ବସ-ଟ୍ରକ୍‌ ଦୁର୍ଘଟଣା : ୧୫ ଆହତ, ଗୁରୁତରଙ୍କୁ କଟକ ମେଡିକାଲ ସ୍ଥାନାନ୍ତର

ଚୌଦ୍ୱାର,୨୭।୧୦(ଡି.ଏନ୍‌.ଏ.): କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥର ବ୍ୟାଙ୍କଛକଠାରେ ବସ୍‌-ଟ୍ରକ୍‌ ଧକ୍କାରେ ୧୫ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣ ଗୁରୁତର ଅଛନ୍ତି। ଘଟଣାସ୍ଥଳରେ ଟାଙ୍ଗୀ ପୋଲିସ ପହଞ୍ଚି ଆହତଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ଗୁରୁତରଙ୍କୁ କଟକ ବଡ଼ ମେଡିକାଲ ପଠାଇ ତଦନ୍ତ ଆରମ୍ଭ କରିଛି। ଘଟଣାସ୍ଥଳରୁ ଟ୍ରକ୍‌ ଡ୍ରାଇଭର ଫେରାର ହୋଇଯାଇଥିବା ବେଳେ ପୋଲିସ ବସ୍‌କୁ ଜବତ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅମଳ ବେଳେ ଉଜାଡ଼ୁଛନ୍ତି ହାତୀପଲ

ଢେଙ୍କିକୋଟ, ୨୯।୧୧(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ୍‌ର ଦେଓବନ୍ଧ ଫରେଷ୍ଟ ସେକ୍ସନ ସାନ୍ତରାପୁର ପଞ୍ଚାୟତର ଛତିଆ ଗ୍ରାମ ହୁଡ଼ି ସାହିରେ ସୋମବାର ସାଠାରୁ ରାତି...

ଡିଲେଶ୍ୱର ପାଇବେ ‘କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର’

ଭୁବନେଶ୍ୱର,୨୯।୧୧(ଶର୍ମିଷ୍ଠା ପାଣିଗ୍ରାହୀ) : ଯୁବ ଗାଳ୍ପିକ ଡିଲେଶ୍ବର ରଣା ପାଇବେ ‘କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର-୨୦୨୩’। କଳାହାଣ୍ଡି ମାଟିର ପୁଅ ଡିଲେଶ୍ବର ତାଙ୍କ ଲିଖିତ...

କଞ୍ଚା କଦଳୀରେ ମାଛର ସ୍ବାଦ

କେନ୍ଦ୍ରାପଡ଼ା, ୨୯।୧୧ (ଜଗନ୍ନାଥ ଧଳ): କଞ୍ଚା କଦଳୀରେ ମାଛ, ପନିରରେ ଅଣ୍ଡା, ସୋୟାବଢ଼ିରେ ମଟନ, ଚିକେନର ସ୍ବାଦକୁ କେନ୍ଦ୍ରାପଡ଼ା ସହରବାସୀ ମଙ୍ଗଳବାର ଚାଖିଛନ୍ତି। ଏପରି ନିରାମିଷ...

ସଡ଼କ ଦୁର୍ଘଟଣାରେ ଲାଗୁନି ବ୍ରେକ୍‌

ଭୁବନେଶ୍ୱର,୨୯।୧୧(ଅନିଲ ଦାସ): ସଡ଼କ ଦୁର୍ଘଟଣାରେ ଚାଲିଯାଉଛି ବହୁମୂଲ୍ୟ ଜୀବନ। ଉଜୁଡ଼ିଯାଉଛି ଘରସଂସାର। ଅନାଥ ହୋଇଯାଉଛନ୍ତି ପରିବାର। ରାଜ୍ୟରେ ସଡ଼କ ଦୁର୍ଘଟଣା ଏକ ବଡ଼ ସମସ୍ୟା ଭାବେ...

କଳାଧନ: ସୁପ୍ରିମକୋର୍ଟଙ୍କୁ ଦିଆଗଲାଣି ୮ ରିପୋର୍ଟ

କଟକ,୨୯।୧୧ (କାର୍ତ୍ତିକ ସାହୁ): କଟକ ତେଲେଙ୍ଗାବଜାରସ୍ଥିତ ଜଷ୍ଟିସ ଅରିଜିତ ପଶାୟତଙ୍କ ବାସଭବନରେ ସ୍ପେଶାଲ ଇନ୍‌ଭେଷ୍ଟିଗେସନ୍‌ ଟିମ୍‌ (ଏସ୍‌ଆଇଟି)ର ଦଶମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଜଷ୍ଟିସ...

ଖୋର୍ଦ୍ଧାରେ ହେବ ଏନ୍‌ଏମ୍‌ଆଇଏମ୍‌ଏସ୍‌ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର,୨୯।୧୧(ଅନିଲ ଦାସ): ଗୁଣାତ୍ମକ ଉଚ୍ଚଶିକ୍ଷା ଓ ଗବେଷଣାକୁ ପ୍ରୋତ୍ସାହନ ପ୍ରଦାନକୁ ଦୃଷ୍ଟିରେ ରଖି ରାଜ୍ୟରେ ଏକ ଆନ୍ତର୍ଜାତିକ ମାନର ଘରୋଇ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପାଇଁ ରାଜ୍ୟ...

ନିୟମଗିରି ପାଦଦେଶରେ ଷ୍ଟ୍ରବେରୀ ଚାଷ

ରାୟଗଡ଼ା ଜିଲାର ଆଦିମ ଜନଜାତି ଡଙ୍ଗରିଆ କନ୍ଧ ନିୟମଗିରି ପାଦଦେଶରେ ଷ୍ଟ୍ରବେରି ଚାଷ କରି ପୁଣି ଚର୍ଚ୍ଚାକୁ ଆସିଛନ୍ତି। ପୂର୍ବରୁ ଡଙ୍ଗରିଆମାନେ କଦଳୀ, ସପୁରି, ହଳଦୀ,...

୫ ଓଡ଼ିଆ ସୁରକ୍ଷିତ ଉଦ୍ଧାର

ଭୁବନେଶ୍ୱର,୨୯ା୧୧: ଉତ୍ତରକାଶୀ ସୁଡ଼ଙ୍ଗ ମଧ୍ୟରୁ ୪୧ ଶ୍ରମିକଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ୫ ଓଡ଼ିଆ ରହିଛନ୍ତି। ସେମାନେ ହେଲେ ମୟୂରଭଞ୍ଜ ଜିଲା ବଡ଼କୁଦରର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri