ବସ୍‌ର କାଚ ଭାଙ୍ଗି ଜେଲ୍‌ ଗଲେ ଦୁଇ ଯୁବକ

ଭବାନୀପାଟଣା,୨୫।୧(ଡି.ଏନ୍‌.ଏ.) : ଏକ ଘରୋଇ ବସ୍‌ର କାଚ ଭାଙ୍ଗିବା ଅଭିଯୋଗରେ ଟାଉନ ଥାନା ପୋଲିସ କଳାହାଣ୍ଡି ଜିଲା ଭବାନୀପାଟଣାର ୨ ଯୁବକଙ୍କୁ ଗିରଫ କରି ଶୁକ୍ରବାର ସନ୍ଧ୍ୟାରେ କୋର୍ଟଚାଲାଣ କରିଛି।
ସୂଚନା ଅନୁଯାୟୀ, ଗତ ୨୧ ତାରିଖ ରାତି ପ୍ରାୟ ୧୦ଟାରେ ନବରଙ୍ଗପୁର ଜିଲା କୁନ୍ଦେଇରୁ ଭୁବନେଶ୍ୱର ଯାଉଥିବା ଏକ ଘରୋଇ ବସ୍‌କୁ ଭବାନୀପାଟଣା ଆମ୍ବଗଛପଡ଼ା ଛକରେ ୨ ଯୁବକ ଅଟକାଇ ଗାଳିଗୁଲଜ କରିଥିଲେ। ଏହା ସହିତ ଟେକାପଥର ମାଡ଼ କରି କାଚ ଭାଙ୍ଗି ଦେଇଥିଲେ। ଥାନାରେ ଏ ନେଇ ଅଭିଯୋଗ ପରେ ଏସ୍‌ଆଇ ଶିବ ପ୍ରସାଦ ଭଦ୍ର ଏକ ମାମଲା ରୁଜୁ କରି ତଦନ୍ତ କରୁଥିଲେ। ଗିରଫ ଅଭିଯୁକ୍ତ ଆମ୍ବଗଛପଡ଼ାର ରଞ୍ଜିତ ବାଗ (୨୫) ଓ କ୍ଷିତିଶ ହରପାଲ (୨୧) ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲଟିଂ ହେଉଥିବା ଅଞ୍ଚଳରେ ଲାଗୁଛି ଷ୍ଟ୍ରିଟ୍ ଲାଇଟ୍‌: ଆବଶ୍ୟକ ସ୍ଥାନରେ ନାହିଁ, ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ହଟାଇବାକୁ….

ପୁରୁଷୋତ୍ତମପୁର, ୨୧।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ସହରରେ ଆବଶ୍ୟକ ସ୍ଥାନରେ ଷ୍ଟ୍ରିଟ୍ ଲାଇଟ୍ ଲଗାଇବା ଦାବିରେ ଦିବ୍ୟାଙ୍ଗ ଯୁବ ଆଇନଜୀବୀ ସନ୍ତୋଷ…

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

କଲ୍ୟାଣସିଂହପୁର ସେରିଗୁମାଠାରେ ଭାଜପାର ମିଶ୍ରଣ ପର୍ବ: ବିଭିନ୍ନ ଦଳ ଛାଡ଼ି ପଦ୍ମ ଧରିଲେ ୨୦୦ କର୍ମୀ

କଲ୍ୟାଣସିଂହପୁର,୨୧।୭( ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ମାଝିଗୁଡ଼ା ମଣ୍ଡଳର ସେରିଗୁମା ଠାରେ ଭାରତୀୟ ଜନତା ପାର୍ଟି (ଭାଜପା ) ପକ୍ଷରୁ…

ଆସିଲା ଆଜ୍ଞାମାଳ: ରଥ ନେବ ଦକ୍ଷିଣ ମୋଡ଼

ପୁରୀ,୨୧ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା…

ଭିଟାମାଟି ଛାଡ଼ିଲେ ନାହିଁ ଗ୍ରାମବାସୀ: ଅସ୍ତ୍ର ଶସ୍ତ୍ର ପୂଜାର୍ଚ୍ଚନା କରି ନେଲେ ଶପଥ, ପ୍ରଶାସନ ନାକେଦମ

ବଲାଙ୍ଗୀର, ୨୧।୭ ( ସୁନିଲ କୁମାର ମହାନ୍ତି): ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ସକାଳୁ ଜିଲା ପ୍ରଶାସନ ପକ୍ଷରୁ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ…

୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ 

ସୁନ୍ଦରଗଡ/ କୁଆଁରମୁଣ୍ଡା,୨୧।୭(ଜୟ ନାରାୟଣ ମେଣ୍ଡୁଳି/ ମହେନ୍ଦ୍ର କୁମାର ସାହୁ ): ସୁନ୍ଦରଗଡ ଜିଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ ଲାଞ୍ଚ ନେଉଥିବା ବେଳେ…

ଭିସୁଟ୍‌ରେ ତେଜୁଛି ଛାତ୍ର ଆନ୍ଦୋଳନ: ହଷ୍ଟେଲ ସମସ୍ୟା-ନିମ୍ନମାନର ଖାଦ୍ୟକୁ ନେଇ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ସମ୍ବଲପୁର,୨୧।୭(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ଦ୍ୱିତୀୟ ବର୍ଷର ଛାତ୍ରୀଛାତ୍ର ବ୍ୟାପକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ବିଶ୍ୱବିଦ୍ୟାଳୟ ଓ ଛାତ୍ରାବାସରେ ଦେଖାଦେଇଥିବା ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri