ବାଇକ୍‌କୁ ଧକ୍କା ଦେଲା କାର୍‌: ୨ ଗୁରୁତର

ରାୟଗଡ଼ା ଅଫିସ,୧।୧: ରାୟଗଡ଼ା ସହରର ସିରିଗୁଡ଼ା ନିକଟରେ ଥିବା ଜୟଗୁରୁ ମନ୍ଦିର ସମ୍ମୁଖରେ ବୁଧବାର ଏକ ଦୁର୍ଘଟଣା ଘଟିଛି। ଏକ କାର୍‌ (ଓଡି୧୮ଡି ୭୭୪୭) କୋରାପୁଟ ଅଭିମୁଖେ ଯାଉଥିବା ସମୟରେ ଉକ୍ତ ବାଇକ୍‌କୁ ଧକ୍କା ଦେଇଥିଲା। ଏଥିରେ ବାଇକ୍‌ ଆରୋହୀ ବାରିଝୋଲାର ରିଣ୍ଟୁ କାଡ୍ରାକା, ଶିବା ବିଡିକା ଗୁରୁତର ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରୁ କାର୍‌ ଡ୍ରାଇଭର ଫେରାର ହୋଇ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ…

ପୁଣି ଇରାନ ଆଗରେ ୨ଟି ବଡ଼ ସର୍ତ୍ତ ରଖିଲା ଆମେରିକା, ଜାଣନ୍ତୁ କ’ଣ…

ଓ୍ବାଶିଂଟନ୍‌,୧୫।୪: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସପ୍ତାହରେ ଆମେରିକା…

ଆସୁଛି ଏଲ୍‌ ନିନୋ

ଆମେରିକାର ଜାତୀୟ ସାମୁଦ୍ରିକ ଏବଂ ବାୟୁମଣ୍ଡଳୀୟ ପ୍ରଶାସନ (ନ୍ୟାଶନାଲ ଓସେନିକ ଆଣ୍ଡ୍‌ ଆଟ୍‌ମୋସ୍ପିୟରିକ ଆଡ୍‌ମିନିଷ୍ଟ୍ରେଶନ ବା ”ନୋ ଆ (NO AA)“ ଦ୍ୱାରା ପରିଚାଳିତ ଜଳବାୟୁ ଆଗତ…

ବିଦ୍ୟାଳୟ ଶିକ୍ଷାରେ ଡ୍ରପ୍‌ଆଉଟ୍‌ ସମସ୍ୟା

ନିକଟରେ ଅନେକ ଦୈନିକ ଓଡ଼ିଆ ସମ୍ବାଦପତ୍ରରେ ଆଦିବାସୀ ଅଧ୍ୟୁଷିତ ଜିଲାଗୁଡ଼ିକରେ ଅଧାରୁ ପାଠ ଛାଡ଼ୁଥିବା ଶିଶୁଙ୍କ ସଂଖ୍ୟା ଉଦ୍‌ବେଗଜନକ ବୋଲି ପ୍ରକାଶ ପାଇଛି। ପ୍ରଶାସନିକ ସ୍ତରରେ ମଧ୍ୟ…

ଏକା ହୋଇଗଲା ଆମେରିକା, ଟ୍ରମ୍ପଙ୍କ ହାତ ଛାଡିଦେଲେ ଏହି ସବୁ ନିକଟତମ ବନ୍ଧୁ ଦେଶ

ଓ୍ବାଶିଂଟନ୍‌,୧୫।୪: ଇରାନ ସହିତ ଯୁଦ୍ଧରେ ଗଭୀର ଭାବରେ ଜଡିତ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ଏହି ଆଘାତ ତାଙ୍କ ନିଜ…

ଚାଇନାକୁ ଲାଗିବ ବଡ଼ ଝଟ୍‌କା: ଜୀବନରେଖା ଶେଷ କରିଦେବେ ଟ୍ରମ୍ପ! ଆମେରିକାର ସାଥ୍‌ ଦେବ ଭାରତ

ଓ୍ବାଶିଂଟନ୍‌,୧୫।୪: ମଧ୍ୟପ୍ରାଚ୍ୟରେ ହର୍ମୁଜ ପ୍ରଣାଳୀକୁ ନେଇ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଏକ ନୂତନ ପ୍ରସଙ୍ଗ ଉଭା ହୋଇଛି ଯାହା ବିଶ୍ୱ ଦୃଷ୍ଟି ଆକର୍ଷଣ କରିଛି। ଆମେରିକା ଇରାନ…

୪ବର୍ଷ ବିତିଲା, ମିଳିଲାନି ନିଖୋଜ ଶ୍ରମିକଙ୍କ ପତ୍ତା

ନୂଆପଡ଼ା,୧୫ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗଁ।ର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନାହିଁ।…

ବିବାହ ପ୍ରତିଶ୍ରୁତି ଦେଇ ଛାତ୍ରୀଙ୍କ ସହ ଶାରୀରୀକ ସମ୍ପର୍କ ରଖୁଥିଲେ କଲେଜର ଅଧ୍ୟାପକ, ବିବାହ ପାଇଁ କହିବାରୁ…

ଦେବଗଡ,୧୫।୪(ଶଶାଙ୍କ ଶେଖର ଝାଙ୍କର): ବିବାହ ପ୍ରଲୋଭନ ଦେଖାଇ ଜଣେ ଛାତ୍ରୀଙ୍କ ସହିତ ଶାରୀରୀକ ସମ୍ପର୍କ ସ୍ଥାପନ କରିବା ପରେ ପ୍ରତାରଣା ଅଭିଯୋଗରେ ଏକ କଲେଜର ଜଣେ ଅଧ୍ୟାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri