Posted inଜାତୀୟ

ବସ୍‌ ଚଳାଇଲେ ମହିଳା ଆଇଏଏସ୍‌ ଅଫିସର

ବେଙ୍ଗାଲୁରୁ,୧୫।୧: ଜଣେ ମହିଳା ଆଇଏଏସ୍‌ ଅଫିସର ରାସ୍ତାରେ ଭଲବୋ ବସ୍‌ ଚଳାଇଥିବା ଦେଖିବାକୁ ମିଳିଛି। ପ୍ରଥମେ ଏହା ସମସ୍ତଙ୍କୁ ଚକିତ କରିଦେଇଥିବା ବେଳେ ପରେ ପ୍ରେରଣା ପାଲଟିଯାଇଥିଲେ। ଏହି ଦୃଶ୍ୟ ଦେଖିବାକୁ ମିଳିଛି ବେଙ୍ଗାଲୁରୁରେ। ସୂଚନାଯୋଗ୍ୟ, ବେଙ୍ଗାଲୁରୁର ମେଟ୍ରୋପଲିଟାନ ଟ୍ରାନ୍ସପୋର୍ଟ କର୍ପୋରେଶନ୍‌ (ବିଏମ୍‌ଟିସି)ର ଏମ୍‌ଡି ତଥା ମହିଳା ଆଇଏଏସ୍‌ ଅଫିସର ସି.ଶିଖା ମଙ୍ଗଳବାର ଗାଡିର ନିରୀକ୍ଷଣ ପାଇଁ ଅଧିକାରୀଙ୍କ ସହ ପହଞ୍ଚିଥିଲେ। ସହରରେ ଲଗାତାର ଦୁର୍ଘଟଣା ଘଟୁଥିବାରୁ ନିରୀକ୍ଷଣ ପାଇଁ ଶିଖା ନିଜେ ଟେଷ୍ଟ ଟ୍ରାକ୍‌ରେ ବସ୍‌ ଚଳାଇଥିଲେ। ଏହାକୁ ଦେଖି ଅଧିକାରୀମାନେ ପ୍ରଥମେ ଡରିଯାଇଥିଲେ। ହେଲେ ଅଭିଜ୍ଞ ଡ୍ରାଇଭର ଭଳି ବସ୍‌ ଚଳାଉଥିବା ଦେଖି ସେଠାରେ ଉପସ୍ଥିତ ଲୋକମାନେ ତାଳି ମାରି ତାଙ୍କୁ ଉତ୍ସାହିତ କରିଥିଲେ। ଏହାପରେ ଶିଖା ଚାଳକଙ୍କ ସହ କଥାବାର୍ତ୍ତା ହୋଇ ସେମାନଙ୍କ ସମସ୍ତ ସମସ୍ୟା ବିଷୟରେ ପଚାରି ବୁଝିଥିଲେ। ଏଥିସହ ତାଙ୍କର ଏହି ସମସ୍ୟାକୁ ଖୁବ୍‌ଶୀଘ୍ର ଦୂର କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଥିଲେ। ଚାଳକଙ୍କୁ ବିଭିନ୍ନ ସ୍ତରରେ ବହୁ ସମସ୍ୟାର ସାମ୍ନା କରିବାକୁ ପଡ଼ିଥାଏ ଏହାପରେ ବି ଯାତ୍ରୀଙ୍କ ସୁରକ୍ଷା ଆମର ଦାୟିତ୍ୱ ବୋଲି ଶିକ୍ଷା କହିଛନ୍ତି। ଶିକ୍ଷାଙ୍କ ଏଭଳି କାର୍ଯ୍ୟ ଏବେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri