Posted inଜାତୀୟ

ବାଂଲାଦେଶ ସୀମାରେ ମିଠା ଦିଆନିଆ

ଅଗରତାଲା/ଅଜଓ୍ବଲ,୬ା୬(ପି.ଟି.): ପବିତ୍ର ଇଦ୍‌-ଉଲ୍‌-ଫିତର ପାଳନ ଅବସରରେ ବୁଧବାର ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌) ଏବଂ ବାଂଲାଦେଶ ସୀମା ଗାର୍ଡ (ବିଜିବି) ମଧ୍ୟରେ ମିଷ୍ଟାନ୍ନ ଆଦାନ ପ୍ରଦାନ କରାଯାଇଛି। ଉଭୟ ପକ୍ଷ ମିଠା ଓ ଫୁଲ ଦେଇ ପରସ୍ପରକୁ ଅଭିନନ୍ଦନ ଜଣାଇଛନ୍ତି। ବାଂଲାଦେଶ ସହ ରହିଥିବା ପଶ୍ଚିମବଙ୍ଗ, ତ୍ରିପୁରା, ଆସାମ, ମିଜୋରାମ ଓ ମେଘାଳୟର ୪,୦୯୬ କି.ମି. ସୀମାର ବିଭିନ୍ନ ସ୍ଥାନରେ ଉଭୟ ପଟର ସୁରକ୍ଷା ବଳ ପକ୍ଷରୁ ଏଭଳି କାର୍ଯ୍ୟକ୍ରମ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବେକାରଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ ଗିରିରାଜ ସିଂ: ୪ ଗାଈ ପାଳିଲେ ରୋଜଗାର ହେବ ୨୦ ଲକ୍ଷ ଟଙ୍କା

ମିରଟ,୧୭।୨: ନିଜର ମନ୍ତବ୍ୟ ନେଇ ବାରମ୍ବାର ବିବାଦୀୟ ହେଉଥିବା ଭାଜପାର କେନ୍ଦ୍ରୀୟ ମନ୍ତ୍ରୀ ଗିରିରାଜ ସିଂ ପୁଣି ଥରେ ଅସୁବିଧାରେ ପଡ଼ିଛନ୍ତି। ଉତ୍ତରପ୍ରଦେଶ ସୁରଟରେ ଏକ...

‘ଅନ୍ୟ ସହ ନିଜକୁ ତୁଳନା ନ କରି ଆତ୍ମବିଶ୍ୱାସ ବୃଦ୍ଧି କରିବା ଉଚିତ’ ଉତ୍ତର ଦେଲେ ହରନାଜ୍‌…

ଇଲାଟ୍‌, ୧୩।୧୨: ଲାରା ଦତ୍ତା ମିସ୍‌ ୟୁନିଭର୍ସ ଭାବରେ ବିଜୟୀ ହେବାର ୨୧ବର୍ଷ ପରେ ପୁଣି ଥରେ ଭାରତ ପାଇଁ ଗର୍ବର ଏକ ମୁହୂର୍ତ୍ତ ଆସିଛି।...

ମୋଦିଙ୍କ କ୍ୟାବିନେଟ୍‌ରେ ‘ଅଟଳ ଟିମ୍‌’ ସଦସ୍ୟ ସଂଖ୍ୟା ୪ରେ ସୀମିତ…

ନୂଆଦିଲ୍ଲୀ,୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ ସମ୍ପ୍ରସାରଣରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଟିମ୍‌ର ସଦସ୍ୟ ସଂଖ୍ୟା ଏବେ ୪ରେ ସୀମିତ ହୋଇ ରହିଯାଇଛି।...

କାନ୍ଦିଲେ ମୁଖ୍ୟମନ୍ତ୍ରୀ ବାଘେଲା

ରାୟପୁର,୩୦।୬: ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲା କାନ୍ଦିବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହାର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଶନିବାର...

ସପାରେ ଯୋଗ ଦେଲେ ରମାକାନ୍ତ ଯାଦବଙ୍କ ସହ ଫୁଲନ ଦେବୀଙ୍କ ଭଉଣୀ

ଲକ୍ଷ୍ନୌ,୬।୧୦: ଆଗାମୀ ନିର୍ବାଚନକୁ ଆଖି ଆଗରେ ରଖି ରବିବାର କେତେଜଣ ନେତା ସମାଜବାଦୀ ପାର୍ଟି ହାତ ଧରିଛନ୍ତି। ଆଜମଗଡ଼ର ପୂର୍ବତନ ଏମ୍‌ପି ରମାକାନ୍ତ ଯାଦବ ତାଙ୍କ...

ସିବିଏସ୍‌ଇ ବଢାଇଲା ପରୀକ୍ଷା ଫି’

ନୂଆଦିଲ୍ଲୀ,୧୧।୮: ସିବିଏସଇ ବଢାଇଲା ପରୀକ୍ଷା ଫି’। ସିବିିଏସ୍‌ଇ ଅଧିନରେ ପଢୁଥିବା ଅନୁସୂଚିତ ଜାତି ଏବଂ ଜନଜାତି ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫି’କୁ ୨୪ ଗୁଣା ବଢାଇ ଦିଆଯାଇଛି।...

କ୍ୟାପଟେନ୍‌ଙ୍କ ଉପରେ ଅସନ୍ତୁଷ୍ଟ ସିଦ୍ଧୁ ପହଞ୍ଚିଲେ ରାହୁଲଙ୍କ ପାଖରେ

ନୂଆଦିଲ୍ଲୀ,୧୦।୬: କ୍ରିକେଟରରୁ ରାଜନେତା ପାଲଟିଥିବା ନବଜୋତ ସିଂ ସିଦ୍ଧୁ ଏବେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂଙ୍କ ଉପରେ ଖପ୍ପା ହୋଇଛନ୍ତି। କାରଣ ଅମରିନ୍ଦର ତାଙ୍କୁ...

ଡରାଇ ଧମକାଇ ଲାଗୁ ହୋଇ ପାରିବନି ସିଏଏ: ଚନ୍ଦ୍ର ବୋଷ

କୋଲକାତା, ୨୨।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ପଶ୍ଚିମବଙ୍ଗ ଭାଜପା ଉପାଧ୍ୟକ୍ଷ ଚନ୍ଦ୍ର ବୋଷ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ ପାର୍ଟି ଲାଇନ୍‌ ବାହାରକୁ ଯାଇ...

Advertisement
Archives

Model This Week