ବସ୍ତାରେ ବଜ୍ରପାତ: ଯୁବକ ଗୁରୁତର

ବସ୍ତା, ୧୨।୮(ସ୍ବ.ପ୍ର.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ଦରଡ଼ା ପଞ୍ଚାୟତ କୁଣ୍ଡେଇ ଗ୍ରାମରେ ସୋମବାର ବଜ୍ରପାତରେ ଜନୈକ ଯୁବକ ଗୁରୁତର ଆହତ ହୋଇ ବସ୍ତା ଡାକ୍ତରଖାନାରେ ଚିକିତ୍ସିତ ହୋଇଛନ୍ତି। ସେ ହେଲେ ସୃଷ୍ଟିଧର ପରିଡ଼ାଙ୍କ ପୁଅ ଗୌରାଙ୍ଗ। ଗୌରାଙ୍ଗ କୌଣସି କାମରେ ବାହାରକୁ ଯାଇଥିବାବେଳେ ହଠାତ୍‌ ବଜ୍ରପାତ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ମରାମତି ଦାବି

ତାଳଚେର,୧୧ା୧୦(ନି.ପ୍ର.)- ୧୪୯ ନମ୍ବର ଜାତୀୟ ରାଜପଥର ବହ୍ଲର ଛକ ଠାରୁ ଚାଇଁପାଳ ପର୍ଯ୍ୟନ୍ତ ରାସ୍ତା ଶୋଚନୀୟ ହୋଇପଡିଛି। ବଡ଼ ବଡ଼ ଖାଲ ଯୋଗୁ ପ୍ରତ୍ୟେହ ସ୍କୁଲ,...

‘ନୃତ୍ୟକଳାରେ ଲୁଚିଛି ଆମ ପରିଚୟ’: ଶାସ୍ତ୍ରୀୟ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ଲକ୍ଷ୍ୟରେ ଶୁଭେନ୍ଦୁ

ଭଦ୍ରକ ଅଫିସ, ୨୧।୮- ଭଦ୍ରକ ଜିଲାରେ ଲୋକକଳା ଓ ସଂସ୍କୃତି ଅନନ୍ୟ। ଏ ମାଟିରେ ଶାସ୍ତ୍ରୀୟ ଓଡ଼ିଶୀ ନୃତ୍ୟ ସମେତ ମୋଗଲ ତାମସା, ଚଢେୟା ଚଢେୟାଣୀ...

ସୁରଟରୁ ବସ୍‌ ନୁହେଁ, ଟ୍ରେନ୍‌ରେ ଫେରିବେ ଶ୍ରମିକ

ଭୁବନେଶ୍ୱର,୬ା୫(ବ୍ୟୁରୋ): ଗୁଜରାଟର ସୁରଟରୁ ଓଡ଼ିଶା ଫେରୁଥିବା ଶ୍ରମିକମାନେ ଆଉ ବସ୍‌ରେ ଆସିବେ ନାହିଁ। ଦୀର୍ଘବାଟ ହୋଇଥିବାରୁ ଫେରିବା ସମୟରେ ଖାଇବା ପିଇବାରେ ଅସୁବିଧା, ଅଂଶୁଘାତ, ଦୁର୍ଘଟଣା...

ତହସିଲଦାରଙ୍କ ଅଚାନକ ଶେରଗଡ଼ ମେଡିକାଲ, ବିଇଓ କାର୍ଯ୍ୟାଳୟ ପରିଦର୍ଶନ: କାର୍ଯ୍ୟାଳୟରେ କର୍ମଚାରୀ ଅନୁପସ୍ଥିତ ନେଇ ଖୁବ୍ଧ

ଶେରଗଡ଼,୫ା୭(ଡି.ଏନ.ଏ.)- ଶେରଗଡ଼ ମେଡିକାଲ ଓ ଶିକ୍ଷା ବିଭାଗରେ ବହୁ ଅବ୍ୟବସ୍ଥା ଲାଗି ରହିଥିବା ଗଞ୍ଜାମ ଜିଲାପାଳଙ୍କ ନିକଟରେ ଖବର ପହଞ୍ଚତ୍ ଥିଲା। ଏନେଇ ତୁରନ୍ତ ତଦନ୍ତ...

ଡିଜେ ସହ ଗାଡ଼ି ଜବତ କଲା ପୋଲିସ

ପୁରୁଷୋତ୍ତମପୁର,୧ା୭(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ସମେତ ଆଖପାଖ ଅଞ୍ଚଳରେ ବିନା ଅନୁମତିରେ ବେଆଇନ ଭାବେ ବହୁଳ ମାତ୍ରାରେ ଡିଜେ ବ୍ୟବହାର ହେଉଥିଲା। ଶନିବାର ଏନେଇ ଏକ...

ମଇଁଷିଚରାଳିଙ୍କୁ ଛୁରାମାଡ

ଛତ୍ରପୁର,୩୧।୩(ଡି.ଏନ୍‌.ଏ.)- ଛତ୍ରପୁର ଥାନା ପଦ୍ମାବତୀ ଗଁା ନିକଟରେ ମଇଁଷି ଚରାଳିଙ୍କୁ ସୋମବାର ଅପରାହ୍ନରେ ଛୁରାମାଡ ହୋଇଛି। ସେହେଲେ ତେଲାପଲ୍ଲୀ ଗଁାର ଏସ୍‌. ମୋଚି ପାତ୍ର। ତାଙ୍କୁ...

ଜନସେବା କେନ୍ଦ୍ରକୁ ତାଗିଦ: ନିର୍ଦ୍ଧାରିତ ଦରଠାରୁ ଅଧିକ ନେଲେ କାର୍ଯ୍ୟାନୁଷ୍ଠାନ

ଚନ୍ଦ୍ରଗିରି,୩୦।୭(ଡି.ଏନ୍‌.ଏ.): ବାରମ୍ବାର ସରକାରୀ ଦପ୍ତରକୁ ନଯାଇ ସହଜରେ ଏବଂ କମ୍‌ ଖର୍ଚ୍ଚରେ କିପରି ବିଭିନ୍ନ ସରକାରୀ ପ୍ରମାଣପତ୍ର ପାଇପାରିବେ ସେ ନେଇ ବିଭିନ୍ନ ସ୍ଥାନରେ ଜନସେବା...

ମଦ ନିଶାରେ ନିଜ ଶରୀରରେ ଭୁସିଦେଲେ ବୋତଲ

ରାୟଗଡ଼ା ଅଫିସ,୨୭।୧: ରାୟଗଡ଼ାର ମଝିଘରିଆଣି ମନ୍ଦିର ନିକଟରେ ଥିବା ବଙ୍ଗାଳିସାହିରେ ମହେଶ୍ୱର କଲାକା ମଦନିଶାରେ ସୋମବାର ନିଜଦେହରେ ମଦ ବୋତଲ ଭୁସି ଦେଇଛନ୍ତି। ରକ୍ତାକ୍ତ ଅବସ୍ଥାରେ...

Advertisement


Archives

Model This Week