ବସ୍‌ ଚକାତଳେ ବୃଦ୍ଧଙ୍କ ଜୀବନ ଗଲା, ଡ୍ରାଇଭର ଅଟକ

ବୁଗୁଡ଼ା,୪।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅନ୍ତର୍ଗତ ବରଡ଼ିପଲ୍ଲୀ ମୁଖ୍ୟସଡ଼କରେ ସୋମବାର ଭୋର୍‌ ସମୟରେ ଏକ ଘରୋଇ ବସ୍‌ ଚକା ଚଳେ ଜଣେ ବୃଦ୍ଧଙ୍କ ଜୀବନ ଯାଇଛି। ମୃତକ ହେଲେ ବରଡ଼ିପଲ୍ଲୀ ଗ୍ରାମର ନାର୍ସୁ ପ୍ରଧାନ (୭୫)।
ସୂଚନାଯୋଗ୍ୟ, ତାଳଚେରରୁ ବ୍ରହ୍ମପୁର ଆସୁଥିବା ଏକ ଯାତ୍ରୀବାହୀ ବସ୍‌ ବୁଗୁଡ଼ା ନିକଟସ୍ଥ ବରଡ଼ିପଲ୍ଲୀ ମୁଖ୍ୟ ସଡ଼କରେ ସଂପୃକ୍ତ ବୃଦ୍ଧଙ୍କ ଉପରେ ମାଡ଼ି ଯାଇଥିଲା। ଗ୍ରାମବାସୀ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବୁଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଦୁର୍ଘଟଣା ଘଟାଇ ଦ୍ରୁତଗତିରେ ଚାଲିଯାଉଥିବା ବସ୍‌ଟିକୁ ସ୍ଥାନୀୟ ପୋଲିସ ବାଲିପଦର ନିକଟରେ ଅଟକାଇ ଡ୍ରାଇଭରଙ୍କୁ ଫାଣ୍ଡିରେ ଅଟକ ରଖିଥିବାବେଳେ କେସ୍‌ ନଂ.୨୪୮/୧୯ରେ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୮ ପାନ ଦୋକାନରୁ ଜରିମାନା ଆଦାୟ

ଛତ୍ରପୁର,୨୨ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସହର ଓ ବାଇପାସ ଅଞ୍ଚଳରେ ଥିବା ସମସ୍ତ ପାନ ଦେକାନକୁ ଏକ ସ୍ପେଶାଲ ସ୍କ୍ବାଡ ଚଢ଼ାଉ କରି ଯାଞ୍ଚ କରିଛନ୍ତି...

ଆଜିଠୁ ମାଟ୍ରିକ୍‌ ଖାତା ରିଚେକିଂ ପାଇଁ ଆବେଦନ କରିପାରିବେ ଛାତ୍ରୀଛାତ୍ର

କଟକ ଅଫିସ,୨୩।୫: ଆଜିଠୁ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ। ଯଦି ଯେଉଁ ଛାତ୍ରୀଛାତ୍ର ଫଳାଫଳକୁ ନେଇ ଅସନ୍ତୁଷ୍ଟ ବା...

ଫେରିଛି ‘ତେଲିଙ୍ଗି ବାଜା’ଚମକ

ଢେଙ୍କାନାଳ ଅଫିସ, ୧।୧୧: ଏବେ ଡିଜିଟାଲ ଯୁଗ। ବଦଳିଛି ଜୀବନଶୈଳୀ। ପୋଷାକ ପରିଚ୍ଛଦ, ଖାଦ୍ୟପେୟ, ନୃତ୍ୟଗୀତ ସବୁକିଛିରେ ବାରି ହୋଇପଡୁଛି ଆଧୁନିକତାର ଛୁଙ୍କ୍‌। ଜୀବନକୁ ଭିନ୍ନ...

କରୋନା ସହାୟତା: ପ୍ରତ୍ୟେକ ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ ୫ ହଜାର ଟଙ୍କା

ପୁରୀ ଅଫିସ, ୧୭।୪: କରୋନା କଟକଣା ପାଇଁ ଗତ ମାସ ୨୦ ତାରିଖରୁ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ ରହିଛି। ଫଳରେ ସେବାୟତଙ୍କ ଆର୍ଥିକ ସ୍ଥିତି...

ଚନ୍ଦନପୁର ମଦ ମୃତ୍ୟୁ ଘଟଣା: ୬ ମାସ ପରେ ବି ଆସିଲାନି ଭିସେରା ରିପୋର୍ଟ

ଅନୁଗୋଳ ଅଫିସ, ୧।୭:  ଅନୁଗୋଳ ଜିଲା ବନ୍ତଳା ଥାନା ଚନ୍ଦନପୁରଠାରେ ଏକ କୁକୁଡା ଫାର୍ମରେ ବିଷାକ୍ତ ମଦ ପିଇ ଦୁଇ ଜଣ ମହିଳାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ...

ଦକ୍ଷତାବିହୀନ ୫ କର୍ମଚାରୀଙ୍କୁ ପ୍ରାକ୍‌ ଅବସର ନୋଟିସ

ଛତ୍ରପୁର,୧-୧(ଡି.ଏନ୍‌.ଏ.):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫-ଟି କାର୍ଯ୍ୟକ୍ରମର ମାନଦଣ୍ଡରେ ପ୍ରଶାସନିକ କାର୍ଯ୍ୟ ନିର୍ବାହ କରିବା ବାଧ୍ୟତାମୂଳକ ରହିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ...

ପୁରୁଷୋତ୍ତମପୁରରେ ସ୍ବାଧୀନତା ଦିବସ: ଜାଣନ୍ତୁ କେଉଁଠି କିଏ କଲେ ପତାକା ଉତ୍ତୋଳନ

ପୁରୁଷୋତ୍ତମପୁର,୧୫।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ୭୪ ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ଏବଂ...

କଟକଣା ନ ମାନି କାରବାର

ଅନୁଗୋଳ ଅଫିସ, ୨୪।୪ ଅନୁଗୋଳ ଜିଲାରେ କରୋନାର ଦ୍ରୁତ ସଂକ୍ରମଣ ଜାରି ରହିଛି। ବିଶେଷକରି ଅନୁଗୋଳ, ତାଳଚେର ଓ କିଶୋରନଗର ବ୍ଲକରୁ ଦୈନିକ ଅଧିକ ସଂଖ୍ୟକ...

Advertisement
Archives

Model This Week