ବସ୍ତି ବାସିନ୍ଦାଙ୍କୁ ଜମି ଅଧିକାର, ଓଡିଶାକୁ ବିଶ୍ୱ ସ୍ତରୀୟ ସ୍ବୀକୃତି: ଜାଗା ମିଶନ ପାଇଁ ‘ଓ୍ବାର୍ଲଡ ହାବିଟାଟ’ ପୁରସ୍କାର

ଭୁବନେଶ୍ୱର,୭ା୧୨(ବ୍ୟୁରୋ)-ବସ୍ତିରେ ରହୁଥିବା ଲୋକମାନଙ୍କୁ ଥଇଥାନ କରିବା , ସେମାନଙ୍କୁ ଜମି ଅଧିକାର ଦେବା ଓ ଜୀବନ ଜୀବିକା ବିକାଶ କ୍ଷେତ୍ରରେ ନେଇଥିବା ପଦକ୍ଷେପ ପାଇଁ ରାଜ୍ୟ ସରକାରଙ୍କୁ ‘ଓ୍ବାର୍ଲଡ ହାବିଟାଟ’(ବିଶ୍ୱ ଆବାସସ୍ଥଳୀ)ପୁରସ୍କାର ପ୍ରଦାନ କରାଯାଇଛି। ରାଜ୍ୟ ସରକାର ବସ୍ତିବାସିନ୍ଦାଙ୍କୁ ଜାଗା ମିଶନ ଜରିଆରେ ଭୁମି ଅଧିକାର ଦେଇଥିବାରୁ ଏହି ପୁରସ୍କାର ମଳିଛି। ରାଜ୍ୟର ବିଭିନ୍ନ ବସ୍ତିରେ ରହୁଥିବା ଲକ୍ଷାଧିକ ବସ୍ତିବାସିନ୍ଦାଙ୍କ ଜୀବନକୁ ସୁରକ୍ଷା ଦେଇଥିବାରୁ ସରକାରଙ୍କୁ ବିଶ୍ୱସ୍ତରରେ ସ୍ବକୃତୀ ମିଳି ପାରିଛି। ପ୍ରଥମ ଥର ଲାଗି ରାଜ୍ୟ ସରକାରଙ୍କୁ ବସ୍ତିର ବିକାଶ ପାଇଁ ଏଭଳି ଏକ ବିଶ୍ୱସ୍ତରୀୟ ପୁରସ୍କାର ମିଳି ପାରିଛି। ଓ୍ବାର୍ଲଡ ହାବିଟାଟର ମୁଖ୍ୟ ଡେଭିଡ ଆର୍ୟଲାଣ୍ଡ କହିଛନ୍ତି ଯେ ଏହି ପ୍ରକଳ୍ପ ଯେ କେବଳ ବସ୍ତିବାସିନ୍ଦାଙ୍କୁ ଜମି ଅଧିକାର ଦେଇ ନାହିଁ ବଂର ସେମାନଙ୍କର ଜୀବିକା ବିକାଶ କ୍ଷେତ୍ରରେ ମଧ୍ୟ ଅଦ୍ଭୁତ ପୂର୍ବ କାର୍ଯ୍ୟ କରିପାରିଛି। ଏହି ପ୍ରକଳ୍ପ ଦ୍ୱାରା ଓଡିଶାର ୧ ହଜାରରୁ ଉର୍ଦ୍ଧ୍ୱ ବସ୍ତିରେ ରହୁଥିବା ନିୟୁତ ଲୋକଙ୍କୁ ଫାଇଦା ଦେଇ ପାରିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାମାଜିକ ବାସନ୍ଦ ବିରୋଧରେ ଆଇନ ପ୍ରଣୟନ ପାଇଁ ହାଇକୋର୍ଟରେ ମାମଲା : ସରକାରଙ୍କୁ ରିପୋର୍ଟ ତଲବ

କଟକ ଅଫିସ,୨୫।୬ : ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ଅନେକ ଅଗ୍ରଗତି ଘଟିଛି। ଏହା ସାଙ୍ଗକୁ ଦେଶର ଗଣତାନ୍ତ୍ରିକ ବ୍ୟବସ୍ଥା ମଧ୍ୟ ଅଗେଇ ଚାଲିଛି। କିନ୍ତୁ...

ନାଁକୁ ବାହ୍ୟ ମଳମୁକ୍ତ ଗ୍ରାମ: ୨୫ ପରିବାରରେ ନାହିଁ ପାଇଖାନା

ଖଇରା,୩୦।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ନନ୍ଦୁର ଗ୍ରାମ ପଞ୍ଚାୟତ ଅଧୀନ ମଠନୂଆଗାଁ ଗ୍ରାମକୁ ବାହ୍ୟ ମଳମୁକ୍ତ ଗ୍ରାମ ଭାବେ ସରକାର ଘୋଷଣା କରିଛନ୍ତି। ଏଥିସହ ଜିଲା...

ରଥ ଯାତ୍ରା ପାଇଁ ଜନସାଧାରଣଙ୍କ ସହଯୋଗ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୧୮।୬: ଶାନ୍ତି ଶୃଙ୍ଖଳାରେ ରଥଯାତ୍ରା ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ଚାଲିଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କ ସହଯୋଗ ଲୋଡ଼ିଛନ୍ତି। କରୋନା...

ଏଥର ଆକର୍ଷଣ ସାଜିବ ଅକ୍ଷରଧାମ ମନ୍ଦିର

ଭୁବନେଶ୍ୱର,୮।୯(ବ୍ୟୁରୋ): ୩୦ବର୍ଷରେ ପହଞ୍ଚତ୍ଛି ରସୁଲଗଡ଼ ଦୁର୍ଗାପୂଜା। ୧୯୯୨ରେ ୧୦ରୁ ୧୫ ହଜାର ଟଙ୍କା ମଧ୍ୟରେ ଆରମ୍ଭ ହୋଇଥିବା ପୂଜା ୨୦୧୯ରେ ସର୍ବାଧିକ ୮୦ଲକ୍ଷ ଟଙ୍କାରେ ପହଞ୍ଚତ୍ଥିଲା।...

ଉଡ଼ିଗଲେ ଗେଣ୍ଡାଳିଆ, ଭାଙ୍ଗିଗଲା ବସା

ନରାଜ,୨୦ା୫(ଡି.ଏନ୍‌.ଏ.): ଫନୀ ପ୍ରଭାବରେ ନନ୍ଦନକାନନର ସବୁଜିମା ଏକ ପ୍ରକାର ଧଂସ୍ବ ହୋଇପଡିଛି। ଏଥିରେ କୌଣସି ଜୀବଜନ୍ତୁଙ୍କର କ୍ଷତି ହୋଇ ନ ଥିବା କର୍ତ୍ତୃପକ୍ଷ କହୁଥିବା ବେଳେ...

ଲାଞ୍ଚ ମାମଲା: ଅଭିଯୁକ୍ତଙ୍କୁ ଦେଢବର୍ଷ ଜେଲ ସହ ଜରିମାନା

ବ୍ରହ୍ମପୁର ଅଫିସ,୧୪ା୧: ଗଞ୍ଜମ ଜିଲା ସ୍ବତନ୍ତ୍ର ଭିଜିଲାନ୍ସ ଜଜ ସୁବ୍ରତ ମହାନ୍ତି ସୋମବାର ଏକ ଲାଞ୍ଚ ଗ୍ରହଣ ମାମଲାର ଶୁଣାଣି କରିଥିଲେ। ପ୍ରମାଣ ମିଳିଥିବାରୁ ଅଭିଯୁକ୍ତ...

ଇଡିରେ ହାଜର ହେଲେ ଅର୍ଚ୍ଚନାଙ୍କ ବାପା

ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ରବିବାର ଇଡିରେ ହାଜର ହୋଇଛନ୍ତି ଲେଡି ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ବାପା। ଅର୍ଚ୍ଚନାଙ୍କ ବେନାମୀ ସମ୍ପତ୍ତି ନେଇ ଇଡି ଖୋଳତାଡ଼ ଆରମ୍ଭ କରିଛି। ଅର୍ଚ୍ଚନାଙ୍କ...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ସପ୍ତାହ ମଧ୍ୟରେ ଜମି ଚିହ୍ନଟ କରିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ଓଡିଶା କୁଲତା ସମାଜର ଏକ ପ୍ରତିନିଧି ଦଳ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଭେଟି ପ୍ରତିନିଧି ଦଳ ବିଭିନ୍ନ ଦାବି ସର୍ମ୍ପକରେ...

Advertisement
Archives

Model This Week