ବସ୍‌ କର୍ମଚାରୀଙ୍କୁ ଆକ୍ରମଣ, ୨ ଅଟକ

ଭଞ୍ଜନଗର,୪।୧୧(ଡି.ଏନ.ଏ)-ଭଞ୍ଜନଗର ବସ୍‌ଷ୍ଟାଣ୍ଡରେ ଦିନକୁ ଦିନ ଅସାମାଜିକ କାର୍ଯ୍ୟାକଳାପ ବଢ଼ୁଛି। କେତେବେଳେ ଘରୋଇ ବସ୍‌ ଆଗପଛ ଯିବାକୁ ନେଇ କର୍ମଚାରୀ- କର୍ମଚାରୀ ମଧ୍ୟରେ ବିବାଦ ହେଉଛି ତ ଆଉ କେତେବେଳେ ବସ୍‌ରୁ ଅତ୍ୟଧିକ ଚାନ୍ଦା ଆଦାୟକୁ ନେଇ ମାଲିକ ଅସନ୍ତୋଷ ବ୍ୟକ୍ତ କରୁଛନ୍ତି । ଗୁରୁବାର ଗାଲେରିରୁ ଏକ ବସ ଭଞ୍ଜନଗର ଆସୁଥିଲା। ବସ୍‌ଷ୍ଟାଣ୍ଡକୁ ବସ ଆସିବା ପରେ ସେଠାରେ ରହୁଥିବା କେତେଜଣ ଯୁବକ ହେଲ୍‌ପରଙ୍କୁ ଆକ୍ରମଣ କରିଥିଲେ। ଏ ନେଇ ହେଲପର ଥାନାରେ ରବିବାର ଅଭିଯୋଗ କରିଥିଲେ । ପୋଲିସ ସୋମବାର ଆକ୍ରମଣ କରିଥିବା ୨ଜଣଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି । ଅନ୍ୟପକ୍ଷରେ ଏହି ବିବାଦ ଆଗାମୀ ଦିନରେ ବଢ଼ିବା ସମ୍ଭାବନା ରହିଛି । ତେଣୁ ପୋଲିସ ପ୍ରଶାସନ ଆବଶ୍ୟକ ପଦକ୍ଷେପ ନେବା ଆବଶ୍ୟକ ହୋଇପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ବିଦ୍ୟାଳୟ ପରିଦର୍ଶନ କଲେ ସରପଞ୍ଚ: ମୁଖ୍ୟ ଫାଟକ ନିର୍ମାଣ ପାଇଁ ପ୍ରଧାନଶିକ୍ଷୟତ୍ରୀଙ୍କୁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡ଼ି,୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ରାପଡ଼ାବାଡ଼ି ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦେଖାଦେଇଥିବା ବିଭିନ୍ନ ଅବ୍ୟବସ୍ଥା ଓ ସମସ୍ୟାର ସମାଧାନ ପାଇଁ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ଗଞ୍ଜାମ ଭାଜପାର ନୂଆ କର୍ମକର୍ତ୍ତା ଘୋଷଣା: ସରୋଜ ଦାସ ଜିଲା ଉପସଭାପତି, ଦୀପକ ବେହେରା…

ଛତ୍ରପୁର,୨୯।୯(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି (ଭାଜପା) ଗଞ୍ଜାମ ଜିଲା ସଭାପତି ସରୋଜ ସାବତ ଏବଂ ଅନୁସୂଚିତ ଜାତି ମୋର୍ଚ୍ଚା ରାଜ୍ୟ ସଭାପତି ବାଇଧର ମଲ୍ଲିକଙ୍କ ଅନୁମୋଦନ…

ବାରହା ଆକ୍ରମଣରେ ଗାଈ ଜଗାଳି ଗୁରୁତର: ପୋଷା ବାରହାକୁ ନେଇ ବନ ବିଭାଗର ଭୂମିକା ଉପରେ ପ୍ରଶ୍ନବାଚୀ

ଖଜୁରୀପଡ଼ା,୨୯।୯(ବିଦୁର ବେହେରା): ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ କୁମ୍ଭେଇଗୁଡ଼ା ଗ୍ରାମର ଗୋପାଳ ବେହେରା (୫୦) ଗୁରୁବାର ନେଡ୍ରିଖୋଲ ଗ୍ରାମର ଝରନିଖୋଲ ନିକଟରେ ଗାଈ ଚରାଉଥିବା ସମୟରେ ଏକ ପୋଷା…

ଜୁନାଗଡ଼ ବ୍ଲକ୍ PEO ସଂଘର ସାଧାରଣ ପରିଷଦ ବୈଠକ: ପୁନର୍ବାର ସଭାପତି ଭାବେ ଆକାଶ ସାହୁ ମନୋନୀତ

ଜୁନାଗଡ଼,୨୯।୯ (ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅପରାହ୍ନରେ ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (PEO) ସଂଘର ସାଧାରଣ ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?