ବାଂଲାଦେଶରେ ୧୦ ମୃତ

ଢାକା,୨୨ା୫(ପି.ଟି.): ବାତ୍ୟା ଅମ୍ଫନରେ ବାଂଲାଦେଶରେ ୧୦ଜଣଙ୍କ ମୃତ୍ୟୁ ହେବା ସହ ଉପକୂଳବର୍ତ୍ତୀ ଅଞ୍ଚଳରେ ବ୍ୟାପକ କ୍ଷତି ଘଟିଛି। ଖାଲୁଆ ଅଞ୍ଚଳ ଜଳାର୍ଣ୍ଣବ ହେବା ସହ ବହୁ କଚାଘର ଭାଙ୍ଗିଯାଇଛି। ୨୦୦୭ର ସିଡର ବାତ୍ୟା ପରେ ଏହା ସବୁଠୁ ଭୟଙ୍କର ବାତ୍ୟା ବୋଲି କୁହାଯାଉଛି। ଉପକୂଳବର୍ତ୍ତୀ ଅଞ୍ଚଳରେ ଗଛ ପଡ଼ି କିମ୍ବା ଘର ଭୁଶୁଡି ଲୋକଙ୍କ ମୃତ୍ୟୁ ଘଟିଛି। ରେଡ୍‌ କ୍ରିସେଣ୍ଟର ଜଣେ ସ୍ବେଚ୍ଛାସେବୀ ଉଦ୍ଧାର କାର୍ଯ୍ୟ ବେଳେ ପାଣିରେ ବୁଡିଯାଇଥିଲେ। ୯ ଘଣ୍ଟା ପରେ ତାଙ୍କୁ ଉଦ୍ଧାର କରାଯାଇଛି। ବାତ୍ୟା ପ୍ରସ୍ତୁତି କାର୍ଯ୍ୟକ୍ରମ (ସିପିପି)ର ସ୍ବେଚ୍ଛାସେବୀମାନଙ୍କୁ ନେଇ ଯାଉଥିବା ବୋଟ୍‌ ବୁଧବାର ହାଫେଜ୍‌ କେନାଲରେ ବୁଡ଼ିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅପରେଶନ୍‌ ଅଲ୍‌ଆଉଟ୍‌: ହିଟ୍‌ ଲିଷ୍ଟ୍‌ରେ ୧୦ ଆତଙ୍କବାଦୀ

ଶ୍ରୀନଗର,୪।୬: ଜମ୍ମୁ-କଶ୍ମୀରକୁ ଆତଙ୍କବାଦ ମୁକ୍ତ କରାଇବା ପାଇଁ ନୂଆ ସରକାର ଆରମ୍ଭ କରିଛନ୍ତି ଯୋଜନା। ଏହି ମର୍ମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଏକ...

ସୁଧୁରୁଛି ଦେଶର ଅର୍ଥବ୍ୟବସ୍ଥା: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୪।୯: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀଥାରମଣ ଶନିବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀ ଜରିଆରେ ଦେଶର ଅର୍ଥ ବ୍ୟବସ୍ଥା ସୁଧୁରୁଥିବା କହିଛନ୍ତି। ସେ ରିଅଲ୍‌ ଇଷ୍ଟେଟକୁ...

୨୦୨୨ରେ ଭାରତର ମାନବ ମିଶନ ‘ଗଙ୍ଗାୟାନ’: ୪ ମହାକାଶଚାରୀଙ୍କୁ ତାଲିମ ଦେବ ରୁଷିଆ

ନୂଆଦିଲ୍ଲୀ,୨୮।୮: ଭାରତ ପକ୍ଷରୁ ୨୦୨୨ରେ ଆରମ୍ଭ ହେବ ମାନବ ମିଶନ ‘ଗଙ୍ଗାୟାନ୍‌’। ଏହି ମିଶନ ପାଇଁ ୪ ମହାକାଶଚାରୀଙ୍କୁ ରୁଷିଆ ତାଲିମ୍‌ ଦେବ। ଏନେଇ ପ୍ରଧାନମନ୍ତ୍ରୀ...

ଭାଜପାର ଦଳିତ ନେତାଙ୍କୁ ଗାଁରେ ପ୍ରବେଶ କରିବାକୁ ବାରଣ କରାଗଲା

ଚିତ୍ରଦୁର୍ଗ,୧୭।୯: କର୍ନାଟକର ଚିତ୍ରଦୁର୍ଗରେ ଭାଜପାର ଜଣେ ଦଳିତ ଏମ୍‌ପିଙ୍କୁ ତାଙ୍କ ନିର୍ବାଚନ ମଣ୍ଡଳିର ଏକ ଗାଁକୁ ପ୍ରବେଶ ପାଇଁ ବାରଣ କରାଯାଇଛି। ଗାଁଲୋକେ ତାଙ୍କୁ ଅଛୁଆଁ...

ବିଦେଶ ଯାତ୍ରା ପାଇଁ ରବର୍ଟଙ୍କୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୧୩।୯: ମନି ଲଣ୍ଡରିଂ ମାମଲାରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସ୍ବାମୀ ରବର୍ଟ ଭଦ୍ରାଙ୍କୁ ଶୁକ୍ରବାର ଆଶ୍ୱସ୍ତି ମିଳିଛି। ଦିଲ୍ଲୀର ସ୍ବତନ୍ତ୍ର ଅଦାଲତ ରବର୍ଟ...

ନିର୍ଭୟା ମାମଲା: ରାଷ୍ଟ୍ରପତିଙ୍କ ପାଖକୁ ଗଲା ଦୋଷୀ ମୁକେଶଙ୍କ କ୍ଷମା ଆବେଦନ

ନୂଆଦିଲ୍ଲୀ,୧୭।୧: ଦିଲ୍ଲୀ ନର୍ଭୟା ମାମଲାର ଅନ୍ୟତମ ଦୋଷୀ ମୁକେଶ କୁମାର ସିଂହଙ୍କ କ୍ଷମା ଆବେଦନକୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରାଷ୍ଟ୍ରପତି ଭବନକୁ ପଠାଇ ଦେଇଛନ୍ତି।...

ଦୀପିକା, ସିନ୍ଧୁଙ୍କୁ ପ୍ରଶଂସା କଲେ ମୋଦି

ନୂଆଦିଲ୍ଲୀ,୨୨।୧୦: ବଲିଉଡ୍‌ କୁଇନ୍‌ ଦୀପିକା ପାଦୁକୋନ ନିଜ ଅଭିନୟ ପାଇଁ ବେଶ୍‌ ପରିଚିତ। ଏହାସହ ସୋସିଆଲ ଇସ୍ୟୁକୁ ନେଇ ସେ ଖୋଲାଖୋଲି ଚର୍ଚ୍ଚା କରିଥାଆନ୍ତି। ତେବେ...

ବଦଳିଲେ ଭାଜପାର ରାଜ୍ୟ ଅଧ୍ୟକ୍ଷ

ଭୋପାଳ,୧୫।୨: ଭାରତୀୟ ଜନତା ପାର୍ଟି(ଭାଜପା) ଅଧ୍ୟକ୍ଷ ଜେ.ପି. ନଡ୍ଡା କେତେକ ରାଜ୍ୟର ଅଧ୍ୟକ୍ଷଙ୍କୁ ବଦଳାଇଥିବା ଜଣାପଡ଼ିଛି। ଶନିବାର ରାକେଶ ସିଂହଙ୍କ ସ୍ଥାନରେ ବିଷ୍ଣୁ ଦତ୍ତ ଶର୍ମାଙ୍କୁ...

Coronavirus Update


Archives

Model This Week

Why Dharitri