ବସୁନ୍ଧରା ଯୋଜନାରେ ଆନନ୍ଦପୁର ବ୍ଲକର ୫୫ ହିତାଧିକାରୀଙ୍କୁ ପଟ୍ଟା ବଣ୍ଟନ

ଆନନ୍ଦପୁର,୯।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକର ଭୂମିହୀନଙ୍କୁ ବସୁନ୍ଧରା ଯୋଜନାରେ ମଙ୍ଗଳବାର ତହସିଲ ପକ୍ଷରୁ ପଟ୍ଟା ବଣ୍ଟନ କରାଯାଇଛି। ତହସିଲଦାର ତପନ କୁମାର ନାୟକଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ବିଧାୟକ ଭାଗୀରଥି ସେଠୀ, ଉପଜିଲାପାଳ ରବୀନ୍ଦ୍ର କୁମାର ସାହୁ ଅତିଥିଭାବେ ଯୋଗଦେଇ ଭୂମିହୀନଙ୍କୁ ପଟ୍ଟା ବଣ୍ଟନ କରିଛନ୍ତି। ଏହି ଅବସରରେ ୫୫ ଜଣ ହିତାଧିକାରୀଙ୍କୁ ପଟ୍ଟା ବଣ୍ଟନ କରାଯାଇଛି। ପ୍ରତ୍ୟେକଙ୍କୁ ୪ ଡିସିମିଲ୍‌ ଲେଖାଏ ପଟ୍ଟା ଯୋଗାଇ ଦିଆଯାଇଛି । ୫ ଟି ଆରଆଇ ସର୍କଲ କନ୍ତୋ, କୋଡପଡା, ଆନନ୍ଦପୁର, କଣ୍ଟିପାଳ ଏବଂ ଗୟଳମୁଣ୍ଡାର ଭୂମିହୀନଙ୍କୁ ଏହି ପଟ୍ଟା ପ୍ରଦାନ କରାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଧାନଗଛ ପୋତିଲେ ଗ୍ରାମବାସୀ

ରୂପ୍‌ସା, ୧୩।୯(ଡି.ଏନ.ଏ.)-ବର୍ଷାଦିନେ ଯିବାଆସିବାରେ ହୀନସ୍ତା ହେବାକୁ ପଡୁଛି। ଚାଲି ଚାଲି ହେଉ କି ସାଇକେଲ କି ବାଇକ୍‌ରେ ହେଉ ଏହି କାଦୁଅ ପଚପଚ ରାସ୍ତାରେ ଯା’ଆସ...

ଅବାଧରେ ଚାଲିଛି ମୋରମ ଚାଲାଣ

ରୂପ୍‌ସା, ୧୪।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅନ୍ତର୍ଗତ ୬୦ନଂ. ଜାତୀୟ ରାଜପଥ ଦେଇ ନିୟମିତ ବେଆଇନ ମୋରମ ଚାଲାଣ ହେଉଥିବା ଅଭିଯୋଗ ହୋଇଛି। ଏ ନେଇ...

ପାନବରଜ ପୋଡ଼ିବାକୁ ଉଦ୍ୟମ, ଗ୍ରାମରେ ଉତ୍ତେଜନା

ଭୋଗରାଇ, ୧୯।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ମନ୍ଦାରସାହିପାଟଣା ଗ୍ରାମର ଜଣେ ବ୍ୟକ୍ତିଙ୍କ ପାନବରଜ ପୋଡ଼ିବା ଘଟଣାକୁ ନେଇ ଗ୍ରାମରେ ଉତ୍ତେଜନା ଲାଗି ରହିଛି।...

ଟ୍ରକ୍‌ ଓନର୍ସ ଆସୋସିଏଶନର ୨ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ: କାର୍ଯ୍ୟାଳୟରେ ଉତ୍ତେଜନା

ବଡ଼ବିଲ,୧୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ମାଇନିଂ ଏରିଆ ଟ୍ରକ ଓନର୍ସ ଆସୋସିଏଶନର ୨ ଗୋଷ୍ଠୀ ବୁଧବାର କୌଣସି କାରଣକୁ ନେଇ ମୁହାଁମୁହିଁ ହୋଇଛନ୍ତି। ଏ ନେଇ...

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ : ଆମ୍ବୁଲାନ୍ସ ଅଟକ ରଖିଲେ ଗ୍ରାମବାସୀ

ଖଇରା,୩୧।୧୦(ଡି.ଏନ୍‌.ଏ.): ସିକନ୍ଦରାବାଦର ଏକ କେମିକାଲ କମ୍ପାନୀରେ କାର୍ଯ୍ୟ କରୁଥିବା ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ସଇଁ ଗ୍ରାମର ଶ୍ରୀଧର ମହାନ୍ତି(୪୩)ଙ୍କ ଦୁଇଦିନ ତଳେ ସେଠାରେ...

ବିଏଡ୍‌-ଏମ୍‌ଏଡ୍‌ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ତେଜିଲା

ବାଲେଶ୍ୱର ଅଫିସ, ୩।୧୧-ବିଏଡ୍‌ ଓ ଏମ୍‌ଏଡ୍‌ ପାସ୍‌ କରିଥିବା ପ୍ରାର୍ଥୀଙ୍କୁ ମହାବିଦ୍ୟାଳୟରେ ନିଯୁକ୍ତି ଦେବା ପାଇଁ ସରକାର ନିୟମ କରି ହାଇସ୍କୁଲରେ ଶିକ୍ଷକତା କରିବା ଉପରେ...

୧୨ ବର୍ଷ ହେଲା ବିଛଣାରେ ନିବେଦିତା: ଆଶାରେ ଦିନ ବିତାଉଛନ୍ତି ମା’ବାପା

ବାଲେଶ୍ୱର ଅଫିସ, ୨୩।୧୨-ମା’ ବାପା ଗରିବ ହୋଇଥିଲେ ବି ମନୋବଳ ହରାଇନାହାନ୍ତି। ଦୀର୍ଘ ୧୨ବର୍ଷ ଧରି ନିଜ ରୋଗଣା ଝିଅ ନିବେଦିତାକୁ ଯତ୍ନର ସହ ଲାଳନପାଳନ...

ଡଗରା ବେଳାଭୂମିରେ ବିଦେଶୀ ପକ୍ଷୀ

ବାଲିଆପାଳ, ୩୦ା୧୧(ଡି.ଏନ.ଏ.)-ପ୍ରତିବର୍ଷ ପରି ଚଳିତ ବର୍ଷ ପର୍ଯ୍ୟଟନ କେନ୍ଦ୍ର ଡଗରାବେଳା ଭୂମିରେ ବିଦେଶାଗତ ପକ୍ଷୀମାନଙ୍କ ସମାଗମ ହୋଇଛି । ବଗ ଓ ହଂସ ଜାତୀୟ ପକ୍ଷୀ...

Advertisement
Archives

Model This Week