Posted inଜାତୀୟ

ବସନ୍ତ ପଞ୍ଚମୀ ଅବସରରେ ପ୍ରୟାଗରାଜରେ ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ

ପ୍ରୟାଗରାଜ,୩୦।୧: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବସନ୍ତ ପଞ୍ଚମୀ ଅବସରରେ ଗୁରୁବାର ପ୍ରୟାଗରାଜରେ ପହଞ୍ଚିଥିଲେ। ସେଠାରେ ପହଞ୍ଚି ସେ ପ୍ରୟାଗରାଜର ସଙ୍ଗମ ଘାଟରେ ବୁଡ ପକାଇଥିଲେ। ଏହି ସମୟରେ ତାଙ୍କ ସହ ମନ୍ତ୍ରୀ ସିଦ୍ଧାର୍ଥ ନାଥ ସିଂ, ଭାଜପା ପ୍ରଦେଶ ଅଧ୍ୟକ୍ଷ ସ୍ବତନ୍ତ୍ର ଦେବ ସିଂ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଦୁଇ ଦିବସୀୟ ଗସ୍ତରେ ଗୁରୁବାର ଗୋରଖପୁର ଯିବାର କାର୍ଯ୍ୟକ୍ରମ ରହିଛି। ସେଠାରେ ଆୟୋଜିତ କିଛି କାର୍ଯ୍ୟକ୍ରମରେ ସେ ଯୋଗ ଦେବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ନିର୍ବାଚନ ପରାଜୟ ପରେ ଭାଜପାକୁ ସଂଘର ଚେତାବନୀ: ସବୁବେଳେ ମୋଦି-ଶାହା ଜିତାଇପାରିବେ ନାହିଁ

ନୂଆଦିଲ୍ଲୀ,୨୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ସବୁପ୍ରକାର ଚେଷ୍ଟା କରିବା ସତ୍ତ୍ୱେ ଭାଜପାକୁ ମାତ୍ର ୮ଟି ଆସନ ମିଳିଛି। ନିର୍ବାଚନରେ ଶୋଚନୀୟ ପରାଜୟକୁ ନେଇ ଦଳ ମନ୍ଥନ...

ବିହାରରେ ଜଳପ୍ରଳୟ, ଉପମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ପାଣି

ପାଟନା, ୩୦।୯: ବିହାରରେ ଜଳପ୍ରଳୟ ଦେଖାଦେଇଛି। ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ନଦୀରେ ବନ୍ୟା ଆସିଛି। ଏପର୍ଯ୍ୟନ୍ତ ବନ୍ୟା ଯୋଗୁ ରାଜ୍ୟରେ ୨୯ ଜଣଙ୍କ ମୃତ୍ୟୁ...

କଫି ବଗିଚାକୁ ମାଙ୍କଡ଼ଙ୍କଠାରୁ ସୁରକ୍ଷିତ ରଖିବା ପାଇଁ କୁକୁରଙ୍କ ଦେହରେ ବାଘ ଭଳି ରଙ୍ଗ ଦେଉଛନ୍ତି ଚାଷୀ

ବେଙ୍ଗାଲୁରୁ,୩।୧୨: କର୍ନାଟକରେ ଜଣେ ଚାଷୀ କଫି ବଗିଚାକୁ ମାଙ୍କଡ଼ଙ୍କଠାରୁ ସୁରକ୍ଷିତ ରଖିବା ପାଇଁ ଏକ ନିଆରା ଉପାୟ ଅବଲମ୍ବନ କରିଛନ୍ତି। ସେ କୁକୁରଙ୍କ ଦେହରେ କଳା...

ବାପପୁଅଙ୍କ ହାଜତ ମୃତ୍ୟୁର ସିବିଆଇ ତଦନ୍ତ ହେବ

ସଲେମ,୨୯ା୬(ପି.ଟି.): ତାମିଲନାଡୁର ଟୁଟିକୋରିନ ଜିଲାରେ ବାପପୁଅଙ୍କ ହାଜତ ମୃତ୍ୟୁ ମାମଲାର ତଦନ୍ତ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) କରିବ। ଏହି ମାମଲାକୁ ରାଜ୍ୟ ସରକାର ସିବିଆଇକୁ...

ଅନନ୍ତନାଗରେ ସର୍ଚ୍ଚ ଅପରେଶନ୍‌: ୨ ଆତଙ୍କବାଦୀ ନିହତ

ଶ୍ରୀନଗର,୨୫।୪: ଦକ୍ଷିଣ କଶ୍ମୀର ଅନନ୍ତନାଗ ଜିଲାରେ ସୁରକ୍ଷାବଳଙ୍କ ସର୍ଚ୍ଚ ଅପରେଶନ୍‌ରେ ଗୁରୁବାର ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ବେଜ୍‌ବିହାର ଅଞ୍ଚଳରେ କେତେକ ଆତଙ୍କବାଦୀ ଲୁଚିଥିବା...

୪୩ଲକ୍ଷ ଲୋକଙ୍କୁ ୨ମାସର ମାଗଣା ରାସନ ଯୋଗାଇ ଦେବେ ରାଜସ୍ଥାନ ସରକାର

ଜୟପୁର,୯।୬: କରୋନା ଯୋଗୁ ଦେଶବ୍ୟାପି ଏବେ ଲକ୍‌ଡାଉନ ଜାରି ରହିଛି। ଏହି ସମୟରେ ବେରୋଜଗାର ହୋଇଥିବା ଲୋକଙ୍କୁ ରାଜସ୍ଥାନ ସରକାର ଆଶ୍ୱସ୍ତିକର ପ୍ରଦାନ କରିଛନ୍ତି। ଆଗାମୀ...

ଲକ୍‌ଡାଉନରେ ରେକର୍ଡ କଲା ପାର୍ଲେ-ଜି !

ନୂଆଦିଲ୍ଲୀ,୯।୬: କରୋନା ଭାଇରସ ସଂକ୍ରମଣ ପାଇଁ ଦେଶରେ ଜାରି ରହିଥିବା ଲକ୍‌ଡାଉନ ଯୋଗୁ ପ୍ରାୟତଃ ସମସ୍ତ ବ୍ୟବସାୟୀ କ୍ଷତି ସହିଛନ୍ତି। ଏମିତିକି କିଛି କିଛି ବ୍ୟବସାୟ...

କମଳନାଥ ସରକାରଙ୍କ ବିଲ୍‌କୁ ୨ ଭାଜପା ବିଧାୟକଙ୍କ ସମର୍ଥନ

ଭୋପାଳ,୨୫ା୭(ପି.ଟି.): ମଧ୍ୟପ୍ରଦେଶ ବିଧାନସଭାରେ କଂଗ୍ରେସ ସରକାର ଆଣିଥିବା ଏକ ବିଲ୍‌କୁ ଦୁଇଜଣ ଭାଜପା ବିଧାୟକ ସମର୍ଥନ କରିବା ଗୈରିକ ଦଳ ପାଇଁ ଝଟକା ସଦୃଶ ହୋଇଛି।...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *