ ଥିବା ବିଭିନ୍ନ ଆସବାବପତ୍ର ଭାଙ୍ଗି ନଷ୍ଟ କରିଦେଇଥିବା ଗୋବର୍ଦ୍ଧନ ଅଭିଯୋଗ କରିଛନ୍ତି। ପରେ ସ୍ଥାନୀୟ ଗ୍ରାମବାସୀ ବାଣ ଫୁଟାଇ ଲାଇଟ୍‌ ଦେଖାଇ ହାତୀପଲଙ୍କୁ ଘଉ ଡାଇଥିଲେ। ଗୋବର୍ଦ୍ଧନଙ୍କୁ କ୍ଷତିପୂରଣ ଯୋଗାଇ ଦେବାକୁ ଗ୍ରାମବାସୀ ବାମେବାରୀ ବନପାଳଙ୍କୁ ଲିଖିତ ଭାବେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଠାଦୋକାନୀଙ୍କ କବ୍‌ଜାରେ ରାସ୍ତାଘାଟ : ଜରୁରିକାଳୀନ  ସେବା ବ୍ୟାହତ

ଆନନ୍ଦପୁର,୨୧।୯(ସ୍ବ.ପ୍ର.) : କେନ୍ଦୁଝର ଜିଲା ଘସିପୁରା ବ୍ଲକ ବାଲିପାଳ ବଜାରରେ ବିଭିନ୍ନ ସମୟରେ ଟ୍ରାଫିକ୍‌ ସମସ୍ୟା ଗୁରୁତର ହୋଇପଡ଼ୁଛି। ଆନନ୍ଦପୁର ଆର୍‌ଏମ୍‌ସି ଦ୍ୱାରା କରାଯାଇଥିବା ମାର୍କେଟ...

ମହୁଲ ବୋଝେଇ ଭ୍ୟାନ୍‌ ଜବତ

କେନ୍ଦୁଝର,୨୭ା୮(ସ୍ବ.ପ୍ର.): କେନ୍ଦୁଝର ସହର ଆଟୋପୁର ନିକଟରୁ ଟାଉନ ଥାନା ପୋଲିସ ଶନିବାର ରାତିରେ ଏକ ମହୁଲ ବୋଝେଇ ଭ୍ୟାନ ଜବତ କରିଛି। ଏହି ଘଟଣାରେ ଗାଡ଼ି...

୨ ଲକ୍ଷ ଦେଲେ କେନ୍ଦୁଝର ଏମ୍‌ପି

କେନ୍ଦୁଝର, ୬ା୪(ଡି.ଏନ.ଏ.): କେନ୍ଦୁଝର ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡ(ସିଏମଆରଏଫ)କୁ ନିଜ ଦରମାରୁ ଅନ୍‌ଲାଇନ ଜରିଆରେ ୨ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। କରୋନା ମୁକାବିଲା...

ରାଜପଥ ସର୍ଭିସ ରୋଡ୍‌ ଡ୍ରେନ୍‌ ସ୍ଲାବ୍‌ ଭାଙ୍ଗିଲା

କେନ୍ଦୁଝର,୨୦ା୫ (ସ୍ବ.ପ୍ର.): କେନ୍ଦୁଝର ଜାତୀୟ ରାଜପଥ ୨୦ର ବାଲିଆଗୁଡ଼ା ନିକଟରେ ସର୍ଭିସ ରୋଡ୍‌ ଡ୍ରେନ୍‌ ଉପରେ ନିର୍ମାଣ ହୋଇଥିବା ସ୍ଲାବ ଭାଙ୍ଗିଯାଇଛି। ଫଳରେ ରାସ୍ତାରେ ଯାତାୟାତ...

ବାପଛେଉଣ୍ଡ ୪ ଶିଶୁ ଅସହାୟ

ତେଲକୋଇ, ୬।୧(ଡି.ଏନ.ଏ.)-ତେଲକୋଇ ଥାନା ଅନ୍ତର୍ଗତ ସଲେଇକେନା ପଞ୍ଚାୟତର ଦାମୋଦର ଗୌଣି ମୁଣ୍ଡା ସାହିରେ ୪ଜଣ ଅନାଥ ଶିଶୁ ରହୁଛନ୍ତି। ବାପା ମରିବା ପରେ ସେମାନଙ୍କ ମା’...

ଆଧୁନିକତାର ସ୍ପର୍ଶ ଅପେକ୍ଷାରେ କାଠ କଣ୍ଢେଇ

କେନ୍ଦୁଝର, ୯।୯(ସ୍ବ.ପ୍ର.)-କାଠ କଣ୍ଢେଇ ସହ ସେ ବିତାଇଛନ୍ତି ଜୀବନର ଅନେକ ବୟସ। ବୁଝିଛନ୍ତି କାଠ କଣ୍ଢେଇ ମନର କଥା। ଆଧୁନିକତାର ରଙ୍ଗ ମାଖି ପୁରୁଣା କାଠ...

ବିଦ୍ୟାଳୟ ରାତି ଜଗୁଆଳଙ୍କୁ ଅପହରଣ ଅଭିଯୋଗ: ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

କେନ୍ଦୁଝର,୧ା୧୨(ସ୍ବ.ପ୍ର.): ପଣ୍ଡାପଡ଼ା ଥାନା ଅନ୍ତର୍ଗତ ବଡ଼କମାଣ୍ଡରା ଗ୍ରାମରେ ଜଣେ ହାଇସ୍କୁଲ ରାତି ଜଗୁଆଳଙ୍କୁ ଅପହରଣ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ତାଙ୍କୁ ଅପହରଣ କରାଯାଇଥିବା ନେଇ...

ମେଶିନରେ ଚାଲିଛି ରାସ୍ତା କାମ

ଘଟଗାଁ,୫ା୫(ଡି.ଏନ.ଏ.): କେନ୍ଦୁଝର ଜିଲା ଘଟଗାଁ ବ୍ଲକ୍‌ ବସନ୍ତପୁର ପଞ୍ଚାୟତରରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ (ମହାତ୍ମା ଗାନ୍ଧୀ ନିଶ୍ଚିତ ଗ୍ରାମୀଣ କର୍ମ ନିଯୁକ୍ତି ଯୋଜନା)ବାଟବଣା ହୋଇଛି। ଏଠାରେ ଶ୍ରମିକଙ୍କୁ ଅଣଦେଖା...

Advertisement
Archives

Model This Week