ବସ୍‌କୁ ଧକ୍କା ଦେଲା ଅଟୋ, ୩ ଗୁରୁତର

ଉଦଳା,୨୧।୭(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ଉଦଳା-ବାଲେଶ୍ୱର ରାସ୍ତାର ରଙ୍ଗାମାଟିଆ ଛକ ନିକଟରେ ରବିବାର ଦୁର୍ଘଟଣା ଘଟିଛି। ବସ୍‌କୁ ଅଟୋ ଧକ୍କା ଦେବାରୁ ୩ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ଲାଗି ଉଦଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନେ ବୈଶିଙ୍ଗା ଥାନା ଅଞ୍ଚଳର ବୋଲି ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ଶିକ୍ଷକ ନିଲମ୍ବିତ

ଖଇରା, ୨୬।୯(ଡି.ଏନ.ଏ.)-ବହୁ ବାଦ ବିବାଦ ଆରୋପ ପ୍ରତ୍ୟାରୋପ ପରେ ଖଇରା ବ୍ଲକ ଶିକ୍ଷାଧିକାରୀ ଧରଣୀଧର ପାତ୍ର ବାଘୁଆ ନୋଡାଲ ହାଇସ୍କୁଲର ସହକାରୀ ଶିକ୍ଷକ ଗୋବିନ୍ଦ୍ର ସେଠୀଙ୍କୁ...

ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ, ସ୍ବାମୀ ଅଟକ

ରସାଳପୁର,୨୩।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ସଦର ଥାନା ଅନ୍ତର୍ଗତ ଭୀମପୁର ଗ୍ରାମରେ ଅମ୍ବିକା ନାମ୍ନୀ ଜଣେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଶାଶୁଘର ଲୋକେ ତାଙ୍କୁ ହତ୍ୟା କରି...

ସମବାୟ ସପ୍ତାହରେ ପାଟଣା ସମବାୟ ସମିତି ପକ୍ଷରୁ ଗଣ ଦୌଡ଼

ପାଟଣା,୧୪।୧୧(ସ୍ବ.ପ୍ର.): ପାଟଣା ବ୍ଲକ ମୁଖ୍ୟାଳୟ ସ୍ଥିତ ପାଟଣା ସମବାୟ ସମିତି ପକ୍ଷରୁ ୬୬ତମ ସମବାୟ ସପ୍ତାହ ଅବସରରେ ଗୁରୁବାର ସକାଳୁ ସହରରେ ଗଣଦୌଡର କାର୍ଯ୍ୟକ୍ରମ ଆୟୋଜିତ...

ଯୌତୁକ ପାଇଁ ବଧୂହତ୍ୟା: ସ୍ବାମୀ ଗିରଫ

ରେମୁଣା, ୨୬।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅନ୍ତର୍ଗତ ନୀଳକଣ୍ଠପୁର ଗ୍ରାମରେ ଜଣେ ମହିଳାଙ୍କୁ ଯୌତୁକ ପାଇଁ ହତ୍ୟା କରାଯାଇଥିବା ତାଙ୍କ ବାପା ଥାନାରେ ଲିଖିତ ଅଭିଯୋଗ...

ଅଭିଭାବକ, ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଜାରି: ଫିକା ପଡିଲା ସରସ୍ବତୀ ପୂଜା

ଜଳେଶ୍ୱର, ୩୧।୧(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ମ୍ୟୁନିସିପାଲଟିରେ ଟାଉନ୍‌ ହାଇସ୍କୁଲର ପ୍ରଧାନଶିକ୍ଷକଙ୍କୁ ଡିଇଓ ନିଲମ୍ବନ ଓ ବଦଳି କରିବା ନେଇ ୨ ଦିନ ଧରି ଛାତ୍ରୀଛାତ୍ର, ଅଭିଭାବକ...

ଜବରଦଖଲ ଉଚ୍ଛେଦ ନ କରି ରାସ୍ତା ଉନ୍ନତୀକରଣ: ରାସ୍ତାରୋକୋ ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ବାଲେଶ୍ୱର ଅଫିସ,୧୮।୭-ବାଲେଶ୍ୱର ସଦର ବ୍ଲକ ରସାଳପୁର ଅଞ୍ଚଳର ସଲ୍ଟରୋଡ୍‌ ସୀମା ରସାଳପୁର କଲେଜଠାରୁ ବେହେରା ମାର୍କେଟ କମ୍ପ୍ଲେକ୍ସ ପର୍ଯ୍ୟନ୍ତ ରାସ୍ତା ଉନ୍ନତୀକରଣ ଏବଂ ଉଭୟ ପାର୍ଶ୍ୱରେ...

ଅବ୍ୟବସ୍ଥାରେ ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର

ବାହାନଗା, ୨୬ା୯(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଧୀନ ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବେ ଅବହେଳିତ ହୋଇ ରହିଛି। ବିଶେଷଜ୍ଞ ଡାକ୍ତର ନ ଥିବାରୁ ଏଠାକାର...

ଅନିୟମିତତାକୁ ବିରୋଧ କରି ବ୍ଲକ ଅଫିସ୍‌ ଘେରାଉ

ରେମୁଣା,୩।୬(ଡି.ଏନ.ଏ.)- ବାଲେଶ୍ୱର ଜିଲା ରେମୁଣା ବ୍ଲକରେ ବିଭିନ୍ନ ଅନିୟମିତତାକୁ ବିରୋଧ କରି କିଛି ସରପଞ୍ଚ, ସମିତିସଭ୍ୟ ଏବଂ ୱାର୍ଡସଭ୍ୟ ମିଳିତ ଭାବେ ବୁଧବାର ପୂର୍ବାହ୍ନରେ ରେମୁଣା...

Advertisement
Archives

Model This Week