ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

ନବରଙ୍ଗପୁର,୫-୨(ବି.ପ୍ର.):ଏକ ବଳାତ୍କାର ମାମଲାର ବିଚାର କରି ନବରଙ୍ଗପୁର ସ୍ପେଶାଲ ଟ୍ରାକ କୋର୍ଟ ଜଜ୍‌ ମନୋରଞ୍ଜନ ଦାଶ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୧୦ ବର୍ଷ ସଶ୍ରମ କାରାଦଣ୍ଡ ଓ ୫ ହଜାର ଟଙ୍କା ଜରିମାନାରେ ଦଣ୍ଡିତ କରିଛନ୍ତି। ୨୦୧୮ ଅଗଷ୍ଟ ୧୬ ତାରିଖରେ ଜଣେ ଯୁବତୀ ଜମିରୁ କାମ ସାରି ଫେରୁଥିଲେ। ଏହି ସମୟରେ ତେନ୍ତୁଳିଖୁଣ୍ଟି ଥାନା ଅଧୀନ ବିରିଗୁଡା ଗାଁର ତିଳ ସୌରା ତାଙ୍କୁ ପୋଖରୀ ହୁଡାର ଏକ କୁଡିଆ ଘରକୁ ନେଇ ବଳାତ୍କାର କରିଥିଲେ। ଯୁବତୀ ଜଣକ ଏ ନେଇ ତେନ୍ତୁଳିଖୁଣ୍ଟି ଥାନାରେ ଏତଲା ଦେଇଥିଲେ। ଥାନାରେ ନଂ. ୭୫/୧୮ରେ ପୋଲିସ ମାମଲା ରୁଜୁ କରି ଅଭିଯୋଗ ଫର୍ଦ୍ଦ କୋର୍ଟରେ ଦାଖଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାବିରୋଡ ପ୍ରାଣୀ ଚିକିତ୍ସାଳୟରେ ତାଲା

କାମାକ୍ଷାନଗର,୨୪।୯(ଅମଜାଦ ଖାନ୍‌): ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ମହାବିରୋଡରେ ଥିବା ପ୍ରାଣୀ ଚିକିତ୍ସାଳୟ ଦୀର୍ଘଦିନ ହେବ ଜରାଜୀର୍ଣ୍ଣ ହୋଇପଡ଼ିଛି। ଫଳରେ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ...

ହାଇକୋର୍ଟ ମୁଖ୍ୟ ବିଚାରପତି ପାଇଁ ଜଷ୍ଟିସ୍‌ ମହମ୍ମଦ ରଫିକ୍‌ଙ୍କ ନାମ ସୁପାରିଶ

କଟକ ଅଫିସ,୧୯।୪- ମେଘାଳୟ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହୋଇପାରନ୍ତି। ତାଙ୍କ ନାମକୁ ସୁପ୍ରିମକୋର୍ଟ କଲେଜିୟମ...

ତାମିଲନାଡୁରୁ ବସ୍‌ରେ ଆସୁଥିଲେ ୩୦ ପ୍ରବାସୀ: ଓଏମ୍‌ପି ଛକରେ ଓହ୍ଲାଇପଡ଼ିଲେ

କଟକ ଅଫିସ,୧୧ା୫: ତାମିଲନାଡୁର କାଞ୍ଚିପୁରାମରୁ ୩୦ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ଏକ ବସ୍‌ କଟକ ଦେଇ ଯାଉଥିଲା। ସୋମବାର ସକାଳେ ବସ୍‌ରୁ ୧୫ଜଣ ଯାତ୍ରୀ କଟକସ୍ଥିତ...

ବଳାତ୍କାର ମାମଲା: ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧୩ା୨: ବ୍ରହ୍ମପୁରର ସ୍ବତନ୍ତ୍ର ପୋକ୍‌ସୋ ଜଜ୍‌ ସୋମବାର ଏକ ବଳାତ୍କାର ମାମଲାର ଶୁଣାଣି କରିଥିଲେ। ପ୍ରମାଣ ଅଭାବରୁ ସେ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି।...

ବ୍ୟାଙ୍କରେ ଗଣ୍ଡଗୋଳ ନେଇ ଥାନାରେ ମାମଲା

ବାହାନଗା, ୨୪ା୪(ଡି.ଏନ.ଏ.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଲକ୍‌ଡାଉନ୍‌ କରି ଲୋକମାନଙ୍କୁ ଘରେ ରହିବା ପାଇଁ ନିବେଦନ କରୁଛନ୍ତି। ତେବେ...

ସୂର୍ଯ୍ୟମନ୍ଦିର ବନ୍ଦ, ନିରାଶରେ ଫେରିଲେ ପର୍ଯ୍ୟଟକ

କୋଣାର୍କ,୧୭।୪(ଡି.ଏନ.ଏ): ମହାମାରୀ କରୋନାର ଦ୍ୱିତୀୟ ଲହର ରାଜ୍ୟରେ କାୟା ବିସ୍ତାର କରିିଚାଲିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ମେ ୧୫ ତାରିଖ ପର୍ଯ୍ୟନ୍ତ କୋଣାର୍କ ସୂର୍ଯ୍ୟମନ୍ଦିର...

କୁନି ହାତରେ ପରିବା ବଗିଚା

ଭଦ୍ରକ ଅଫିସ, ୯ା୮-ମହାମାରୀ କରୋନା ପ୍ରଭାବରେ ଏବେ ସାରା ବିଶ୍ୱ କବଳିତ। ଲକ୍‌ଡାଉନ ଓ ଶଟ୍‌ଡାଉନ ପ୍ରଭାବରେ ସହରଠୁ ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ସବୁଠି ଉଜୁଡିଯାଇଛି ଜୀବନଜୀବିକା।...

ବସୁଛି ବୈଠକ, ହେଉନି ସମାଧାନ: ହଳଦିଆପଦର ବସ୍‌ଷ୍ଟାଣ୍ଡ କାର୍ଯ୍ୟକ୍ଷମ ପ୍ରସଙ୍ଗ ବିଧାୟକ, ଏମ୍‌ପି – ବସ୍‌ମାଲିକ ସଂଘ ଆଲୋଚନା

ବ୍ରହ୍ମପୁର ଅଫିସ,୧୫ା୮-ବ୍ରହ୍ମପୁର ଉପକଣ୍ଠ ହଳଦିଆପଦରରେ ନିର୍ମିତ ନୂତନ ବସ୍‌ ଟର୍ମିନାଲ ଉଦ୍‌ଘାଟନକୁ ୩ ବର୍ଷରୁ ଊର୍ଦ୍ଧ୍ୱ ସମୟ ବିତିଛି ା ତଥାପି ଟର୍ମିନାଲରୁ ବସ୍‌ ଚଳାଚଳ...

Advertisement
Archives

Model This Week