Posted inଖେଳ

ବଳାତ୍କାର ଅଭିଯୋଗ ପରେ ବକ୍ସିଂ କୋଚ୍‌ ଗିରଫ

ନୂଆଦିଲ୍ଲୀ,୧୮।୩- ମହିଳା ଟ୍ରେନିଙ୍କୁ ବଳାତ୍କାର ଅଭିଯୋଗ ଆସିବା ପରେ ହରିୟାଣା ବକ୍ସିଂ କୋଚ୍‌ଙ୍କୁ ଗିରଫ କରାଯାଇଛି। ଫେବୃୟାରୀରେ ଓ୍ବେଷ୍ଟ ବେଙ୍ଗଲ କ୍ଲାସିକ ବକ୍ସିଂ ଚାମ୍ପିୟନଶିପ୍‌ ପାଇଁ କୋଲକାତା ଗସ୍ତ କରୁଥିବାବେଳେ ଏହି ଘଟଣା ଘଟିଥିବା ଅଭିଯୋଗ କରିଛନ୍ତି ମହିଳା ଟ୍ରେନି। ପ୍ରଥମେ ଟ୍ରେନ ଯାତ୍ରାବେଳେ ଓ ପରେ କୋଲକାତାରେ ଦଳ ରହୁଥିବାବେଳେ କୋଚ୍‌ ତାଙ୍କୁ ମାଡ଼ ମାରିଥିଲେ। ପୋଲିସ ଦ୍ୱାରା ଗିରଫ ହୋଇଥିବା ସନ୍ଦୀପ ମଲିକ ହରିୟାଣା ପାଇଁ ପ୍ରତିନିଧିତ୍ୱ କରି ୨୦୦୯ରେ ଜାତୀୟସ୍ତରୀୟ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତିଥିଲେ। ସେ ୫୭ କେଜି ଓଜନ ବର୍ଗରେ ଖେଳୁଥିଲେ। ସୋନେପତ୍‌ର ଏକ ବକ୍ସିଂ ଏକାଡେମୀକୁ ସନ୍ଦୀପ କୁମାର ପରିଚାଳନା କରନ୍ତି। ତାଙ୍କୁ ସୋମବାର ଏକାଡେମୀରୁ ଗିରଫ କରାଯାଇଛି। ଏକ ଯୌନ ଉତ୍ପୀଡ଼ନ ମାମଲା ନୂଆଦିଲ୍ଲୀ ପୋଲିସ ଷ୍ଟେଶନରେ ପଞ୍ଜିକୃତ କରାଯାଇଛି। ଦୋଷୀଙ୍କୁ ସୋମବାର ସୋନେପତ୍‌ରୁ ଗିରଫ କରାଯାଇଛି। ସେ ଜଣେ ବିବାହିତ ଓ ତାଙ୍କର ଦୁଇ ଛୁଆ ଅଛନ୍ତି ବୋଲି ରେଲ୍‌ଓ୍ବେ ଡିସିପି ହରେନ୍ଦ୍ର କୁମାର ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପିତାଙ୍କ ହତ୍ୟାରେ ଭାଙ୍ଗି ପଡି ନ ଥିଲେ ବିଶ୍ୱର ନଂ ୧ ମହିଳା ରେସଲର୍‌

ଭାରତର ତାରକା ରେସଲର ଭିନେଶ ଫୋଗେଟ ମାଟିଓ ପାଲିକନ ର଼୍ୟାଙ୍କିଙ୍ଗ ରେସଲିଂ ସିରିଜରେ କ୍ରମାଗତ ଦ୍ୱିତୀୟ ସ୍ବର୍ଣ୍ଣ ଜିତିଛନ୍ତି। ଏକମାତ୍ର ଭାରତୀୟ ମହିଳା ରେସଲର ଭାବେ...

କୋଟ୍‌ଲା ଟି୨୦ ବାତିଲ ହେବନାହିଁ: ଗାଙ୍ଗୁଲି

କୋଲକାତା, ୩୧ା୧୦ (ପି.ଟି.)- ରାଜଧାନୀ ଦିଲ୍ଲୀ ବାୟୁମଣ୍ଡଳରମାନ ଖରାପ ଆଡକୁ ଗତି କରିଥିଲେହେଁ ବାଂଲାଦେଶ ବିପକ୍ଷ ଓପନିଂ ଟି୨୦ ମ୍ୟାଚ ଶେଷ ମୁହୂର୍ତ୍ତରେ ବାତିଲ ହେବ...

ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ: ୨୧ ବର୍ଷରୁ କମ୍‌ ପୁରୁଷ ହକିରେ ଓଡ଼ିଶାକୁ ବ୍ରୋଞ୍ଜ

ଭୁବନେଶ୍ୱର, ୨୨।୧ (ସ୍ପୋର୍ଟ୍ସ ବ୍ୟୁରୋ)- ଆସାମର ଗୁଆହାଟୀଠାରେ ଚାଲିଥିବା ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସର ୨୧ ବର୍ଷରୁ କମ୍‌ ପୁରୁଷ ହକିରେ ଓଡ଼ିଶା ଦଳ ବ୍ରୋଞ୍ଜ...

ଅବସର ନେବେ ଚିଗୁମ୍ବୁରା

ରାଓ୍ବଲପିଣ୍ଡି:ପାକିସ୍ତାନ ବିପକ୍ଷ ଚଳିତ ଟି୨୦ ସିରିଜ ପରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବେ ଜିମ୍ବାଓ୍ବେର ପୂର୍ବତନ ଅଧିନାୟକ ଏଲଟନ୍‌ ଚିଗୁମ୍ବୁରା। ତାଙ୍କ ଦେଶର କ୍ରିକେଟ ବୋର୍ଡ...

ଭାରତଠାରୁ ଆମେ ଖେଳିବା ଶିଖିଛୁ

ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ଜାନୁୟାରୀ ୨୬ରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ପାକିସ୍ତାନର ପୂର୍ବତନ...

୪୬ ବର୍ଷରେ ପ୍ରଥମ ଥର ପାଇଁ ୧୧୭ ଦିନ ବନ୍ଦ ରହିଲା କ୍ରିକେଟ୍‌

ଲଣ୍ଡନ, ୭।୭- ଘରୋଇ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ କ୍ରିକେଟ୍‌ ଦଳ ମଧ୍ୟରେ ବହୁପ୍ରତୀକ୍ଷିତ ଟେଷ୍ଟ ସିରିଜ ବୁଧବାରଠାରୁ ସାଉଥାମ୍ପଟନରେ ଆରମ୍ଭ ହେବାକୁ ଯାଉଛି। ମହାମାରୀ କରୋନା...

ପସନ୍ଦ ବ୍ୟାଟ୍ସମ୍ୟାନଙ୍କ ନାମ କହିଲେ ୱିଲିୟମସନ

ଓ୍ବେଲିଂଟନ, ୨୮ା୪: ‘କ୍ରିକେଟିଂ ବ୍ରେନ୍‌’ ପାଇଁ ବିଶ୍ୱ କ୍ରିକେଟରେ ପରିଚିତ ଲାଭ କରିଥିବା ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ୱିଲିୟମସନ ନିଜେ ଜଣେ ମ୍ୟାଚ ବିଜେତା। ସେ...

ଥୋମାସ କପ୍‌ ବିଜେତାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୬(ବ୍ୟୁରୋ): ଥୋମାସ କପ୍‌ ବିଜେତା ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଟିମ୍‌କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି। ଏହା ସହ ଥୋମାସ କପ୍‌ ଜିତିଥିବା ଭାରତୀୟ...

Advertisement
Archives

Model This Week