ବଳାତ୍କାରୀଙ୍କୁ ୭ ବର୍ଷ ଦଣ୍ଡାଦେଶ

ତାଳଚେର,୧୮ା୩(ନି.ପ୍ର): ଏକ ବଳାତ୍କାର ମାମଲାର ବିଚାର କରି ତାଳଚେର ଅତିରିକ୍ତ ଜିଲା ଦୌରାଜଜ୍‌ ଅମୃତ ରଞ୍ଜନ ନନ୍ଦ ମଙ୍ଗଳବାର ଖମାର ଉପଖଣ୍ଡ ବଡ଼ଗୁଣ୍ଡୁ ଗ୍ରାମର ସାଲୁକା ବାଇପେଇଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୭ ବର୍ଷ ସଶ୍ରମ କାରାଦଣ୍ଡା ଦେଶ ଶୁଣାଇଛନ୍ତି। ଏଥିସହ ୧୫୦୦୦ ଟଙ୍କା ଜରିମାନା ଏବଂ ଅନାଦେୟ ୬ ମାସ ଅଧିକ ଜେଲ ଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି।
ମାମଲା ବିବରଣୀରୁ ପ୍ରକାଶ, ୧୭।୩।୨୦୧୬ରେ ସାଲୁକାଙ୍କ ନାମରେ ଏକ ବଳାତ୍କାର ଅଭିଯୋଗ ହୋଇଥିଲା। ଏ ନେଇ ଖମାର ଥାନାରେ କେସ ନଂ. ୨୦/୧୬ରେ ମାମଲା ରୁଜୁ ହୋଇଥିଲା। ସରକାରଙ୍କ ତରଫରୁ ଏହି ମାମଲାକୁ ନିର୍ମଳ କୁମାର ତ୍ରିପାଠୀ, ନରେଶଚନ୍ଦ୍ର ନାଏକ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ଝାଡ଼ାବାନ୍ତି, ପୁଣି ଜଣେ ମୃତ: ପ୍ରଶାସନର ଚେତା ପଶୁନି

ସଜନାଗଡ଼, ୨୯।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ତଥା ଆଖପାଖ ଅଞ୍ଚଳରେ ଝାଡାବାନ୍ତି ଥମିବାର ନଁା ନେଉନି। ଗତ ୪ତାରିଖରୁ ୫୦ରୁ ଊର୍ଦ୍ଧ୍ୱ ପୁରୁଷ ଓ ମହିଳା ଝାଡ଼ାବାନ୍ତିରେ...

ଭୁଶୁଡିଲା ବିଜୁ ସେତୁ: ଜଣେ ମୃତ ୩ଗୁରୁତର

ନବରଙ୍ଗପୁର/ଉମରକୋଟ,୧୦ା୧: ନବରଙ୍ଗପୁର ଜିଲା ବଡକୁମାରୀ ପଞ୍ଚାୟତ ଅଧୀନ ତାଲାପଦର ନାଗୀନଦୀ ଉପରେ ବିଜୁ ସେତୁ ଯୋଜନାରେ ତିଆରି ଚାଲିଥିବା ପୋଲ ଭୁଶୁଡି ପଡ଼ିବାରୁ ଜଣଙ୍କର ମୃତ୍ୟୁ...

ଜାତୀୟ ନେତା ମୁହଁ ଖୋଲିଲେଣି,ଏଠି ଚୁପ୍‌

ଭୁବନେଶ୍ବର(ବ୍ୟୁରୋ)/ରାୟଗଡ଼ା(ସ୍ବ.ପ୍ର.),୩୦ା୧୨:ଓଡ଼ିଶା ବୁଲିବାକୁ ଆସିଥିବା ରୁଷୀୟ ନାଗରିକ ଆଣ୍ଟୋଭ ପାଭେଲ(୬୫) ଏବଂ ତାଙ୍କ ବନ୍ଧୁ ଭ୍ଲାଡିମିର୍‌ ବିଦାନୋଭ(୬୧)ଙ୍କ ରାୟଗଡ଼ାଠାରେ ଘଟିଥିବା ରହସ୍ୟଜନକ ମୃତ୍ୟୁ ଘଟଣାକୁ ନେଇ ଜାତୀୟ...

ଅପରାହ୍ନ ୪ଟାରେ ବାନା ବନ୍ଧା

ପୁରୀ ଅଫିସ,୧୧।୧୦: ଋତୁ ଚକ୍ରର ପରିବର୍ତ୍ତନରେ ଏବେ ଶୀତ ଋତୁର ଆଗମନ ହେବ। ସାଧାରଣତଃ କାର୍ତ୍ତିକ ମାସରୁ ଶୀତଋତୁ ଆରମ୍ଭ ହୋଇଥାଏ। କୁମାର ପୂର୍ଣ୍ଣିମା ଡାଲାରେ...

ଡକାୟତି ଉଦ୍ୟମ ପଣ୍ଡ, ୩ ଅଣଓଡିଆ ଯୁବକ ଗିରଫ

ସୋନପୁର,୨୭।୮(ନି.ପ୍ର.): ଡକାୟତି ଉଦ୍ୟମ କରୁଥିବା ଏକ ଗ୍ୟାଙ୍ଗକୁ ଧରିଛି ସୋନପୁର ଟାଉନ ପୋଲିସ। ଏହି ଡକାୟତ ଗ୍ୟାଙ୍ଗର ୩ ଜଣ ଧରା ପଡିଥିବା ବେଳେ ଅନ୍ୟ...

କପା ଫସଲର ଅମଳ ପରବର୍ତ୍ତୀ ଯତ୍ନ ଉପରେ ତାଲିମ

କେସିଙ୍ଗା,୨୭।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା ଗ୍ରାମପଞ୍ଚାୟତ ସଉରାପଦର କାଜୁ ପଡିଆଠାରେ ଭବାନୀପାଟଣା କପା ବିଶେଷଜ୍ଞଙ୍କ ଆନୁକୂଲ୍ୟରେ ଦିନିକିଆ ସମନ୍ବିତ କପା ଉତ୍ପାଦନ ତାଲିମ ଶିବିର...

ଖୋର୍ଦ୍ଧା ଲଜ୍‌ରୁ ବ୍ରହ୍ମପୁର ଛାତ୍ରଙ୍କ ମୃତଦେହ ଜବତ

ଖୋର୍ଦ୍ଧା ଅଫିସ,୫।୨: ଭୁବନେଶ୍ୱରସ୍ଥିତ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ମନରୁ ନ ଲିଭୁଣୁ ଗୁରୁବାର ଖୋର୍ଦ୍ଧାର ଏକ ଲଜରୁ...

ଟ୍ରକ ସହ ବାଇକ ଧକ୍କା, ଆରୋହୀ ଗୁରୁତର

ଯାଜପୁର ରୋଡ/କୋରେଇ,୧୦ା୯(ନି.ପ୍ର/ଡି.ଏନ୍‌.ଏ.)- ପାଣିକୋଇଲି ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଶର୍ମା ପେଟ୍ରୋଲ ପମ୍ପ ଡାଇଭରଶନ ନିକଟରେ ଏକ ବାଇକକୁ ଟ୍ରକ୍‌ ଧକ୍କା ଦେଇଛି।...

Advertisement
Archives

Model This Week