Posted inଜାତୀୟ

ବଳାତ୍କାର ଅଭିଯୁକ୍ତଙ୍କୁ ୧୭ ଦିନରେ ଜେଲ

ଜୟପୁର, ୧୯।୧୨(ପି.ଟି.): ରାଜସ୍ଥାନର ଚୁରୁ ଜିଲାରେ ଜଣେ ଶିଶୁଙ୍କୁ ବଳାତ୍କାର କରାଯିବା ଘଟଣାରେ ପୋକ୍ସୋ କୋର୍ଟ ମାତ୍ର ୧୭ ଦିନରେ ଅଭିଯୁକ୍ତ ଦୟାରାମ ମେଘଓ୍ବାଲ୍‌ଙ୍କୁ ଆଜୀବନ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ଗତ ନଭେମ୍ବର ୩୦ରେ ମେଘଓ୍ବାଲ୍‌ ବଳାତ୍କାର କରିବା ପରେ ଗିରଫ ହୋଇଥିଲେ। ତଦନ୍ତ ପରେ ଡିସେମ୍ବର ୭ରେ ପୋଲିସ ଏନେଇ ଚାର୍ଜଶିଟ୍‌ ଦାଖଲ କରିଥିଲା। ଦୈନନ୍ଦିନ ଶୁଣାଣି ପରେ ମଙ୍ଗଳବାର କୋର୍ଟ ମାମଲାର ରାୟ ଶୁଣାଇ ପୋକ୍ସୋ ଆଇନ ବଳରେ ଅଭିଯୁକ୍ତଙ୍କୁ ଆଜୀବନ ଜେଲ୍‌ ଦଣ୍ଡାଦେଶ ଦେଇଛନ୍ତି। ପୀଡ଼ିତାଙ୍କ ବୟାନ୍‌ ଓ ତଦନ୍ତର ତଥ୍ୟ ଯୋଗୁ ମାମଲାର ଶୀଘ୍ର ଶୁଣାଣି ସମ୍ଭବ ହୋଇଥିବା ଚୁରୁ ଏସ୍‌ପି ତେଜସ୍ବିନୀ ଗୌତମ ବୁଧବାର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଜୁଡ଼ା କ୍ଷେତକୁ ସଜଡ଼ା ଯୋଜନା: ଟିଭି ତର୍କ-ବିତର୍କରେ ମାସେ ଯାଏଁ ଯୋଗ ଦେବେନି କଂଗ୍ରେସ ପ୍ରବକ୍ତା

ନୂଆଦିଲ୍ଲୀ,୩୦।୫: ଲୋକ ସଭା ନିର୍ବାଚନରେ ବିପର୍ଯ୍ୟୟ ପରେ କଂଗ୍ରେସ ପକ୍ଷରୁ ଏହାର ପ୍ରବକ୍ତାଙ୍କ ଉଦ୍ଦେଶ୍ୟରେ ଜାରି ହୋଇଛି ନୂଆ ନିର୍ଦ୍ଦେଶ। ଏକ ମାସ ପର୍ଯ୍ୟନ୍ତ ସମସ୍ତ...

ଆଇଆଇଟି ବମ୍ବେର ନୂଆ ରେକର୍ଡ ଛାତ୍ରୀଛାତ୍ରଙ୍କୁ ବାର୍ଷିକ ୩.୭କୋଟିର ଚାକିରି ସୁଯୋଗ

ମୁମ୍ବାଇ,୧୮।୯: ଛାତ୍ରୀଛାତ୍ରଙ୍କୁ ଉତ୍ତମ କ୍ୟାରିୟର ସହ ବିଦେଶରେ ଭଲ ଦରମାରେ ଚାକିରି ଯୋଗାଇ ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲଜି (ଆଇଆଇଟି) ବମ୍ବେ ରେକର୍ଡ ସୃଷ୍ଟି କରିଛି।...

ମୁଁ ମୁଖ୍ୟମନ୍ତ୍ରୀ ପଦ ଛାଡିବାକୁ ଚାହୁଁଛି: ଅଶୋକ ଗେହଲଟ…

ଜୟପୁର,୮।୮ : ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ କହିଛନ୍ତି ସେ ମୁଖ୍ୟମନ୍ତ୍ରୀ ପଦ ଛାଡିବାକୁ ଚାହୁଁଛନ୍ତି। ମୁଁ ଅନେକ ଥର ଭାବୁଛି କିନ୍ତୁ ରାଜ୍ୟ ମୁଖ୍ୟମନ୍ତ୍ରୀ...

ତାମିଲ ଅଭିନେତ୍ରୀ ଜେସିକାଙ୍କ ଆତ୍ମହତ୍ୟା

ଚେନ୍ନାଇ,୨୧ା୯: ତାମିଲ ଅଭିନେତ୍ରୀ ପୌଲିନ୍‌ ଜେସିକାଙ୍କ ମୃତଦେହ ଚେନ୍ନାଇର ବିରୁଗାମ୍ବାକମ୍‌ ମଲ୍ଲିକା ଆଭେନ୍ୟୁ ଫ୍ଲାଟ୍‌ରୁ ରବିବାର ମିଳିଛି। ସେଠାରୁ ଏକ ସୁଇସାଇଡ୍‌ ନୋଟ୍‌ ମଧ୍ୟ ଜବତ...

ଇନ୍ଦୋରରେ ଛାତ ଭୁଶୁଡିବା ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ

ଇନ୍ଦୋର,୩୦।୩: ମଧ୍ୟପ୍ରଦେଶର ଇନ୍ଦୋରରେ ପବିତ୍ର ରାମ ନବମୀରେ ଶ୍ରୀ ବେଲେଶ୍ୱର ମହାଦେବ ଜୁଲେଲାଲ ମନ୍ଦିରରେ ଥିବା କୂଅ ଛାତ ଭୁଶୁଡିବା ଘଟଣାରେ ମୃତକଙ୍କ ସଂଖ୍ୟା ୧୩କୁ...

ମ୍ୟାନ ଭର୍ସେସ ଓ୍ବାଇଲ୍ଡର ଶୁଟିଂ କରି ଅଡୁଆରେ ଫସିଲେ ରଜନୀକାନ୍ତ

ନୂଆଦିଲ୍ଲୀ,୩୦।୧: ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତ ନିକଟରେ ବିୟର ଗ୍ରୀଲ୍ସଙ୍କ ସହ ଡିସକଭରି ଚ୍ୟାନେଲ ପାଇଁ ମ୍ୟାନ ଭର୍ସେସ ଓ୍ବାଇଲ୍ଡ(Man Vs Wild)ର ଶୁଟିଂ କରିଛନ୍ତି। ଏହାପରେ...

ବାଚସ୍ପତିଙ୍କ କ୍ଷମତାର ସମୀକ୍ଷା ହେଉ

ନୂଆଦିଲ୍ଲୀ,୨୨ା୧(ଆଇଏଏନ୍‌ଏସ୍‌):ବିଧାନସଭା ଓ ଲୋକ ସଭାର ବାଚସ୍ପତି ବି କୌଣସି ଏକ ଦଳରୁ ଆସିଥାନ୍ତି। ତେଣୁ ଦଳବଦଳ ଆଇନାନୁସାରେ ସେ ଗୃହର କୌଣସି ସଦସ୍ୟଙ୍କୁ ଅଯୋଗ୍ୟ ଘୋଷଣା...

ମଣିପୁର ହିଂସାକାଣ୍ଡକୁ ନେଇ ଦୁଃଖ ପ୍ରକାଶ କଲେ ଅବସରପ୍ରାପ୍ତ ଲେଫ୍ଟନାଣ୍ଟ ଜେନରାଲ, କହିଲେ କେତେବେଳେ ବି ମୃତ୍ୟୁ…

ଇମ୍ଫାଲ,୧୭।୬: ଦୀର୍ଘ ୪୦ଦିନ ଧରି ଜଳୁଛି ମଣିପୁର। ଦୁଇ ସମ୍ପ୍ରଦାୟ ମଧ୍ୟରେ ଜାତିଗତ ହିଂସା ଏବେ ଭୟଙ୍କର ରୂପ ନେଇଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ...

Advertisement
Archives

Model This Week