ଭଞ୍ଜନଗର,୧୫।୫(ଡି.ଏନ.ଏ)- ଗୁଜରାଟରୁ ଓଡ଼ିଶାକୁ ଟ୍ରେନ୍ ସେବା ଆରମ୍ଭ ପରେ ବସ୍ ସେବା ବନ୍ଦ ହୋଇଯାଇଥିଲା। କିନ୍ତୁ ଗୁରୁବାର କରସିଙ୍ଗି ଦେଇ ଗଞ୍ଜାମକୁ ଗୋଟିଏ ବସ୍ରେ ଗୁଜରାଟର ବିଭିନ୍ନ ଅଞ୍ଚଳରୁ ୩୮ଜଣ ପ୍ରବାସୀ ଓଡ଼ିଆ ଆସିଛନ୍ତି। ଏହାପରେ ପ୍ରଶାସନ ପକ୍ଷରୁ ସେମାନଙ୍କୁ ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟରରେ ରଖାଯାଇଛି। ଅପରପକ୍ଷେ ଟ୍ରେନ୍ରେ ଆସୁଥିବା ପ୍ରବାସୀ ଓଡ଼ିଆଙ୍କୁ ମଧ୍ୟ ସମନ୍ବୟ ଅଭାବରୁ ନିର୍ଦ୍ଦାରିତ ସ୍ଥାନରେ ଠିକ୍ରେ ରଖାଯାଇ ପାରୁନାହିଁ। ଗୁରୁବାର ଟ୍ରେନରେ ଆସିଥିବା ୧୪ ପ୍ରବାସୀ ଓଡ଼ିଆ ଫୁଲବାଣୀ ଯିବାର ଥିଲା। କିନ୍ତୁ ବସ୍ ଆଣି ଭଞ୍ଜନଗରରେ ଛାଡ଼ି ଦେଇଥିଲା। ସେମାନେ ଏଣେତେଣେ ବୁଲୁଥିବାବେଳେ ବିଡ଼ିଓ ଅନିଲ ସେଠୀ ପହଞ୍ଚତ୍ ବିଭିନ୍ନ କ୍ୱାରାଣ୍ଟାଇନ୍ ସେଣ୍ଟରରେ ରଖିଥିଲେ।
ବସ୍ରେ ଗୁଜରାଟରୁ ଆସିଲେ ୩୮ଜଣ ଫୁଲବାଣୀ ପ୍ରବାସୀ: ଓଡ଼ିଆଙ୍କୁ ଭଞ୍ଜନଗରରେ ଓହ୍ଲାଇ ଦେଲା ବସ୍
Posted inଆମ ଜିଲା ଖବର, ଗଞ୍ଜାମ View All
ସମ୍ବଲପୁରରେ ପାଳିତ ହେଲା ନୂଆଁଖାଇ; ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ
ସମ୍ବଲପୁର,୧୫।୯(ପ୍ରମୋଦ ବହିଦାର): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ସାରା ସମ୍ବଲପୁର ଉତ୍ସବମୁଖର ହୋଇଉଠିଛି । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ…
ଭାରସାମ୍ୟ ହରାଇ ବାଇକ ସହ ଗଛରେ ପିଟିହେଲେ ଯୁବକ, ତାପରେ…..
ଉଦଳା,୧୫।୯(ସନ୍ତୋଷ ବାଛିନୀ): ଭୟଙ୍କର ଦୁର୍ଘଟଣା। ଦୃତଗତିରେ ବାଇକ ଚଲାଇ ଆସୁଥିବା ବେଳେ ଏକ ଗଛରେ ପିଟି ହୋଇ ତଳେ ପଡିଯାଇଥିଲେ ଯୁବକ । ଦୁର୍ଘଟଣା ଏତେ ଭୟଙ୍କର…
ଦଧିବାମନ ମନ୍ଦିରରେ ଲାଗି ହେଲା ନବାନ୍ନ, ଇଷ୍ଟ ଦେବୀଙ୍କ ପାଖରେ ଅର୍ପଣ କରି…
ଭବାନୀପାଟଣା,୧୫।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ସହରର ସର୍ବ ପୁରାତନ ଦଧିବାମନ ଜୀଉଙ୍କ ମନ୍ଦିରରେ ନବାନ୍ନ ଲାଗି ହୋଇଛି । ପୂର୍ବ ନିର୍ଦ୍ଧାରିତ ଲଗ୍ନ…
ପାଣିରେ ପାଦ ଦେଉ ଦେଉ ମହିଳାଙ୍କୁ ଟାଣିନେଲା ବଉଳା କୁମ୍ଭୀର, ଏକ କିଲୋମିଟର ଦୂରରେ ଘଟିଲା…..
ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡା ଜିଲାର ନଦୀରେ ମାଳ ମାଳ କୁମ୍ଭୀରମାନଙ୍କ ଉପଦ୍ରବ ଦିନକୁ ଦିନ ବଢ଼ିବାରେ ଲାଗିଛି । ଏଥି ପାଇଁ ବନ ବିଭାଗ ଅଧିକାରୀଙ୍କ…
ବିଏସଏଫ ଯବାନ ତୁଷାର ବାଗଙ୍କୁ ଥୁଆମୂଳ ରାମପୁରରେ ଭବ୍ୟ ସମ୍ବର୍ଦ୍ଧନା
ଥୁଆମୂଳ ରାମପୁର,୧୫।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ର ଜଣେ ଶ୍ରମିକ ଦିନ ମଜୁରିଆଙ୍କ ପୁଅ ତୁଷାର ବାଗ ଭାରତୀୟ ସୀମା ସୁରକ୍ଷା ବଳ (ବିଏସ୍ଏଫ୍)ରେ…
ସୁନାମି ଆସିବା ୪୫ ମିନିଟ୍ ପୂର୍ବରୁ ମିଳିବ ସତର୍କ ସୂଚନା, ମହାକାଳପଡ଼ାର ୧୮ ଗାଁରେ ଆଲର୍ଟ ଟାୱାର
ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ୧୮ ଗାଁରେ ସ୍ଥାପନ ହୋଇଛି ସୁନାମି ଆଲର୍ଟ ଟାୱାର । ବ୍ଲକର ତନ୍ତିଆପାଳ, ଶାସନ,…
ଗୁଣ୍ଡିରିବାଡିରେ ହାତୀ ଆତଙ୍କ; ଗୋଦାମ ଭାଙ୍ଗି ଚାଉଳ ଖାଇଲା; ଭୟରେ ଗ୍ରାମବାସୀ
ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଗୁଣ୍ଡିରିବାଡି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଟିଏ ହାତୀ ପଶି ଆତଙ୍କ…
ଦାରିଙ୍ଗବାଡ଼ିର ଦୁର୍ଗମ ପାହାଡ଼ରୁ ମେଡିକାଲ କଲେଜ: ୩ ବର୍ଷରେ NEET କ୍ଲିୟର କଲେ ୮ ଛାତ୍ରୀଛାତ୍ର
ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ଓଡିଶାର କାଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡି ଏକ ବୃହତ ବ୍ଲକ ଭାବେ ପରିଚିତ । ଏଠାରେ ବଣ, ଜଙ୍ଗଲ ଘେରା ଦୁର୍ଗମ ପାହାଡ଼ ଉପରେ…

