Posted inଜାତୀୟ

ବହୁମତରେ ବିଜୟୀ ହେବୁ: ୟେଦୁରପ୍ପା

ବେଙ୍ଗାଲୁରୁ,୨୮।୭: କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଭାଜପା ନେତା ବିଏସ୍‌ ୟେଦୁରପ୍ପା ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି। ସୋମବାର ଅର୍ଥାତ୍‌ ୨୯ ତାରିଖରେ ସେ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବେ। ଏହା ପୂର୍ବରୁ ସେ କହିଛନ୍ତି, ଆମେ ଶହେ ପ୍ରତିଶତ ବହୁମତରେ ବିଜୟୀ ହେବୁ। ଏହାସହ କଂଗ୍ରେସ ଓ ଜେଡିଏସ୍‌ ଦ୍ୱାରା ପ୍ରସ୍ତୁତ ଫାଇନାନ୍ସ ବିଲ୍‌କୁ ମଧ୍ୟ ବିନା ପରିବର୍ତ୍ତନରେ ଉପସ୍ଥାପନ କରାଯିବ। ସୂଚନାଯୋଗ୍ୟ, ରବିବାର କଂଗ୍ରେସ ଓ ଜେଡିଏସ୍‌ର ସମସ୍ତ ୧୭ ବିଦ୍ରୋହୀ ବିଧାୟକ ଅଯୋଗ୍ୟ ଘୋଷିତ ହେବା ପରେ ଏବେ ଯେଦୁରପ୍ପାଙ୍କ ସଂଖ୍ୟା ଗରିଷ୍ଠତାକୁ ନେଇ ରାଜନୀତି ହୋଇଛି ସରଗରମ।


Enter your email to get our daily news in your inbox.

All Right Reserved By Dharitri.Com

ମାଙ୍କଡ଼ ତଡ଼ିବା ପାଇଁ ଭାଲୁ ପୋଷାକ ପିନ୍ଧିଲେ ଆଇଟିବିପି ଯବାନ: ସୋସିଆଲ୍‌ ମିଡ଼ିଆରେ ଭିଡ଼ିଓ ଭାଇରାଲ

ଡେରାଡୁନ୍‌: ଉତ୍ତରାଖଣ୍ଡରେ ମାଙ୍କଡ଼ଙ୍କ ଦୌରାତ୍ମ୍ୟ ବଢ଼ିବାରେ ଲାଗିଛି। ସେମାନେ ଲୋକଙ୍କ ଘରେ ପଶି ଖାଦ୍ୟ ପଦାର୍ଥ ଛଡ଼ାଇ ନେବା ସହିତ ନାନା ପ୍ରକାର ହଇରାଣ କରୁଛନ୍ତି।...

ଏକ୍‌ଜିଟ୍‌ ପୋଲ୍‌କୁ ଦେଖି ବିଚଳିତ ନ ହୋଇ ଫଳାଫଳକୁ ଅପେକ୍ଷା ରଖନ୍ତୁ: ପ୍ରିୟଙ୍କା

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନ ସରିଥିବା ବେଳେ ଫଳଫଳ ଘୋଷଣା ହେବାକୁ ଆଉ ମାତ୍ର ଗୋଟିଏ ଦିନ ବାକି ରହିଛି। ଏପଟେ ଗଣମାଧ୍ୟମର ଏକ୍‌ଜିଟ୍‌ ପୋଲ୍‌...

କରୋନା ମୃତକଙ୍କ ସଂସ୍କାର କରୁଛନ୍ତି ଚା’ବାଲା: ସୋସିଆଲ ମିଡିଆରେ ଭାଇରାଲ

ନୂଆଦିଲ୍ଲୀ,୨୧।୮: କରୋନା ଭାଇରସ ସଂକ୍ରମଣ ଏବେ ସମସ୍ତଙ୍କୁ ଭୟଭୀତ କରି ରଖିଛି। କାରଣ ସଂକ୍ରମିତଙ୍କୁ ଛୁଇଁଦେଲେ ଏହା ସୁସ୍ଥ ବ୍ୟକ୍ତିଙ୍କ ଶରୀରକୁ ଚାଲି ଯାଉଥିବାରୁ ଲୋକେ...

ରାଜ୍ୟ ସଭାରେ ସୁଷମାଙ୍କ ପାଇଁ ଶୋକ

ନୂଆଦିଲ୍ଲୀ, ୭।୮: ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କ ପରଲୋକରେ ବୁଧବାର ରାଜ୍ୟ ସଭାରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ଅଧ୍ୟକ୍ଷ ଭେଙ୍କୟା ନାଇଡୁ ସୁଷମାଙ୍କ...

୬ ବର୍ଷ ତଳେ ବନ୍ଦ ହୋଇଥିଲା ୧୬୦ ବର୍ଷ ପୁରାତନ ଟେଲିଗ୍ରାମ୍‌ ସେବା

ନୂଆଦିଲ୍ଲୀ,୧୪।୭: ଗତ ୬ବର୍ଷ ତଳେ ୨୦୧୩ ଜୁଲାଇ ୧୪ ରାତ୍ର ୧୦ଟାରେ ଭାରତରେ ୧୬୦ବର୍ଷ ପୁରାତନ ଟେଲିଗ୍ରାମ୍‌ ସେବାକୁ ବନ୍ଦ କରିଦିଆଯାଇଥିଲା। ବ୍ରିଟିଶ୍‌ ଶାସନ ସମୟରେ...

ଆତ୍ମହତ୍ୟା କଲେ ଆଉ ଜଣେ ଟିକ୍‌ଟକ୍‌ ଷ୍ଟାର

ନୂଆଦିଲ୍ଲୀ,୬।୭: ଦେଶରେ ଦିନକୁ ଦିନ ମାନସିକ ବିଷାଦଗ୍ରସ୍ତ ମାମଲା ବଢ଼ୁଥିବା ବେଳେ ଏହାଜନିତ ମୃତ୍ୟୁସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନେଇ ପ୍ରତିଦିନ ନୂଆ...

ବିମୁଦ୍ରୀକରଣକୁ ପୂରିଲା ୩ବର୍ଷ, ସରକାରଙ୍କୁ ଘେରିଲେ ବିରୋଧୀ

ନୂଆଦିଲ୍ଲୀ,୮।୧୧: ଦେଶର ଅର୍ଥବ୍ୟବସ୍ଥା ଇତିହାସରେ ନଭେମ୍ବର ୮ ଏକ ଖାସ୍‌ ଦିନ ଭାବେ ଧରାଯାଇଛି। ୨୦୧୬, ନଭେମ୍ବର ୮ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିମୁଦ୍ରୀକରଣ ଘୋଷଣା...

ସର୍‌ନେମ ଉଧାର ଆଣିଛନ୍ତି ରାହୁଲ: ଗିରିରାଜ ସିଂ

ନୂଆଦିଲ୍ଲୀ,୧୪।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ରେପ୍‌ ଇନ୍‌ ଇଣ୍ଡିଆ ’ ବୟାନକୁ ନେଇ ବିବାଦ ଥମିବାର ନାଁ ନେଉନି। ଶନିବାର ପୁଣିଥରେ ରାହୁଲ ଏଥିପାଇଁ...

Coronavirus Update


Archives

Model This Week

Why Dharitri