ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ଫେରାର

ହିଞ୍ଜିଳିକାଟୁ,୨୧ା୪(ଡି.ଏନ୍‌.ଏ.):  ହିଞ୍ଜିଳି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ନେଇ ହିଞ୍ଜିଳି ଥାନାରେ ଶୁକ୍ରବାର ଅଭିଯୋଗ ହୋଇଛି। ପୋଲିସ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଧରିବାକୁ ଉଦ୍ୟମ ଚଳାଇଥିବା ଥାନା ଅଧିକାରୀ ଅଭିମନ୍ୟୁ ଦାଶ ସୂଚନା ଦେଇଛନ୍ତି।

ଯେ, ହିଞ୍ଜିଳି ଥାନା ଅଞ୍ଚଳର ୨ଭଉଣୀ ଗୁରୁବାର ଅପରାହ୍ନ ପ୍ରାୟ ୪ଟାରେ ଲଙ୍କା ତୋଳିବା ପାଇଁ ଗଁା ପାଖ ବିଲକୁ ଯାଇଥିଲେ। ସେମାନଙ୍କୁ ଏକାକୀ ଦେଖି ରାସ୍ତା ଦେଇ ଯାଉଥିବା ପାଖ ଗ୍ରାମର ଜଣେ ଯୁବକ ବଡ଼ ଭଉଣୀଙ୍କୁ ଅଶ୍ଳୀଳ ବ୍ୟବହାର ସହ ବଳାତ୍କାର ଉଦ୍ୟମ କରିଥିଲେ। ସାନ ଭଉଣୀ ପାଟି କରିବାରୁ ଅଭିଯୁକ୍ତ ଜଣକ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଶୁକ୍ରବାର ପରିବାର ଲୋକେ ହିଞ୍ଜିଳି ଥାନାରେ ଏନେଇ ଅଭିଯୋଗ କରିବା ପରେ ନଂ.୯୯/୧୯ରେ ଏକ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଛି। ଅଭିଯୁକ୍ତ ଜଣକ ଫେରାର ହୋଇ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri