ବଳାତ୍କାରୀଙ୍କୁ ୭ ବର୍ଷ ଦଣ୍ଡାଦେଶ

ତାଳଚେର,୧୮ା୪(ନି.ପ୍ର)- ଏକ ବଳାତ୍କାର ମାମଲାର ବିଚାର କରି ତାଳଚେର ଅତିରିକ୍ତ ଜିଲା ଦୌରାଜଜ୍‌ ଅମୃତ ରଞ୍ଜନ ନନ୍ଦ ମଙ୍ଗଳବାର ଖମାର ଉପଖଣ୍ଡ ବଡ଼ଗୁଣ୍ଡୁ ଗ୍ରାମର ସାଲୁକା ବାଇପେଇଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୭ ବର୍ଷ ସଶ୍ରମ କାରାଦଣ୍ଡା ଦେଶ ଶୁଣାଇଛନ୍ତି। ଏଥିସହ ୧୫୦୦୦ ଟଙ୍କା ଜରିମାନା ଏବଂ ଅନାଦେୟ ୬ ମାସ ଅଧିକ ଜେଲ ଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି।
ମାମଲା ବିବରଣୀରୁ ପ୍ରକାଶ, ୧୭।୩।୨୦୧୬ରେ ସାଲୁକାଙ୍କ ନାମରେ ଏକ ବଳାତ୍କାର ଅଭିଯୋଗ ହୋଇଥିଲା। ଏ ନେଇ ଖମାର ଥାନାରେ କେସ ନଂ. ୨୦/୧୬ରେ ମାମଲା ରୁଜୁ ହୋଇଥିଲା। ସରକାରଙ୍କ ତରଫରୁ ଏହି ମାମଲାକୁ ନିର୍ମଳ କୁମାର ତ୍ରିପାଠୀ, ନରେଶଚନ୍ଦ୍ର ନାଏକ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଛରୁ ଧକ୍କାଦେଲା ଟ୍ରକ, ଚାଲିଗଲା ମା’ ପୁଅଙ୍କ ଜୀବନ

ଯୋଡ଼ା,୪ା୬(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ ନିର୍ମାଣାଧୀନ ୫୨୦ ନଂ. ଜାତୀୟ ରାଜପଥର କଣ୍ଡରାଠାରେ ଗୁରୁବାର ଟ୍ରକ ଧକ୍କାରେ ମା’ ଓ...

ଦୁର୍ଘଟଣାରେ କଲେଜ ଛାତ୍ର ମୃତ

କେନ୍ଦୁଝର, ୨୪।୧୦(ସ୍ବ.ପ୍ର.): ଟାଉନ ଥାନା ଠାକୁରପାଟଣା ଅଚିନ୍ତା ମଠ ନିକଟ ୨୦ ନମ୍ବର ଜାତୀୟ ରାଜପଥରେ ଭାରସାମ୍ୟ ହରାଇ ବାଇକ୍‌ରୁ ତଳେ ପଡ଼ି ଜଣେ କଲେଜ...

ଅବହେଳା ନେଲା ଗର୍ଭବତୀଙ୍କ ଜୀବନ: ପ୍ରତିବାଦରେ ଧାରଣା

ପାରଳାଖେମୁଣ୍ଡ/କାଶୀନଗର,୨୧।୧୧(ଡି.ଏନ୍‌.ଏ.): ଗଜପତି ଜିଲା କାଶୀନଗର ବ୍ଲକ ଅଧୀନ କରଟାମ ଗ୍ରାମର ଜଣେ ଗର୍ଭବତୀ ମାଳତୀ କୁମାର ପଟ୍ଟନାୟକ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ମୃତ୍ୟୁ ଘଟିଥିଲା।...

ରାଜ୍ୟପାଳ ପୁରସ୍କାରପ୍ରାପ୍ତ ଶିକ୍ଷକ ଗଣେଶ୍ୱର ମହାନ୍ତିଙ୍କ ପରଲୋକ

ବଲାଙ୍ଗୀର ଅଫିସ,୨୬ା୧୧: ବଲାଙ୍ଗୀରର ରାଜ୍ୟପାଳ ପୁରସ୍କାରପ୍ରାପ୍ତ ଆଦର୍ଶ ଶିକ୍ଷକ ଗଣେଶ୍ୱର ମହାନ୍ତି (୯୪)ଙ୍କ ଶନିବାର ପରଲୋକ ହୋଇଛି। ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ବଲାଙ୍ଗୀର ଭୀମଭୋଇ...

ବରୀ ବ୍ଲକରେ କରୋନା ପଜିଟିଭ୍‌ ଚିହ୍ନଟ ପରେ ପ୍ରଶାସନର ତତ୍ପରତା: ବିଭିନ୍ନ ଛକକୁ କରାଯାଉଛି ସାନିଟାଇଜେଶନ୍‌

ରତ୍ନଗିରି,୨।୫(ଡି.ଏନ୍‌.ଏ.): ଶନିବାର ଯାଜପୁର ଜିଲାରେ ୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ବରୀ ବ୍ଲକ ଅଞ୍ଚଳର ୩ ଜଣ ରହିଛନ୍ତି। ଏହା ଜଣାପଡ଼ିବା...

ତଦନ୍ତ ପାଇଁ ପହଞ୍ଚିଲା ମେଡିକାଲ ଟିମ୍‌

ଅମରପାଲି,୩ା୯(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତର ସୁରଧାପାଲି (ହୋତାପାଲି )ଗ୍ରାମରେ ସପ୍ତାହକ ମଧ୍ୟରେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ଦୁଇ ଜଣ...

ସିଙ୍ଗାରି ଘାଟିରେ ଓଲଟିଲା ପିକ୍‌ଅପ୍‌ ଭ୍ୟାନ: ୨ ମୃତ, ୯ ଗୁରୁତର

ଭବାନୀପାଟଣା,୧୭।୫(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ସିଙ୍ଗାରିଘାଟିରେ ମଙ୍ଗଳବାର ଏକ ପିକ୍‌ଅପ୍‌ ଭ୍ୟାନ ଓଲଟି ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ...

ଅହରହ ଗର୍ଜୁଛି ବେଆଇନ ବ୍ଲାଷ୍ଟିଂ

ଖୋର୍ଦ୍ଧା ଅଫିସ,୧୪।୩: ଖୋର୍ଦ୍ଧା ଜିଲାରେ ବଢି ଚାଲିଛି ବେଆଇନ ଖଣି ମାଫିଆଙ୍କ ଉତ୍ପାତ। ପାହାଡରେ ଅହରହ ଗର୍ଜୁଛି ବେଆଇନ ବ୍ଲାଷ୍ଟିଂ। ଧ୍ୱଂସ ପାଉଛି ପାହାଡ। ଏଥିଯୋଗୁ...

Advertisement
Archives

Model This Week