ବଳାତ୍କାରୀଙ୍କୁ ୭ ବର୍ଷ ଦଣ୍ଡାଦେଶ

ତାଳଚେର,୧୮ା୪(ନି.ପ୍ର)- ଏକ ବଳାତ୍କାର ମାମଲାର ବିଚାର କରି ତାଳଚେର ଅତିରିକ୍ତ ଜିଲା ଦୌରାଜଜ୍‌ ଅମୃତ ରଞ୍ଜନ ନନ୍ଦ ମଙ୍ଗଳବାର ଖମାର ଉପଖଣ୍ଡ ବଡ଼ଗୁଣ୍ଡୁ ଗ୍ରାମର ସାଲୁକା ବାଇପେଇଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୭ ବର୍ଷ ସଶ୍ରମ କାରାଦଣ୍ଡା ଦେଶ ଶୁଣାଇଛନ୍ତି। ଏଥିସହ ୧୫୦୦୦ ଟଙ୍କା ଜରିମାନା ଏବଂ ଅନାଦେୟ ୬ ମାସ ଅଧିକ ଜେଲ ଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି।
ମାମଲା ବିବରଣୀରୁ ପ୍ରକାଶ, ୧୭।୩।୨୦୧୬ରେ ସାଲୁକାଙ୍କ ନାମରେ ଏକ ବଳାତ୍କାର ଅଭିଯୋଗ ହୋଇଥିଲା। ଏ ନେଇ ଖମାର ଥାନାରେ କେସ ନଂ. ୨୦/୧୬ରେ ମାମଲା ରୁଜୁ ହୋଇଥିଲା। ସରକାରଙ୍କ ତରଫରୁ ଏହି ମାମଲାକୁ ନିର୍ମଳ କୁମାର ତ୍ରିପାଠୀ, ନରେଶଚନ୍ଦ୍ର ନାଏକ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳୀ ନଦୀରୁ ଆନ୍ଧ୍ରକୁ ବାଲି ଚାଲାଣକୁ ବିରୋଧ

ରାୟଗଡ଼ା ଅଫିସ,୧୧।୫-ରାୟଗଡ଼ା ଜିଲା କେରେଡ଼ାରୁ ପ୍ରତିଦିନ ବେଆଇନ ଭାବେ ପଡୋଶୀ ରାଜ୍ୟ ଆନ୍ଧ୍ର ପ୍ରଦେଶକୁ ବାଲି ଚାଲାଣ କରାଯାଉଛି। ଏ ନେଇ ସୋମବାର କେରେଡ଼ା ଗ୍ରାମ...

ଆବାସ ଯୋଜନା ବାଟ୍‌ବନା: ଦଦ୍‌ରା କୁରିଆରେ ୪ ପରାନୀ କୁଟୁମ୍‌

ଲାଠୋର, ୨୪।୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ହଲନଭଟା ପଁଚେତ୍‌ ଅଧୀନ ଖର୍ଲି ଗଁାର ଟୁନକୁ ଭଇଁଷାଲ। କୁଟୁମ ବସିଆ ସେ ଗୁଟେ ଭଂଗା...

ଫାଇଲରେ ସୀମିତ ସିସିଟିଭି ସର୍ଭିଲାନ୍ସ ଯୋଜନା

ଭଦ୍ରକ ଅଫିସ, ୯।୯- ଭଦ୍ରକ ସହରରେ ଲୁଟ୍‌, ରାହାଜାନି, ଡକାୟତି, ଚୋରି ଘଟଣା ବୃଦ୍ଧି ପାଉଛି। ଜଣେ ମଧ୍ୟ ଅପରାଧୀ ପୋଲିସ ଦ୍ୱାରା କାବୁ ହେବାର...

ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ମିଳିବନି ନବମ, ଦଶମ ବହି

ଜୟପୁର, ୧୬ା୫ (ଡି.ଏନ୍‌.ଏ.)- କୋରାପୁଟ ଜିଲା ଜୟପୁରସ୍ଥିତ ରାଜ୍ୟ ମାଧ୍ୟମିକ ଶିକ୍ଷା ପରିଷଦର ଆଞ୍ଚଳିକ କାର୍ଯ୍ୟାଳୟରେ ଚଳିତବର୍ଷ ନବମ ଏବଂ ଦଶମ ଶ୍ରେଣୀର ବହି ମିଳିବନି।...

ଦୁର୍ଦ୍ଦିନରେ ରଙ୍ଗତୁଳୀ କାରିଗର, ସହାୟତା ପାଇଁ ପ୍ରଶାସନର ଦ୍ୱାରସ୍ଥ

ବେଲପଡା, ୨୩ା୪(ଡି.ଏନ.ଏ.)-କରୋନା ଲକ୍‌ଡାଉନ ଯୋଗୁଁ ବଲାଙ୍ଗୀର ଜିଲା ବେଲପଡା ବ୍ଲକ ଅଞ୍ଚଳର ରଙ୍ଗତୁଳୀ କାରୀଗର ଓ ଏଥିରେ ନିୟୋଜିତ ଶ୍ରମିକ ଦୁର୍ଦ୍ଦିନରେ ଦିନ କାଟୁଛନ୍ତି। ବେଲପଡା...

ଅଜନା ରୋଗ୍‌ରେ ଦିବ୍ୟାଙ୍ଗ ପାଲଟିଛନ୍‌ ଭାଇବହେନ୍‌

  କୋମନା, ୧୪।୩ (ଡି.ଏନ୍‌.ଏ.)- ରାଏଜ୍‌ ସରକାର ଅସାହା, ଗରିବ ଦୁଖି, ଭିନ୍ନକ୍ଷମମାନକୁ ଭିନେ ଭିନେ ଯୋଜନାରେ ସୁବିଧା ସୁଯୋଗ ଯୁଗେଇ ଦେଉଛନ୍‌। ହେଲେ ସରକାରୀ...

ଦେବଗଡ଼ ବିଧାନସଭା: ଭାଜପା ଆଗୁଆ

ଦେବଗଡ଼,୨୩।୫: ଦେବଗଡ଼ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ଆଗରେ ରହିଛନ୍ତି। ତୃତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଭାଜପା ପ୍ରାର୍ଥୀ ୭୩୯୭ ଭୋଟ ପାଇଥିବା ବେଳେ...

କୋହଳ ପରେ ଗହଳି

ଅନୁଗୋଳ ଅଫିସ, ୫।୫ ଅନୁଗୋଳ ଜିଲା ଗ୍ରୀନ୍‌ ଜୋନ୍‌ରେ ଥିବାରୁ ଜିଲା ପ୍ରଶାସନ ପକ୍ଷରୁ ଲକ୍‌ଡାଉନ ନିୟମ କୋହଳ କରାଯାଇଛି। ଫଳରେ ସୋମବାରଠାରୁ ଅନେକ ବ୍ୟବସାୟିକ...

Coronavirus Update


Archives

Model This Week

Why Dharitri