Posted inଖେଳ

ବାଇକ୍‌ରୁ ପଡ଼ିଲେ କୁଶାଲ ମେଣ୍ଡିସ

କଲମ୍ବୋ,୨।୮- ଶ୍ରୀଲଙ୍କା ବ୍ୟାଟ୍ସମ୍ୟାନ କୁଶାଲ ମେଣ୍ଡିସ ଆର. ପ୍ରେମଦାସ ଷ୍ଟାଡିୟମ୍‌ରେ ଏକ ଦୁର୍ଘଟଣାର ଶିକାର ହୋଇଛନ୍ତି। ଏଠାରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ୩ୟ ମ୍ୟାଚ୍‌ ଜିତିବା ସହ ଦିନିକିଆ ସିରିଜ୍‌କୁ ୩-୦ରେ କ୍ଲିନ ସୁଇପ କରିବା ପରେ ବିଜେତା ଶ୍ରୀଲଙ୍କା ଦଳକୁ ଏକ ବାଇକ୍‌ ଦିଆଯାଇଥିଲା। ମେଣ୍ଡିସ ଉଲ୍ଲସିତ ହୋଇ ପଡ଼ିଆରେ ଉକ୍ତ ବାଇକ୍‌ ଚଲାଇଥିଲେ। ମାତ୍ର ସେ ଟର୍ନ ନେବାକୁ ଉଦ୍ୟମ କରୁଥିବାବେଳେ ନିୟନ୍ତ୍ରଣ ହରାଇଥିଲେ। ଫଳରେ ବାଇକ୍‌ ସ୍କିଡ୍‌ କରିଯାଇଥିଲା। ଏଥିରେ ତାଙ୍କର ସାଥୀ ଖେଳାଳି ମଧ୍ୟ ଆହତ ହୋଇଛନ୍ତି। ଏ ଘଟଣାର ଭିଡିଓ ଟୁଇଟରରେ ଶେୟାର କରାଯାଇଛି। ଷ୍ଟାଡିୟମରେ ଥିବା ଉପସ୍ଥିତ ସୁରକ୍ଷାକର୍ମୀ ଓ ଗ୍ରାଉଣ୍ଡସମ୍ୟାନ ସେମାନଙ୍କୁ ଉଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ ଦଳରେ ସାମିଲ ହେବେ ସୋଏବ ମଲିକ

କରାଚୀ, ୮ା୮ (ପି.ଟି.)- ଇଂଲଣ୍ଡ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ ଅଗଷ୍ଟ ୨୮ରୁ ସାଉଥାମ୍ପଟନରେ ଆରମ୍ଭ ହେବ। ଟି୨୦ ସ୍ପେଶାଲିଷ୍ଟ ସୋଏବ ମଲିକ...

ଜାତୀୟ ଜୁନିୟର ହକି କ୍ୟାମ୍ପ୍‌ ପାଇଁ ଓଡ଼ିଶାରୁ ୫

ନୂଆଦିଲ୍ଲୀ, ୧୨।୫(ପି.ଟି.)- ବେଙ୍ଗାଲୁରୁଠାରେ ସୋମବାରଠାରୁ ଆରମ୍ଭ ହେବାକୁ ଥିବା ଜାତୀୟ ଜୁନିୟର ପୁରୁଷ ହକି କୋଚିଂ କ୍ୟାମ୍ପ୍‌ ଲାଗି ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ୩୩...

ଜୋକୋଭିଚ୍‌ଙ୍କ ଗୋଲ୍ଡେନ ସ୍ଲାମ ସ୍ବପ୍ନ ଅଧୁରା

ଟୋକିଓ, ୩୧ା୭ (ଏପି)-ଗତଥର ଚାମ୍ପିୟନ ନୋଭାକ ଜୋକୋଭିଚ୍‌ଙ୍କ ଗୋଲ୍ଡେନ ସ୍ଲାମ ସ୍ବପ୍ନ ଅଧୁରା ରହିଯାଇଛି। ପୁଣି ଏହି ସୁଯୋଗ ପାଇଁ ତାଙ୍କୁ ଅତି କମ୍‌ରେ ଆହୁରି...

ମହିଳା ବିବିଏଲ: ପଡ଼ିଆରେ ମହିଳା କ୍ରିକେଟରଙ୍କୁ ବିବାହ ନିବେଦନ

ଆଡିଲେଡ୍‌,୨୦।୧୦- ଚଳିତ ମହିଳା ବିଗ୍‌ ବାଶ ଲିଗ୍‌ (ବିବିଏଲ)ରେ ଶନିବାର ମେଲବୋର୍ନ ରେନେଗାଡେସ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ ଜିତିବା ପରେ ଆଡିଲେଡ୍‌ ଷ୍ଟ୍ରାଇକର୍ସ ଲେଗ୍‌ ସ୍ପିନର...

ଏହି ଫିଲ୍ମ ଦେଖିବାକୁ ଅପେକ୍ଷା କରିଛନ୍ତି ସଚିନ ତେନ୍ଦୁଲକର

ଭାରତୀୟ ମହିଳା କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମିତାଲି ରାଜଙ୍କ ଜୀବନୀ ଉପରେ ଆଧାରିତ ‘ଶାବାସ ମିଠୁ’ ଫିଲ୍ମର ଟ୍ରେଲର ମୁକ୍ତିଲାଭ କରିଛି। ଟ୍ରେଲରକୁ ସୋସିଆଲ...

ଭାରତର ଆଉ ଏକ ସୁପର ବିଜୟ

ଓ୍ବେଲିଂଟନ, ୧।୨(ପି.ଟି.)- ରୋମାଞ୍ଚକ ଢଙ୍ଗରେ ଭ୍ରମଣକାରୀ ଭାରତ ଆଉ ଏକ ସୁପର ଓଭର ବିଜୟ ହାସଲ କରିଛି। ସ୍ଥାନୀୟ ଓ୍ବେଷ୍ଟପ୍ୟାକ୍‌ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଚତୁର୍ଥ...

ଦିନିକିଆ ସିରିଜ: ପୁଣେରେ ଭାରତୀୟ ଦଳ ପହଞ୍ଚିଲା

ପୁଣେ, ୨୨।୩(ପି.ଟି.): ଇଂଲଣ୍ଡର ଭାରତ ଗସ୍ତ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଟେଷ୍ଟ ପରେ ଟି୨୦ ସିରିଜ ଅନୁଷ୍ଠିତ ହୋଇଯାଇଛି। ଏବେ ପୁଣେରେ ୩ ମ୍ୟାଚ୍‌ ବିଶିଷ୍ଟ...

ପନ୍ତଙ୍କ ଅପରାଜିତ ଶତକ, ଶୁବମନ ୮୫

ସାଉଥାମ୍ପଟନ, ୧୩ା୬ (ପି.ଟି.)-ଏଠାରେ ଭାରତୀୟ କ୍ରିକେଟ ଦଳର ଇଣ୍ଟ୍ରା-ସ୍କ୍ବାଡ ମ୍ୟାଚ୍‌ରେ ରିଷଭ ପନ୍ତ ଅପରାଜିତ ଶତକ ହାସଲ କରିଥିବାବେଳେ ଓପନର ଶୁବମନ ଗିଲ୍‌ ଆକର୍ଷଣୀୟ ୮୫ରନ...

Advertisement
Archives

Model This Week