ବସ୍‌ ଟ୍ରାଜେଡିର ହେବ ସମୀକ୍ଷା, ବସିବ ଉଚ୍ଚସ୍ତରୀୟ ବୈଠକ: ଶକ୍ତିମନ୍ତ୍ରୀ

ଭୁବନେଶ୍ୱର, ୧୦।୨(ବ୍ୟୁରୋ): ଗଞ୍ଜାମ ଜିଲା ବ୍ରହ୍ମପୁରରେ ୧୧ କେଭି ବିଦ୍ୟୁତ ତାର ଲାଗି ୧୦ ଜଣ ବସ୍‌ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବାବେଳେ ୨୨ ଜଣ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଏହି ଘଟଣାର ତଦନ୍ତ ପାଇଁ ଶକ୍ତି ବିଭାଗର ସୁପରିଟେଣ୍ଡେଣ୍ଟ, ଯନ୍ତ୍ରୀ ଓ ଅନ୍ୟ ଅଧିକାରୀଙ୍କୁ ନେଇ କମିଟି ଗଠନ କରାଯାଇଛି ବୋଲି ଶକ୍ତି ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର କହିଛନ୍ତି। ସୋମବାର ଏନେଇ ଏକ ଉଚ୍ଚସ୍ତରୀୟ ବୈଠକ ବସିବ। ପରିବହନ, ପୂର୍ତ୍ତ ଓ ଗ୍ରାମ୍ୟ ଉନ୍ନୟନ ଅଧିତ୍କାରୀମାନେ ଏହି ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ବସ୍‌ ଦୁର୍ଘଟଣା କିପରି ଏବଂ କାହିଁକି ହେଲା। ବିପଦ ସଙ୍କୁଳ ଅବସ୍ଥାରେ ଥିବା ବିଦ୍ୟୁତ ତାର ଉପରେ ମଧ୍ୟ ବୈଠକରେ ଆଲୋଚନା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଭଡ଼ା ବଢ଼ିି ନ ଥିବା କହିଲା ଏସ୍‌ଟିଏ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ରାଜ୍ୟରେ କେତେଗୁଡିଏ ବସ୍‌ ଅଧିକ ଭଡା ନେଉଥିଲେ। ଏନେଇ ବିଭିନ୍ନ ମହଲରୁ ଅଭିଯୋଗ ଆସିବାପରେ ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସ୍‌ଟିଏ) ଏହା ଉପରେ ସ୍ପଷ୍ଟୀକରଣ...

CORONAVIRUS UPDATE: ଯାଜପୁରରୁ ଆଉ ୨ ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୫୬କୁ ବୃଦ୍ଧି

ଭୁବନେଶ୍ୱର, ୨।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି କ୍ରମରେ ଶନିବାର ଅପରାହ୍ନରେ ଯାଜପୁରରୁ ଆଉ ୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।...

ନକଲି କମର୍ସିଆଲ ଟ୍ୟାକ୍ସ ଅଫିସର ଗିରଫ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ନିଜକୁ ଜଣେ କମର୍ସିଆଲ ଟ୍ୟାକ୍ସ ଅଫିସର ଭାବେ ପରିଚୟ ଦେଉଥିଲେ। ମୋବାଇଲ୍‌ ନମ୍ବର ଟ୍ରୁ-କଲରରେ ନିଜର ଭିନ୍ନ ଭିନ୍ନ ନାମ ସହ କେତେବେଳେ ସରକାରୀ ଅଫିସର...

ଖଣ୍ଡଗିରି ଅଞ୍ଚଳର ଯୁବତୀଙ୍କୁ ବଳାତ୍କାର ଘଟଣା: ପୀଡ଼ିତାଙ୍କୁ ଭେଟିଲେ ମହିଳା କମିଶନ ଅଧ୍ୟକ୍ଷା

ଭୁବନେଶ୍ୱର,୫।୧୨(ବ୍ୟୁରୋ): ଖଣ୍ଡଗିରି ଥାନା ଅଞ୍ଚଳର ବଳାତ୍କାର ପୀଡ଼ିତାଙ୍କୁ ମହିଳା କମିଶନ ଅଧ୍ୟକ୍ଷା ମିନତୀ ବେହେରା ଗୁରୁବାର ଭେଟିଛନ୍ତି। ପ୍ରଥମେ ଖଣ୍ଡଗିରି ଥାନାରେ ପହଞ୍ଚିବା ପରେ ପୀଡ଼ିତାଙ୍କ...

ପୁଣି ବଢ଼ିପାରେ ବିଜୁଳି ଦର

ଭୁବନେଶ୍ୱର,୧୬ା୨(ବ୍ୟୁରୋ): ରାଜ୍ୟରେ ପୁଣି ଘରୋଇ ଉପଭୋକ୍ତାଙ୍କ ଉପରେ ବିଦ୍ୟୁତ୍‌ ବୋଝ ପଡ଼ିବା ଆଶଙ୍କା ଦେଖାଦେଇଛି। ବିଦ୍ୟୁତ୍‌ ଉତ୍ପାଦନ ଓ ବଣ୍ଟନ କମ୍ପାନୀ ୨୦୨୨-୨୩ ଆର୍ଥିକ ବର୍ଷ...

ଲିଫ୍ଟ ବେସ୍‌ରେ ନିଆଁ, ଦୌଡ଼ିଲେ କର୍ମଚାରୀ

ଭୁବନେଶ୍ୱର, ୨୭।୫ (ବ୍ୟୁରୋ): ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ଏକ ଖବରକାଗଜ ସଂସ୍ଥା କାର୍ଯ୍ୟାଳୟର ଲିଫ୍ଟ ବେସ୍‌ରେ ରବିବାର ନିଆଁ ଲାଗିଯାଇଥିଲା। ଫଳରେ ଷଷ୍ଠ ମହଲା ପର୍ଯ୍ୟନ୍ତ ଧୂଆଁ...

ଦୃଷ୍ଟାନ୍ତମୂଳକ ଦଣ୍ଡ ଦିଆଯାଉ

ଅନୁଗୋଳ ଅଫିସ, ୨୬ା୭:  ଅନୁଗୋଳ ଜିଲାରେ ବଢ଼ୁଛି ବଳାତ୍କାର ଓ ହତ୍ୟା ମାମଲା। ଗତ ୩ ବର୍ଷ ମଧ୍ୟରେ ଶତାଧିକ ବଳାତ୍କାର ଅଭିଯୋଗ ପୋଲିସ ନିକଟକୁ...

ଆମ୍ବୁଲାନ୍ସ ଆସିଲାନି: ବିଡିଓଙ୍କ ସରକାରୀ ଗାଡିରେ ଡାକ୍ତରଖାନା ଗଲେ ମହିଳା

ସୋର, ୨୫ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ବ୍ଲକ ଅଧୀନ ସରଶଂଖ ଗ୍ରାମରେ ଥିବା ସଂଗରୋଧ କେନ୍ଦ୍ରରେ ଶନିବାର ମଧ୍ୟରାତ୍ରିରେ ଜଣେ ମହିଳା ଅନ୍ତେବାସିନୀଙ୍କ ପେଟରେ ଯନ୍ତ୍ରଣା ହେବାରୁ...

Advertisement
Archives

Model This Week