ବସ୍‌ଙ୍କୁ ମେସେଜ୍‌ କରି ଚାକିରି ହରାଇଲେ ମହିଳା କର୍ମଚାରୀ

ବେଜିଂ,୨୦।୬: ଚାଇନାର ଏକ କମ୍ପାନୀରେ କାମ କରୁଥିବା ଜଣେ ମହିଳାଙ୍କୁ ସାମାନ୍ୟ କାରଣ ପାଇଁ ଚାକିରି ହରାଇବାକୁ ପଡିଛି। କାରଣ ହେଉଛି ସେ ତାଙ୍କ ବସ୍‌ଙ୍କ ପାଖକୁ ଏମିତି କିଛି ମେସେଜ୍‌ କରିଛନ୍ତି ଯାହା ତାଙ୍କୁ ମହାଙ୍ଗା ପଡିଛି। ମହିଳା ଜଣକ ବସ୍‌ଙ୍କ ମେସେଜ୍‌ର ଉତ୍ତର ଦେବା ବେଳେ ଓକେ ଲେଖି ଏକ ଇମୋଜି ସେଣ୍ଡ କରି ଦେଇଥିଲେ। ଏତିକି ମାତ୍ର ଭୁଲ୍‌ ପାଇଁ ତାଙ୍କୁ ଚାକିରି ହରାଇବାକୁ ପଡିଛି। କାରଣ ବସ୍‌ଙ୍କ ପାଖକୁ ଇମୋଜି ପଠାଇବା କମ୍ପାନୀ ନିୟମ ବାହାରେ। ତେଣୁ ସେ କମ୍ପାନୀର ନିୟମ ଭଙ୍ଗ କରିଥିବାରୁ ତାଙ୍କୁ ଚାକିରିଟି ହରାଇବାକୁ ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାନ୍ତ ଘଷିଲେ କମେ ହାର୍ଟଆଟାକ୍‌ ଆଶଙ୍କା !

ଓ୍ବାଶିଂଟନ,୨।୧୨: ଦାନ୍ତ ଘଷିବା ଦ୍ୱାରା ହାର୍ଟଆଟାକ୍‌ ଆଶଙ୍କା କମେ। ଏନେଇ ନିକଟରେ ଏକ ଗବେଷଣା ଭିତ୍ତିକ ରିପୋର୍ଟ ୟୁରୋପିଆନ୍‌ ଜର୍ନାଲ୍‌ ଅଫ୍‌ ପ୍ରିଭେଣ୍ଟିଭ୍‌ କାର୍ଡିଓଲୋଜିରେ ପ୍ରକାଶ...

ସିରିଆରେ ଶକ୍ତିଶାଳୀ ବିସ୍ଫୋରଣ: ୧୮ ମୃତ

ଦାମାସକସ୍‌,୨୫।୪: ଉତ୍ତର ପଶ୍ଚିମ ସିିରିଆରେ ଏକ ଶକ୍ତିଶାଳୀ ବିସ୍ଫୋରଣରେ ୧୮ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୧୩ ଜଣ ସାଧାରଣ ଲୋକ ଥିବା କୁହାଯାଉଛି।...

ପାକିସ୍ତାନରେ ପ୍ରଥମ କରୋନା ରୋଗୀ ମୃତ

ଇସ୍‌ଲାମାବାଦ,୧୭।୩: ସାରା ବିଶ୍ୱରେ କରୋନା ଆତଙ୍କ ଖେଳାଇଥିବା ବେଳେ ଏହା କବଳରେ ଏପର୍ଯ୍ୟନ୍ତ ୧୬୦ ଦେଶ ରହିଛି। ଏଥିରୁ ପାକିସ୍ତାନ ମଧ୍ୟ ବର୍ତ୍ତି ପାରିନାହିଁ। ପାକିସ୍ତାନରେ...

ପାକିସ୍ତାନରେ ଭାଙ୍ଗିଦେଲେ ଗଣେଶ ମନ୍ଦିର

ନୂଆଦିଲ୍ଲୀ, ୬।୮: ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଥିବା ଏକ ଗଣେଶ ମନ୍ଦିରକୁ ଶହ ଶହ ଲୋକ ଭାଙ୍ଗି ଦେଇଛନ୍ତି। ସ୍ଥାନୀୟ ସେମିନାରିରେ ପରିସ୍ରା କରିବା ଅଭିଯୋଗରେ...

ଚାଇନାର ନାହିଁ ବିବେକ: ନିଜ ସୈନ୍ୟଙ୍କ ମୃତଦେହ ଚିହ୍ନିବାକୁ କଲା ମନା

ବେଜିଂ, ୧୪।୭: ଚାଇନାର ଯେ, ବିବେକ ନାହିଁ ତାହା ଏବେ ଜଣାପଡ଼ିଛି। ଗଲଓ୍ବାନ ଘାଟିରେ ଜୁନ୍‌ ୧୫ରେ ଭାରତ ଏବଂ ଚାଇନା ସୈନ୍ୟଙ୍କ ମଧ୍ୟରେ ହିଂସ୍ରକ...

ମୋଦିଙ୍କ ଭାଷଣ ଶୁଣିବାକୁ ନାମ ପଞ୍ଜୀକରଣ କଲେ ୫୦ ହଜାର ଲୋକ

ହଷ୍ଟନ,୨୩।୮: ଆସନ୍ତା ମାସରେ ଆମେରିକାର ହଷ୍ଟନଠାରେ ଥିବା ଏନ୍‌ଜିଆର୍‌ ଷ୍ଟାଡିୟମରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ମୋଦିଙ୍କ ଉଦ୍‌ବୋଧନ ଶୁଣିବା...

ଭିଡ଼ିଓ ଗେମ୍‌ ଖେଳି ଗୋଟେ ମାସରେ କମାଇଲେ ୯ କିଲୋ ଓଜନ…

ମାନିଲା, ୧୪।୧: ମେଦବହୁଳତାରୁ ରକ୍ଷା ପାଇଁ କେତେକ ଲୋକ ଭିନ୍ନ ଭିନ୍ନ ଉପାୟ କରିଥାନ୍ତି। ତେବେ ଭିଡ଼ିଓ ଗେମ୍‌ ଖେଳି ଓଜନ କମାଇବା ଶୁଣିଲେ ଯେ...

ନ୍ୟୁୟର୍କରୁ ମିଳିଲା ଦୋମୁହାଁ ମାଛ

ନ୍ୟୁୟର୍କ, ୨୨।୮: ନ୍ୟୁର୍କରେ ଜଣେ ମାଛ ଧରାଳି ଦୋମୁହାଁ ମାଛ ଧରିଛନ୍ତି। ଯାହା ଏବେ ସୋସିଆଲ ମିଡିଆରେ ଖୁବ ଚର୍ଚ୍ଚାର ବିଷୟ ହୋଇଛି। ନ୍ୟୁୟର୍କରେ ଡେବୀ...

Advertisement


Archives

Model This Week