ବହୁ ରୋଗରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ଗାଈ କ୍ଷୀର ସହିତ ଡାଳଚିନି ଗୁଣ୍ଡ ମିଶାଇ ପିଇଲେ ବହୁରୋଗରୁ ମୁକ୍ତି ମିଳିଥାଏ। ଏହାଦ୍ୱାରା ଥଣ୍ଡା, କାଶ, ଆଦି ରୋଗ ଭଲ ହେବା ସହିତ କର୍କଟ ମଧ୍ୟ ଭଲ ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏହା ଶରୀରର ପ୍ରତିଷେଧକ ବ୍ୟବସ୍ଥାକୁ ସୁଦୃଢ଼ କରିଥାଏ। ବହୁ ରୋଗରୁ ଦୂରେଇ ରଖିବା ପାଇଁ ଏକ ମହୌଷଧୀ ଭାବେ ଏହା କାମ କରିଥାଏ। ଡାଳଚିନିରେ ଆଣ୍ଟିଅକ୍ସିଡାଣ୍ଟ୍‌, ପଲିଫିନଲ, ଲୌହ ଆଦି ରହିଥାଏ। ଏସବୁ ଯୁବ ସୁଲଭ ଠାଣି ବଜାୟ ରଖିବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥାଏ। ସକାଳେ ଓ ସନ୍ଧ୍ୟାରେ ଅଧାଗ୍ଲାସ୍‌ ଏହାକୁ ପିଇଲେ ବିଶେଷ ସୁଫଳ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଡାଇବେଟିସ୍‌ ରୋଗୀଙ୍କ ପାଇଁ ଉପକାରୀ ଟମାଟର ସୁପ୍‌

ଶୀତଦିନେ ଟମାଟର ସୁପ୍‌ ପିଇବାର ମଜା ନିଆରା। ଟମାଟର ସୁପ୍‌ରେ ପୋଷକ ତତ୍ତ୍ୱ ଭରପୂର ମାତ୍ରାରେ ରହିଛି ଯାହା ସ୍ବାସ୍ଥ୍ୟ ପାଇଁ ଲାଭକାରୀ ହୋଇଥାଏ। ଏଥିରେ...

ଦାନ୍ତ ବିନ୍ଧୁଥିଲେ…

ଦାନ୍ତ ଯନ୍ତ୍ରଣା ଖୁବ୍‌ କଷ୍ଟଦାୟକ। ଯାହାକୁ ଦୂର କରିବାକୁ ସାଧାରଣତଃ ସମସ୍ତେ ପେନ୍‌କିଲର ଉପରେ ନିର୍ଭର କରିଥାନ୍ତି। ହେଲେ ବାରମ୍ବାର ଏହାର ବ୍ୟବହାର ସ୍ବାସ୍ଥ୍ୟ ପ୍ରତି...

କେବେ ବି କରନ୍ତୁ ନାହିଁ ଏହି ୪ ଭୁଲ୍‌, ପାଖରୁ ଦୂରେଇ ଯିବେ ଲକ୍ଷ୍ମୀ

ଆଚାର୍ଯ୍ୟ ଚାଣକ୍ୟଙ୍କୁ ଭାରତର ସବୁଠାରୁ ମହାନ ବିଦ୍ୱାନ, ଅର୍ଥଶାସ୍ତ୍ରୀ ଏବଂ ମାର୍ଗଦର୍ଶକ କୁହାଯାଏ। ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ଧନସମ୍ପତ୍ତିକୁ ନେଇ ଅନେକ କିଛି ଉଲ୍ଲେଖ କରିଛନ୍ତି।...

ହାର୍ଟ ଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଚାମୁଚେ…

ବ୍ୟସ୍ତ ବହୁଳ ଜୀବନରେ ଏବେ କେତେକଙ୍କଠାରେ ଉଚ୍ଚ ରକ୍ତଚାପ ଦେଖାଯାଉଛି। ତେବେ ଏହାକୁ ସହଜରେ ଦୂରେଇ ହେବ। ଆୟୁର୍ବେଦରେ ଉଲ୍ଲେଖ ରହିଛି ପ୍ରତିଦିନ ସକାଳେ ଚାମୁଚେ...

କାର୍ଯ୍ୟଦକ୍ଷତା ବଢ଼ାଇବାର ସହଜ ଉପାୟ

ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ପଢ଼ାପଢ଼ି କରନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇପାରେ। ଏପରି ଆକଳନ ବ୍ୟକ୍ତ କରିଛନ୍ତି ଟୋକିଓ ୟୁନିଭର୍ସିଟିର...

ୟୁଥ୍‌ ଫ୍ୟାଶନ ଛତା

ବର୍ଷା ହେଲେ ସବୁଠୁ ଆଗ ଖୋଜାପଡ଼େ ଛତା। କିନ୍ତୁ ବର୍ତ୍ତମାନ ଛତା କେବଳ ବର୍ଷାରୁ ସୁରକ୍ଷା ଦେବାରେ ସୀମିତ ହୋଇ ରହିନାହିଁ। କାରଣ ଏବେ ମାର୍କେଟରେ...

ବ୍ରେକ୍‌ଅପ ପରେ ମନକୁ ଆସିଥାଏ ଏପରି କଥା

ଯେପରି ଭାବେ କ୍ୟାରିଅର୍‌, ପାଠପଢ଼ାରେ କିଛି ତ୍ରୁଟି ନେଇ ଆମେ ଭାବିଥାଉ ପରେ କିଛି ଜିନିଷକୁ ଭଲ ଭାବରେ ବୁଝିଥାଉ। ସେହିଭଳି ଯେତେବେଳେ କେହି ଜଣେ...

ଝିଅଙ୍କ ରୁମ୍‌ ତିଆରି କରନ୍ତୁ ଏହି ଦିଗରେ : ଦୂର ହେବ ବିବାହ ସମ୍ବନ୍ଧୀୟ ସମସ୍ୟା

ବାସ୍ତୁବିତ୍‌ଙ୍କ ଅନୁଯାୟୀ, ଯେକୌଣସି ଘରେ ଧନ ସେତେବେଳେ ବଢ଼ିଥାଏ  ଯେତେବେଳେ ରହୁଥିବା ସଦସ୍ୟଙ୍କ ମଧ୍ୟରେ ହସ ଏବଂ ଖୁସିର ବାତାବରଣଥାଏ। ଯେତେବେଳେ ଘରର ସଦସ୍ୟମାନଙ୍କ ସମ୍ପର୍କ...

Advertisement
Archives

Model This Week