ବସ୍‌ଙ୍କୁ ମେସେଜ୍‌ କରି ଚାକିରି ହରାଇଲେ ମହିଳା କର୍ମଚାରୀ

ବେଜିଂ,୨୦।୬: ଚାଇନାର ଏକ କମ୍ପାନୀରେ କାମ କରୁଥିବା ଜଣେ ମହିଳାଙ୍କୁ ସାମାନ୍ୟ କାରଣ ପାଇଁ ଚାକିରି ହରାଇବାକୁ ପଡିଛି। କାରଣ ହେଉଛି ସେ ତାଙ୍କ ବସ୍‌ଙ୍କ ପାଖକୁ ଏମିତି କିଛି ମେସେଜ୍‌ କରିଛନ୍ତି ଯାହା ତାଙ୍କୁ ମହାଙ୍ଗା ପଡିଛି। ମହିଳା ଜଣକ ବସ୍‌ଙ୍କ ମେସେଜ୍‌ର ଉତ୍ତର ଦେବା ବେଳେ ଓକେ ଲେଖି ଏକ ଇମୋଜି ସେଣ୍ଡ କରି ଦେଇଥିଲେ। ଏତିକି ମାତ୍ର ଭୁଲ୍‌ ପାଇଁ ତାଙ୍କୁ ଚାକିରି ହରାଇବାକୁ ପଡିଛି। କାରଣ ବସ୍‌ଙ୍କ ପାଖକୁ ଇମୋଜି ପଠାଇବା କମ୍ପାନୀ ନିୟମ ବାହାରେ। ତେଣୁ ସେ କମ୍ପାନୀର ନିୟମ ଭଙ୍ଗ କରିଥିବାରୁ ତାଙ୍କୁ ଚାକିରିଟି ହରାଇବାକୁ ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ସହ ଏସ୍‌-୪୦୦ ମିଶାଇଲ୍‌ ଡିଲ୍‌: ହଟିବ ଆମେରିକାର ସିଏଏଟିଏସ୍‌ଏ କଟକଣା

ଓ୍ବାଶିଂଟନ,୧୫ା୭: ରୁଷିଆଠାରୁ ୫ଟି ଏସ୍‌-୪୦୦ ଏୟାର ଡିଫେନ୍ସ ମିଶାଇଲ ସିଷ୍ଟମ କିଣିବା ପାଇଁ ଭାରତର ଚୁକ୍ତି ଆଗରେ ଥିବା ପ୍ରତିବନ୍ଧକ ଏକପ୍ରକାର ହଟିଛି। ଆମେରିକାର ପ୍ରତିନିଧି...

ଇମ୍ରାନଙ୍କ ଆସନ ଟଳମଳ

ଇସଲାମାବାଦ୍‌,୧୮।୩: ପାକିସ୍ତାନର ଇମ୍ରାନ ଖାନ ସରକାର ଉପରେ ସଙ୍କଟର ବାଦଲ ଛାଇ ଯାଇଛି। ଇମ୍ରାନଙ୍କ ଗାଦିରୁ ହଟାଇବା ପାଇଁ ତାଙ୍କ ନିଜ ଦଳ ତେହେରିକ-ଇ-ଇନସାଫ (ପିଟିଆଇ)ର...

ଘରେ ମଜା କରୁଛନ୍ତି ମୁମ୍ବାଇ ଆକ୍ରମଣ ମାଷ୍ଟରମାଇଣ୍ଡ

ଲାହୋର,୨୭।୧୧: ୨୬/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ପାକିସ୍ତାନର କୁଖ୍ୟାତ ଆତଙ୍କବାଦୀ ହଫିଜ ସଇଦ ନିଜ ଲାହୋରସ୍ଥିତ ଘରେ ରହି ମଜା କରୁଛନ୍ତି। ପାକିସ୍ତାନ ସଂଗଠନ...

କରତାରପୁର କରିଡର: ଦର୍ଶନ ପାଇଁ ଶିଖ ଶ୍ରଦ୍ଧାଳୁଙ୍କୁ ୨୦ ଡଲାର ମାଗୁଛି ପାକିସ୍ତାନ

ଇସ୍‌ଲାମାବାଦ,୧୫।୧୦: ଆର୍ଥିକ ମାନ୍ଦାବସ୍ଥା ଦେଇ ଗତି କରୁଥିବା ପାକିସ୍ତାନ ଏବେ ଭାରତୀୟ ଶିଖ ଶ୍ରଦ୍ଧାଳୁଙ୍କଠାରୁ ଚାନ୍ଦା ମାଗିବାକୁ ଯୋଜନା ପ୍ରସ୍ତୁତ କରି ସାରିଛି। ପାକିସ୍ତାନ କରତାରପୁର...

ନିଜକୁ ହିନ୍ଦୁ କହିଲେ ମୀନା ହାରିସ୍‌

ଓ୍ବାଶିଂଟନ୍‌, ୮ା୨: ଦିଲ୍ଲୀରେ କୃଷକ ଆନ୍ଦୋଳନକୁ ସମର୍ଥନ କରି ଚର୍ଚ୍ଚାରେ ଥିବା ଆମେରିକା ଉପରାଷ୍ଟ୍ରପତି କମଲା ହାରିସ୍‌ଙ୍କ ଝିଆରୀ ମୀନା ହାରିସ୍‌ ଟ୍ରୋଲ୍‌ର ଶିକାର ହୋଇଛନ୍ତି।...

କୋଟି କୋଟି ଲୋକଙ୍କ ଜୀବନ ବଞ୍ଚାଇଛି ଭାରତୀୟ ଟିକା: ମୋଦି

ବର୍ଲିନ,୨୬।୬: ୪୮ତମ ଜି-୭ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜର୍ମାନୀ ଗସ୍ତରେ ଯାଇଛନ୍ତି। ମୁନିକରେ ପହଞ୍ଚି ସେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ...

‘ୟୁକ୍ରେନ୍‌କୁ ସଫା କରିଦେବାକୁ ଚାହୁଁଛି ରୁଷିଆ’

ଓ୍ବାଶିଂଟନ୍‌,୧୩।୪:ୟୁକ୍ରେନ-ରୁଷିଆ ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍‌ ପୁଣି ଥରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଟାର୍ଗେଟ କରିଛନ୍ତି। ବାଇଡେନ୍‌ କହିଛନ୍ତି, ପୁଟିନ ୟୁକ୍ରେନରେ...

କରୋନା ସଂକ୍ରମିତଙ୍କ ମୃତ୍ୟୁରେ ରାଷ୍ଟ୍ରୀୟ ଶୋକ ପାଳନ କଲା ଚାଇନା

ବେଜିଂ,୪।୪: କରୋନା ଭାଇରସ ଏବେ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ଚାଇନାରୁ ଆରମ୍ଭ ହୋଇଥିବା କରୋନାରେ ଏବେ ପ୍ରାୟ ୬୦ ହଜାର ଲୋକଙ୍କ ଜୀବନ...

Advertisement
Archives

Model This Week