ବସକୁ ଧକ୍କା ଦେଲା ଟ୍ରକ : ଜଣେ ଶିଶୁଙ୍କ ଜୀବନଗଲା

କେନ୍ଦୁଝର,୨୫ା୪(ସ୍ବ.ପ୍ର.) : କେନ୍ଦୁଝର ଜିଲା କାଞ୍ଜିପାଣି ଘାଟିରେ ବୁଧବାର ରାତିରେ ଏକ ଘରୋଇ ବସ ପଛରେ ଟ୍ରକ ଧକ୍କା ଦେବାରୁ ଜଣେ ୬ ବର୍ଷର ଶିଶୁଙ୍କ ଜୀବନ ଯାଇଥିବାବେଳେ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିିତ୍ସିତ ହେଉଛନ୍ତି। ମୃତ ଶିଶୁଙ୍କ ଘର କେନ୍ଦୁଝର ଜିଲା ପିପିଳିଆରେ ବୋଲି ଜଣାପଡ଼ିଛି। ଉକ୍ତ ବସଟି ରାଉରକେଲା ଅଭିମୁଖେ ଯାଉଥିବାବେଳେ ଏନଏଚ୍‌ ୪୯ରେ ଏହି ଦୁର୍ଘଟଣା ଘଟିଥିଲା। କାଞ୍ଜିପାଣି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରିଛି। ଆହତମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବହତା କେନାଲ ପାର୍ଶ୍ୱ ରାସ୍ତା ନିର୍ମାଣକୁ ବିରୋଧ

ଖଇରା, ୮।୫(ଡି.ଏନ.ଏ.): ସାଳନ୍ଦୀ ବାମପାର୍ଶ୍ୱ ଆମ୍ବହତା କେନାଲ ନୟାଖଣ୍ଡି ପତଡାସାହି ନିକଟରେ ନିମ୍ନମାନର ମୋରମ ପ୍ୟାକିଂ ଓ କଂକ୍ରିଟ କାମ ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଉକ୍ତ...

କରୋନା ଭୟ: ବିଦେଶରୁ ଫେରିଥିବା ୧୩ବ୍ୟକ୍ତିଙ୍କ ଡାକ୍ତରୀ ପରୀକ୍ଷା

ଭୋଗରାଇ, ୮।୨(ଡି.ଏନ.ଏ.): କରୋନା ଭାଇରାସ କାୟାବିସ୍ତାର କରି ଚାଲିଥିବା ବେଳେ ବିଦେଶରୁ ଫେରିଥିବା ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳର ୧୩ଜଣ ବ୍ୟକ୍ତିଙ୍କୁ ବିଭିନ୍ନ ବିମାନବନ୍ଦରରେ ଡାକ୍ତରୀ...

ବେଆଇନ କରତ କଳ ଉପରେ ଚଢ଼ାଉ

ସିମୁଳିଆ,୨୫।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ମାର୍କୋଣା ଓ ବରି ଅଞ୍ଚଳରେ ବୁଧବାର ୨ଟି କରତ କଳ ଉପରେ ଚଢ଼ାଉ ହୋଇଛି। ବେଆଇନ କାଠ କଟାଯାଇ...

ହିତାଧିକାରୀଙ୍କୁ ମିଳିନି ହଜାରେ ଟଙ୍କା ସହାୟତା

ବାରିପଦା ଅଫିସ, ୧୨ା୪- ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ ହୋଇଥିବା ରାଶନ କାର୍ଡ଼ଧାରୀମାନଙ୍କୁ ୧ ହଜାର ଟଙ୍କା ଲେଖାଏ କରୋନା ସହାୟତା ପ୍ରଦାନ କରିବା ପାଇଁ...

୨୦ହଜାର ଲୁଟ୍‌ ଘଟଣା: ଜେଲ୍‌ ଗଲେ ୨ ଅଭିଯୁକ୍ତ

ରୂପ୍‌ସା, ୧୯।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍‌ସା ଥାନା ଆଙ୍କୋ ମାର୍କେଟ୍‌ ଛକରୁ ଧରାପଡ଼ିଥିବା ୨ଲୁଟେରାଙ୍କୁ ମଙ୍ଗଳବାର କୋର୍ଟଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଜେଲ ହାଜତକୁ...

୧୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ମହିଳାଙ୍କ ସମେତ ଡ୍ରାଇଭର ଗିରଫ

ବାଲେଶ୍ୱର ଅଫିସ,୨୭ା୮: ବାଲେଶ୍ୱର ଜିଲା ଜଳେଶ୍ବରରୁ ଶୁକ୍ରବାର ପୁଣି ବ୍ରାଉନସୁଗାର ଜବତ ହୋଇଛି। ଜିଲା ଅବକାରୀ ଦାୟିତ୍ୱରେ ଥିବା ଡେପୁଟି କମିଶନରଙ୍କ ନିର୍ଦ୍ଦେଶରେ ଜଳେଶ୍ବରରେ ୧୦...

ଏମାନେ କଲେଜ ବେଳର ବନ୍ଧୁ

ରୂପ୍‌ସା, ୬।୩(ବାଞ୍ଛାନିଧି ଦେ)-ସେମାନେ ଥିଲେ କଲେଜ ବେଳର ବନ୍ଧୁ। ବିଏ ପାସ୍‌ ପରେ ଚାକିରି କରିବାକୁ ମନ ବଳାଇଥିଲେ। ମାତ୍ର ପରିବାରର ଅଭାବ, ଅନଟନ ସେମାନଙ୍କୁ...

ଟ୍ରକ ଧକ୍କାରେ ନିର୍ବାହୀ ଅଧିକାରୀ ଗୁରୁତର: ଥାନାରେ ଘଣ୍ଟାଏ ଅପେକ୍ଷା କରି ଫେରିଲେ ବିଡିଓ

ଖଇରା, ୧୧ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକର ଜଣେ କର୍ମଚାରୀ ଟ୍ରକ ଧକ୍କାରେ ଗୁରୁତର ହେବା ଏବଂ ସମ୍ପୃକ୍ତ ଟ୍ରକ ବିରୋଧରେ ଥାନାରେ ଅଭିଯୋଗ କରିବାକୁ ଯାଇଥିବା...

Advertisement
Archives

Model This Week