ବହିର୍ବ୍ୟାପାର ବିଭାଗୀୟ ପରାମର୍ଶ କମିଟିରେ ସସ୍ମିତ

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ରଙ୍କୁ ବହିର୍ବ୍ୟାପାର ମନ୍ତ୍ରଣାଳୟର ବିଭାଗୀୟ ପରାମର୍ଶ କମିଟି ସଦସ୍ୟ ଭାବେ ମନୋନୀତ କରାଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ କମିଟିରେ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କୁ ଅଧ୍ୟକ୍ଷ କରାଯାଇଛି। ଅନ୍ୟମାନଙ୍କ ମଧ୍ୟରେ ଏହି କମିଟିରେ ଶଶି ଥରୁର, ରାହୁଲ ଗାନ୍ଧୀ, ଆନନ୍ଦ ଶର୍ମା, ଜି.ଭି.ଏଲ୍‌. ନରସିଂହ ରାଓ, କିରଣ ଖେର ଏବଂ ମନୀଷ ଗୁପ୍ତା ପ୍ରମୁଖ ସଦସ୍ୟ ଅଛନ୍ତି। ସସ୍ମିତ ପୂର୍ବରୁ ମାନବ ସମ୍ବଳ ମନ୍ତ୍ରଣାଳୟର ପାର୍ଲାମେଣ୍ଟ ଷ୍ଟାଣ୍ଟିଂ କମିଟି, ଅଫିସ ଅଫ୍‌ ପ୍ରଫିଟ୍‌ ଏଣ୍ଡ ପ୍ରିଭିଲେଜ୍‌ ସମ୍ପର୍କିତ ପାର୍ଲାମେଣ୍ଟ ଯୁଗ୍ମ କମିଟି(ରାଜ୍ୟ ସଭା)ର ମଧ୍ୟ ସଦସ୍ୟ ଅଛନ୍ତି। ଗତବର୍ଷ ସସ୍ମିତ ବିଜେଡି ପକ୍ଷରୁ ରାଜ୍ୟ ସଭା ସଦସ୍ୟଭାବେ ମନୋନୀତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ବିରୋଧରେ ସାଂଘାତିକ ଅଭିଯୋଗ: ପାଚେରି ଗଢ଼ି ପ୍ରାକୃତିକ ସମ୍ପତ୍ତି ଜବରଦଖଲ

କଟକ ଅଫିସ, ୩୧ା୭: ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ବିରୋଧରେ ଉଠିଛି ସାଂଘାତିକ ଅଭିଯୋଗ। ନରାଜଠାରେ ଏହି ବିଶ୍ୱବିଦ୍ୟାଳୟର ଦ୍ୱିତୀୟ କ୍ୟାମ୍ପସରେ ବେଆଇନ ଭାବେ ପାଚେରୀ ନିର୍ମାଣ କରାଯାଇଛି।...

ବଣାଇ ବିଧାୟକଙ୍କ ପିଏସ୍‌ଓଙ୍କ ଆତ୍ମହତ୍ୟା: ସର୍ଭିସ ରିଭଲଭର୍‌ରୁ ନିଜକୁ କଲେ ଗୁଳି

ବଣାଇଁ, ୧୮।୬(ସ୍ବ.ପ୍ର.)- ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଲହୁଣିପଡ଼ା ଥାନା ଅନ୍ତର୍ଗତ କୁର୍ଡା ଗ୍ରାମରେ ଥିବା ନିଜ ବାସଭବନରେ ଗୁରୁବାର ସକାଳୁ ଛାତ ଉପରକୁ ଯାଇ...

କୋଣାର୍କରେ ପ୍ରବେଶ ଶୁଳ୍କ ଛାଡ଼

କୋଣାର୍କ,୮।୩(ଡି.ଏନ୍‌.ଏ): ଆଜି ଅନ୍ତର୍ଜାତୀୟ ମହିଳା ଦିବସ। ଆର୍ଥିକ, ରାଜନୈତିକ, ସାମାଜିକ କ୍ଷେତ୍ରରେ ମହିଳାମାନଙ୍କ ଯୋଗଦାନ ବଢ଼ାଇବା ଓ ଅଧିକାର ପ୍ରତି ସଚେତନ କରିବା ଏହି ଦିବସର...

୧ଟଙ୍କା ଫି’ରେ ଡାକ୍ତର ଦମ୍ପତିଙ୍କ ଚିକିତ୍ସା

ସମ୍ବଲପୁର,୧୩।୨(ବ୍ୟୁରୋ): ସମ୍ବଲପୁର ଜିଲା ଭିମସାର ମେଡିକାଲର ସହକାରୀ ପ୍ରଫେସର ଡାକ୍ତର ଶଙ୍କର ରାମଚନ୍ଦାନି ଶୁକ୍ରବାରଠାରୁ ୧ ଟଙ୍କା ଫି ନେଇ ଚିକିତ୍ସା ସେବା ଆରମ୍ଭ କରିଛନ୍ତି।...

ବାପାଙ୍କ ଏଟିଏମ୍‌ କାର୍ଡ ଆଣିବାକୁ ଯାଇ ଫେରିଲେନି ୩ ଭାଇ: ସୁଡଙ୍ଗରେ ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ

ଆର୍‌.ଉଦୟଗିରି,୨୩।୫: ଗଜପତି ଜିଲା ଅନ୍ତର୍ଗତ ଅଡବା ଥାନାର ବିରିକୋଟ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଘର ଭିତରେ ଥିବା ସୁଡଙ୍ଗ ଭିତରକୁ ଯାଇ...

ପୁରୀରେ ପହଞ୍ଚିଲା ପଞ୍ଚମ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ,୨୫।୪: ପୁରୀରେ ପଞ୍ଚମ ପର୍ଯ୍ୟାୟ ରଥକାଠ ସୋମବାର ପହଞ୍ଚିଛି। ଦୁଇଟି ଟ୍ରକରେ ନୟାଗଡ ଓ ବୌଦ୍ଧ ବନଖଣ୍ଡରୁ ୧୧୪ ଖଣ୍ଡ ରଥକାଠ ଆସିଛି। ବର୍ତ୍ତମାନ...

୪ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର, ୧୪।୬(ବ୍ୟୁରୋ)- ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେବା ପରେ ବର୍ଷା ଲାଗି ରହିଛି। ଏହା ପ୍ରଭାବରେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ...

ସୁନ୍ଦରଗଡ଼ ଜିଲା ଅବକାରୀ ବିଭାଗର ଚଢ଼ାଉ: ୨୫ କିଗ୍ରା ଗଞ୍ଜେଇ ଜବତ, ଜଣେ ଗିରଫ

ରାଉରକେଲା ଅଫିସ,୩।୭: ସୁନ୍ଦରଗଡ଼ ଜିଲା ଅବକାରୀ ପୋଲିସ ବୁଧବାର ଲକ୍ଷାଧିକ ଟଙ୍କା ମୂଲ୍ୟର ଗଞ୍ଜେଇ ଜବତ କରିଛି। ଘଟଣାରେ ସମ୍ପୃକ୍ତ ଥିବା ଜଣଙ୍କୁ ଗିରଫ କରାଯାଇଛି।...

Advertisement
Archives

Model This Week