କଳାବଜାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ: ବିଭାଗୀୟ ମନ୍ତ୍ରୀ

ଭୁବନେଶ୍ୱର, ୧୬।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ଯୋଗାଣ ବିଭାଗ ପକ୍ଷରୁ ତତ୍ପରତା ଦେଖାଦେଇଛି। କଳାବଜାର ରୋକିବା ପାଇଁ ବିଭାଗ କଡ଼ା ପଦକ୍ଷେପ ନେଇଛି। ଖାଦ୍ୟ ସାମଗ୍ରୀ, ମାସ୍କ ଓ ସାନିଟାଇଜର ବେଆଇନ ଭାବେ ମହଜୁଦ ରଖିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସୋମବାର ବିଭାଗୀୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସୂଚନା ଦେଇଛନ୍ତି। ଏ ନେଇ ଜିଲାପାଳ, ସିଏସ୍‌ଓଙ୍କୁ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଆଖି ବୁଜିଲେ ୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୧୦ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୧୭ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର...

ଆମ ମନ୍ଦିର ଐତିହ୍ୟର ସ୍ମାରକୀ

ଓଡ଼ିଆ ଜାତିର ଏଇ ଦୁର୍ଦ୍ଦିନ ବେଳେ ଆମ ଲୁଣ୍ଠିତ ଧନରେ ହେଉଡ଼ି ମାରୁଥିବା ମାନନୀୟମାନେ ଆମ ସାଂସ୍କୃତିକ ପରମ୍ପରା ମୂଳରେ ଚୋଟ ମାରି ଚାଲିଲେ। ଆମେ...

ଗହଳି ହେଲା, ସଂକ୍ରମଣ ବଢ଼ିଲା

ଭୁବନେଶ୍ୱର, ୧୦ା୭(ବ୍ୟୁରୋ): ରାଜଧାନୀରେ ପୁଣି ସକ୍ରିୟ ହୋଇଉଠିଲାଣି କରୋନା। କିଛିଦିନ ହେବ ସଂକ୍ରମଣ ଖସୁଥିବାବେଳେ ଏବେ ଉପରମୁହାଁ ହେଲାଣି ଗ୍ରାଫ୍‌। ଜୀବନଜୀବିକାକୁ ଗୁରୁତ୍ୱ ଦେଇ ରାଜ୍ୟ...

ହୋଲିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୩(ବ୍ୟୁରୋ): ଆଜି ପବିତ୍ର ହୋଲି। ସାରା ଦେଶରେ ଏହି ପର୍ବକୁ ଖୁବ୍‌ ଧୁମ୍‌ଧାମରେ ପାଳନ କରାଯାଉଥିବା ବେଳେ କେତେକ ସ୍ଥାନରେ କରୋନା ଭାଇରସ୍‌କୁ ନେଇ ହୋଲି...

ରାଜ୍ୟରେ ଆଉ ଏକ କରୋନା ଆକ୍ରାନ୍ତ ଚିହ୍ନଟ: କଳାହାଣ୍ଡିରେ ପ୍ରଥମ କରୋନା ପଜିଟିଭ

ଭୁବନେଶ୍ୱର, ୪।୩(ବ୍ୟୁରୋ): ରାଜ୍ୟରେ ଆଉ ଏକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। କଳାହାଣ୍ଡି ଜିଲ୍ଲାର ୨୯ବର୍ଷୀୟ ଯୁବକ କରୋନା ଭୁତାଣୁରେ ସଂକ୍ରମିତ ହୋଇଛନ୍ତି। ସେ ବହାରିନରୁ...

୧ ଲକ୍ଷ ୯୦ ହଜାର ଟଙ୍କାର ଜାଲ୍‌ନୋଟ ଜବତ: ବନ୍ଧା ହେଲେ ଯୁବକ

ଢେଙ୍କାନାଳ ଅଫିସ,୧୭।୧୨: ଢେଙ୍କାନାଳ ସଦର ଥାନା ଅଞ୍ଚଳରୁ ଲକ୍ଷାଧିକ ଟଙ୍କାର ଜାଲ୍‌ନୋଟ ପୋଲିସ ଜବତ କରିଛି। ସଦର ଥାନା ଅଧୀନ ଭାପୁର ରଥପଦା ଅଞ୍ଚଳରେ ପୋଲିସର...

କଳମ୍ବ ଗାଁ ଅଶାନ୍ତ: ନାମଯଜ୍ଞ ସରିଲା, ମୁଣ୍ଡ ଗଡ଼ିଲା

ପୋଲସରା,୧୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଧିନ କଳମ୍ବ ଗ୍ରାମରେ ଶନିବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ହତ୍ୟାକାଣ୍ଡର ଶିକାର ହୋଇଥିବା ଯୁବକ ଜଣକ...

ପୋଲିସ ଡରରେ ପୋଡ଼ିଦେଲେ କାର

ମାଲକାନଗିରି,୨୦ା୧: ମାଲକାନଗିରି ଜିଲା ଚଲାଣଗୁଡ଼ା ପଞ୍ଚାୟତ ଅଧୀନ ରେଙ୍ଗାବନ୍ଧ ଗ୍ରାମ ନିକଟରେ ବୁଧବାର  ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗଞ୍ଜେଇ ଚାଲାଣହେଉଥିବା ଏକ କାର...

Advertisement
Archives

Model This Week