ବସ୍‌ରୁ ୬୦ ହଜାର ଟଙ୍କାର ଏସିଡ୍‌ ଜବତ: ୩ ଅଟକ

ବାଲେଶ୍ୱର ଅଫିସ/ବସ୍ତା,୭।୯(ନି.ପ୍ର.): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ୬୦ ନଂ. ଜାତୀୟ ରାଜପଥ ଦେଇ ଯାଉଥିବା ଏକ ଘରୋଇ ବସ୍‌ରୁ ଶୁକ୍ରବାର ବିଳମ୍ବିତ ରାତିରେ ପୋଲିସ ଚୋରା ଏସିଟିକ୍‌ ଏସିଡ୍‌ ଜବତ କରିଛି। ଚୋରାଚାଲାଣ ଅଭିଯୋଗରେ ବସ୍‌ର ୩ କର୍ମଚାରୀଙ୍କୁ ପୋଲିସ ଅଟକ ରଖି ପଚରାଉଚରା ଜାରି ରଖିଛି।
ସୂଚନାଯୋଗ୍ୟ, କଲିକତାରୁ ଧାମରା ଯାଉଥିବା ଉକ୍ତ ବସରେ ଏସିଡ୍‌ ଚୋରା ଚାଲାଣ ହେଉଥିବା କୌଣସି ସୂତ୍ରରୁ ପୋଲିସ ଖବର ପାଇଥିଲା। ମଥାନୀ କଟିପୋଲସ୍ଥ ଏକ ଢାବା ନିକଟରେ ପୋଲିସ ଚଢ଼ାଉ କରି ଏସିଡ୍‌ ଜବତ କରିଥିଲା। ଯାହାର ଆନୁମାନିକ ମୂଲ୍ୟ ୬୦ ହଜାରୁ ଊର୍ଦ୍ଧ୍ୱ ଟଙ୍କା ହେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପରଲୋକରେ ବିଶିଷ୍ଟ କଳାକାର

ଖଇରା, ୧୫ା୬(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ନନ୍ଦୁର ଗ୍ରାମର ଭଗବାନ ନାୟକ(୮୭)ଙ୍କର ଶନିବାର ରାତିରେ ପରଲୋକ ହୋଇଯାଇଛି। ଗାଁରେ ବିଭିନ୍ନ ଯୁବକ ସଂଘ ତରଫରୁ...

ଜଳେଶ୍ୱର ଆସିବାକୁ ପଞ୍ଜୀକରଣ କଲେ ୫୬୩୮ ଶ୍ରମିକ

ଜଳେଶ୍ୱର, ୩୦ା୪ (ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକର ୩୫ ପଞ୍ଚାୟତର ପ୍ରାୟ ୨ଲକ୍ଷ ୧୦ହଜାର ଲୋକ ବସବାସ କରନ୍ତି। ଏଥିରୁ ୨୧ହଜାର ବ୍ୟକ୍ତି ଅନ୍ୟ ରାଜ୍ୟରେ...

CORONAVIRUS UPDATE: ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୧୦୦ ଛୁଇଁଲା

ଭୁବନେଶ୍ୱର,୨୫।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୬କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ରେ ପହଞ୍ଚିଛି। ସମସ୍ତ ଆକ୍ରାନ୍ତ ଯାଜପୁର ଜିଲ୍ଲାର ଏବଂ...

ବରୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦ ହାତେଇଲା ଭାଜପା: ମିଠା ବାଣ୍ଟି ଖୁସି ମନାଇଲେ ରସୁଲପର ବ୍ଲକ ଅଞ୍ଚଳର ଦଳୀୟ କର୍ମୀ

ରସୁଲପୁର,୨୨ା୮(ଡି.ଏନ୍‌.ଏ.): ବରୀ ପଞ୍ଚାୟତ ସମିତି ଅଧ୍ୟକ୍ଷା ଉପନିର୍ବାଚନ ବୁଧବାର ସରିଛି।ଦୀର୍ଘଦିନ ଧରି ଲାଗିରହିଥିବା ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟି ନିର୍ବାଚନ ଫଳ ଭାଜପା ସପକ୍ଷରେ...

ଖୋର୍ଦ୍ଧାରୁ ୧୯ କରୋନା ପଜିଟିଭ୍‌ ଚିହ୍ନଟ

ଖୋର୍ଦ୍ଧା ଅଫିସ,୪।୬: ଖୋର୍ଦ୍ଧା ଉପଖଣ୍ଡରେ ଗୁରୁବାର ପୁଣି ୧୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବାଲୁଙ୍ଗାରୁ ୫, ଟାଙ୍ଗରିୁ ୮, ବେଗୁନିଆ ୨...

ପୁଣି ଓଡ଼ିଶାମୁହାଁ ଛତିଶଗଡ଼ ହାତୀପଲ

ରାଇଘର, ୬।୧(ଡି.ଏନ୍‌.ଏ.): ଛତିଶଗଡ଼ରୁ ପୁଣି ହାତୀପଲ ଓଡ଼ିଶାମୁହାଁ ହୋଇଛନ୍ତି। ସେମାନଙ୍କୁ ରୋକିବାକୁ ରାଇଘର ବନ ବିଭାଗ ପ୍ରୟାସ ଚଳାଇଛି। ବନ ବିଭାଗ କର୍ମଚାରୀ ଲୋକଙ୍କୁ ସଚେତନ...

ବନ୍ଧୁକ ଦେଖାଇ ଅପହରଣ ଘଟଣା: ୪ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ

ବଲାଙ୍ଗୀର ଅଫିସ,୧୯ା୭: ବନ୍ଧୁକ ଦେଖାଇ ଅପହରଣ ଓ ଡକାୟତି ଘଟଣାରେ ଟାଉନ ଥାନା ପୋଲିସ ୪ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗିରଫ କରିଥିବା ସୂଚନା ଦେଇଛି। ଗିରଫ...

କାଏମ ରହିଲା ୧୪ ନାମାଙ୍କନ

ଝାରସୁଗୁଡ଼ା ଅଫିସ,୧୩ା୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ସମୁଦାୟ ୧୪ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିଲେ। ଗୁରୁବାର ଯାଞ୍ଚ ପରେ ସମସ୍ତ ନାମାଙ୍କନପତ୍ର କାଏମ ରହିଛି ବୋଲି...

Advertisement
Archives

Model This Week