ବଳାତ୍କାର ଅଭିଯୋଗରେ ଯୁବକ ଗିରଫ

ଭଟ୍‌ଲି: ୨୪।୬(ଡି.ଏନ୍‌.ଏ.): ବରଗଡ଼ ଜିଲା ଭଟ୍‌ଲି ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ରବିବାର ରାତିରେ ଥାନାରେ ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ଉକ୍ତ ଥାନା ଅଞ୍ଚଳର ମନୋଜ ସାହୁ।
ପ୍ରକାଶ ଯେ, ମନୋଜ ବିଭିନ୍ନ ପ୍ରକାର କଥାକହି ଯୁବତୀଙ୍କୁ ଭିନ୍ନ ଭିନ୍ନ ସମୟରେ ବଲାଙ୍ଗୀର, ଅତାବିରା ସମେତ ବିଭିନ୍ନ ସ୍ଥାନରେ ରଖି ବଳାତ୍କାର କରୁଥିଲେ। ତେବେ କିଛିଦିନ ଏପରି ରଖିବା ପରେ ମନୋଜ ରବିବାର ରାତିରେ ଯୁବତୀଙ୍କୁ ବରଗଡ଼ସ୍ଥିତ ଭଟଲି ଛକରେ ଛାଡ଼ି ପଳାଇଥିଲେ। ଯୁବତୀ ଭଟ୍‌ଲି ଥାନାରେ ପହଞ୍ଚି ଘଟଣା ସମ୍ପର୍କରେ ଜଣାଇବା ସହିତ ଏତଲା ଦେଇଥିଲେ। ଏ ନେଇ ପୋଲିସ ଥାନାରେ ଏକ ମାମଲା ରୁଜୁ କରିବା ସହ ଉଭୟଙ୍କ ଡାକ୍ତରୀମାଇନା କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉନ୍ନୟନ କାର୍ଯ୍ୟ ଜାରି ରହିବ: ଟୁକୁନୀ

ଗୁଡ଼ଭେଲା, ୬ା୬(ଡ଼ି.ଏନ.ଏ.): ରାଜ୍ୟ ମହିଳା, ଶିଶୁ ବିକାଶ ଓ ମିଶନ ଶକ୍ତିମନ୍ତ୍ରୀ ଟୁକୁନୀ ସାହୁଙ୍କୁ ବଲାଙ୍ଗୀର ଜିଲା ତୁଷୁରା ସହରବାସୀଙ୍କ ପକ୍ଷରୁ ଗୁରୁବାର ବିପୁଳ ସମ୍ବର୍ଦ୍ଧନା...

ସାହାଯ୍ୟ ମାଗିଲେ ଗୁପ୍‌ଚୁପ୍‌, ଆଖୁରସ ବ୍ୟବସାୟୀ

ସମ୍ବଲପୁର,୧୦।୪(ବ୍ୟୁରୋ) ବର୍ତ୍ତମାନ କରୋନା କଟକଣା ଓ ଲକ୍‌ ଡାଉନ ଯୋଗୁ ସମ୍ବଲପୁରରେ ଗୁପ୍‌ଚୁପ୍‌ ଓ ଆଖୁ ରସ ବିକ୍ରି ବନ୍ଦ ରହିଛି। ଏହାଦ୍ୱାରା ଆଖୁରସ ଓ...

ଜିଲାପାଳ ଅଫିସ ଆଗରେ ସ୍ବାମୀ-ସ୍ତ୍ରୀଙ୍କ ମାରପିଟ

ସମ୍ବଲପୁର,୯ା୪(ବ୍ୟୁରୋ): ଆପୋସ ସମାଧାନ ସତ୍ତ୍ୱେ ସମ୍ବଲପୁର ଜିଲାରେ ଏକ ପାରିବାରିକ ଗଣ୍ଡଗୋଳ ଶେଷରେ ପଦାକୁ ଆସିଛି। ଜିଲାପାଳଙ୍କ ଅଫିସ ସମ୍ମୁଖରେ ଶୁକ୍ରବାର ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ...

ମହାଳୟାରେ ପୂଜକ ପିନ୍ଧିବେ ଧଳାବସ୍ତ୍ର

ସମ୍ବଲପୁର,୨୪ା୯(ବ୍ୟୁରୋ): ମହାଳୟା ତିଥିରେ ମା’ ସମଲେଶ୍ୱରୀ ଧବଳମୁଖୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି। ଏହି ଦିନ ମନ୍ଦିରର ପୂଜକମାନେ ମଧ୍ୟ ଶ୍ୱେତ ବସ୍ତ୍ର ପରିଧାନ କରିବେ।...

ମା’ସମଲେଇଙ୍କୁ ଲାଗିହେଲା ନବାନ୍ନ

ସମ୍ବଲପୁର,୨ା୯(ବ୍ୟୁରୋ):ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଧାର୍ଯ୍ୟ ଲଗ୍ନ ଅନୁସାରେ ଗୁରୁବାର ବେଶ୍‌ ଉତ୍ସାହର ସହ ପାଳିତ ହୋଇଯାଇଛି। ସମ୍ବଲପୁରର ଇଷ୍ଟଦେବୀ ମା’ସମଲେଇଙ୍କଠାରେ ନବାନ୍ନ ଲାଗି...

ଭତାରୁ ବଁଚିତ୍‌ ୭୦ ବଛ୍‌ରିଆ ଲୋଚନା

ଖପ୍ରାଖୋଲ,୧୨।୬(ଡି.ଏନ୍‌.ଏ.): କେନ୍ଦ୍ର ଆର ରାଏଜ୍‌ ସରକାର ୬୦ ବଛର୍‌ରୁ ଅଧ୍‌କା ବୁଢ଼ାବୁଢ଼ି, ବିଧବା, ଛାର୍‌ରି, ଦିବ୍ୟାଙ୍ଗମାନକୁ ଇନ୍ଦିରା ଗାନ୍ଧୀ ଆର ମଦୁବାବୁ ପେନସନ ଯୋଜନାରେ ଭତା...

ବସ୍‌ ଭିତରୁ ଯାତ୍ରୀଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗୀର ଅଫିସ, ୩୧। ୫: ବାଲେଶ୍ୱରରୁ ବଲାଙ୍ଗୀର ଆସୁଥିବା ଏକ ବସ୍‌ରୁ ଶୁକ୍ରବାର ସକାଳେ ଜଣେ ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ବ୍ୟକ୍ତି...

୧୪ ଜିଲାରେ ବନ୍ଦ ଶାନ୍ତିପୂର୍ଣ୍ଣ

ସମ୍ବଲପୁର(ବ୍ୟୁରୋ)/ନବରଙ୍ଗପୁର(ବି.ପ୍ର.),୨୦ା୪: ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ଗତ ୧୨ ଓ ୧୪ ତାରିଖରେ ସୃଷ୍ଟ ସାମ୍ପ୍ରଦାୟିକ ହିଂସାର ପ୍ରଭାବ ଏବେ ପଶ୍ଚିମ ଓ ଦକ୍ଷିଣ...

Advertisement
Archives

Model This Week