ବସ୍ତାରୁ ମିଳିଲା ମହିଳାଙ୍କ ମୃତଦେହ, ପୋଲିସର ତଦନ୍ତ ଆରମ୍ଭ

ରାଜନଗର, ୨୮।୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଡେରା ପଞ୍ଚାୟତ କାଠୁଆଗଣ୍ଡ ଫରେଷ୍ଟ ବିଟ୍‌ ନିକଟରୁ ଏକ ବସ୍ତାରୁ ଜଣେ ମହିଳାଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ମୃତକଙ୍କ ପରିଚୟ ଜଣାପଡ଼ି ନାହିଁ।
ସ୍ଥାନୀୟ ଲୋକେ ଏକ ଉକ୍ତ ରାସ୍ତା ଦେଇ ଯାଉଥିବା ବେଳେ ଏକ ବସ୍ତାରେ ମୃତଦେହ ଥିବା ଦେଖିବାକୁ ପାଇଥିଲେ। ଏ ନେଇ ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ଉଜାଡ଼ିଛି ୫୪ ହଜାର ହେକ୍ଟର ଫସଲ

କେନ୍ଦ୍ରାପଡ଼ା ଅଫିସ,୪।୯: ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ଚଳିତ ବନ୍ୟା ପୂର୍ବରୁ ଲଘୁଚାପ ବର୍ଷା ହୋଇଥିଲା। କ୍ଷେତରୁ ବର୍ଷା ଜଳ ନିଷ୍କାସିତ ହୋଇ...

ପାଗଳା ବିଲୁଆ ଆକ୍ରମଣରେ ୬ ଆହତ, ଜଣେ ଗୁରୁତର

ରାଜନଗର,୨୯ା୧୧(ଡି.ଏନ.ଏ.): ପାଗଳା ବିଲୁଆ ଆକ୍ରମଣରେ ୬ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଜଣଙ୍କର ଅବସ୍ଥା ଗୁରୁତର ହୋଇଥିବାରୁ ତାଙ୍କୁ ପ୍ରଥମେ...

ବଗପାଟିଆ କଲୋନୀରେ ୨୪୭ ପରିବାର ଥଇଥାନ ପାଇଁ ଜମି ଚିହ୍ନଟ

ରାଜନଗର,୫ା୮(ଡି.ଏନ.ଏ.): ବଙ୍ଗୋପସାଗର ଆଁ ମୁହଁରେ ଥିବା ରାଜନଗର ବ୍ଲକ ସାତଭାୟାର ୫୭୧ ପରିବାରକୁ ବଗପାଟିଆଠାରେ କଲୋନୀରେ ଥଇଥାନ କରାଯାଇଛି। ଅନ୍ୟପକ୍ଷେ ୨୪୭ ପରିବାର ଏବେବି ଥଇଥାନ...

ଉଦ୍‌ଘାଟନକୁ ମାସେ ନ ପୂରୁଣୁ ସ୍ମାର୍ଟ ପାର୍କରେ ଅବ୍ୟବସ୍ଥା

ପଟ୍ଟାମୁଣ୍ଡାଇ,୧୦ା୧୦(ସ୍ବ.ପ୍ର.): ସହରୀ ଜୀବନରେ ବିନୋଦନ ପାଇଁ ସର୍ବାଧିକ ପସନ୍ଦର ସ୍ଥାନ ହେଉଛି ପାର୍କ। ବର୍ତ୍ତମାନର ଟେକ୍ନୋଲୋଜି ଯୁଗରେ ପାର୍କର ଚାହିଦା ଆଦୌ କମିନାହିଁ। ସକାଳେ ମର୍ନିଂ...

ବିପଦରେ ଭିତରକନିକାର ଜୈବ ବିବିଧତା

କେନ୍ଦ୍ରାପଡ଼ା ଅଫିସ, ୪।୯: ଜାତୀୟ ଉଦ୍ୟାନ ଭିତରକନିକାର ଜୈବ ବିବିଧତା ଉପରେ ବିପଦ ଘନେଇ ଆସୁଛି। ମଧୁର ଜଳର ସଙ୍କଟ ସହ ଶିଳ୍ପ ପ୍ରଦୂଷଣ ଏହାର...

ନିର୍ଦ୍ଦେଶନାମାକୁ ବେଖାତିର: ଯାଞ୍ଚହେଉନି ସ୍କୁଲ ବ୍ୟାଗ, ପରିବହନ ଗାଡ଼ି

କେନ୍ଦ୍ରାପଡା ଅଫିସ, ୨୧।୯: କେନ୍ଦ୍ର ସରକାରଙ୍କ ମାନବ ସମ୍ଭଳ ବିଭାଗ ପକ୍ଷରୁ ଛାତୀଛାତ୍ରଙ୍କ ସ୍କୁଲ ବ୍ୟାଗ ବୋଝର ନିର୍ଦ୍ଦିଷ୍ଟ ଓଜନ ପାଇଁ ୨୦୧୮ରେ ନିୟମ ହୋଇଛି।...

ଭିତରକନିକାରେ ୧୬ ବଉଳା କୁମ୍ଭୀର ବୃଦ୍ଧି

ରାଜନଗର, ୧୧।୧(ଡି.ଏନ.ଏ.):  ଭିତରକନିକା ଜାତୀୟ ଉଦ୍ୟାନରେ ଚଳିତବର୍ଷ କୁମ୍ଭୀର ଗଣନା ଶେଷ ହୋଇଛି। ଗତବର୍ଷ ଅପେକ୍ଷା ଚଳିତବର୍ଷ କୁମ୍ଭୀରଙ୍କ ସଂଖ୍ୟାରେ ୧୬ ବଢ଼ିଥିବା ରିପୋର୍ଟରୁ ଜଣାପଡ଼ିଛି।...

ମା’ଙ୍କ ପୂଜା ଭୋଗ ଖାଇ ଶତାଧିକ ବ୍ୟକ୍ତି ଅସୁସ୍ଥ

ଡେରାବିଶ,୨୬ା୧୦(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କୃଷ୍ଣନଗର ପିଞ୍ଛାପାଟିଆ ଗାଁରେ ସୋମବାର ମା’ଙ୍କ ପୂଜା ଭୋଗ ଖାଇ ଶତାଧିକ ବ୍ୟକ୍ତି ଅସୁସ୍ଥ ହୋଇପଡ଼ିଛନ୍ତି। ଏମାନଙ୍କୁ ଡାଙ୍ଗମାଳ...

Advertisement
Archives

Model This Week