Posted inଫୁରସତ

ବାଇକ୍‌ ଚଲାଇ କରୁଥିଲେ ଫେସ୍‌ବୁକ୍‌ ଲାଇଭ୍‌, ଆଉ ତା’ପରେ..

ଏବେ ଏକପ୍ରକାର ନିଶା ପାଲଟିଛି ସ୍ମାର୍ଟଫୋନ। କେବଳ ଯୁବପିଢି ନୁହେଁ, ସମସ୍ତଙ୍କୁ ନିଜ ମାୟାରେ ବଶୀଭୂତ କରିଛି ସ୍ମାର୍ଟଯୁଗର ସ୍ମାର୍ଟଫୋନ। ସ୍ମାର୍ଟଫୋନ କେବଳ ଆଖି ଖରାପ କରୁଛି ତା ନୁହେଁ, ଏହା ଯୋଗୁ ଅନେକ ଦୁର୍ଘଟଣା ଘଟୁଛି। ପଶ୍ଚିମବଙ୍ଗରେ ଏମିତି ଏକ ଦୁର୍ଘଟଣା ଘଟିଛି। ବାଇକ୍‌ ଚଲାଉଥିବାବେଳେ ‘ଫେସ୍‌ବୁକ୍‌ ଲାଇଭ୍‌’ କରି ଜଣେ ୨୪ ବର୍ଷୀୟ ଯୁବକଙ୍କ ଜୀବନ ଯାଇଛି। ପଶ୍ଚିମବଙ୍ଗର ଉତ୍ତର ବର୍ଦ୍ଧମାନ ସହରରେ ରହୁଥିବା ଚଞ୍ଚଲ ଧିବୋର ନାମକ ଏହି ଯୁବକ ଜଣଙ୍କ ବାଇକ୍‌ରେ ମନ୍ଦିରରୁ ଘରକୁ ଫେରୁଥିବାବେଳେ ଫେସ୍‌ବୁକ୍‌ରେ ଲାଇଭ୍‌ ଭିଡିଓ ପ୍ରସ୍ତୁତ କରୁଥିଲେ। ହଠାତ୍‌ ନିୟନ୍ତ୍ରଣ ହରାଇ ସେ ତଳେ ଗଳି ପଡିଥିଲେ। ସ୍ଥାନୀୟ ଲୋକେ ତୁରନ୍ତ ତାଙ୍କ ହସ୍ପିଟାଲରେ ନେଇଥିଲେ। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ସବୁଠୁ ବଡ଼ ସମାଧିସ୍ଥଳ

ଦୁନିଆରେ ଏମିତି ଏକ ସ୍ଥାନ ରହିଛି, ଯେଉଁଠାରେ ବିଶ୍ୱର ସବୁଠୁ ବଡ଼ ସାମୂହିକ ସମାଧିସ୍ଥଳର ସନ୍ଧାନ ମିଳିଛି। ଏକସଙ୍ଗେ ପ୍ରାୟ ୨୩୦ଟି କଙ୍କାଳ ବରାମଦ୍‌ ହୋଇଛି...

ଖ୍ରୀଷ୍ଟମାସ ଛୁଟିରେ ବୁଲି ଯାଆନ୍ତୁ ଏସବୁ ସ୍ଥାନ

କରୋନା ମହାମାରୀକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଦେଶର ଅଧିକାଂଶ ପର୍ଯ୍ୟଟନସ୍ଥଳୀରେ ପର୍ଯ୍ୟଟକଙ୍କ ଆଗମନକୁ ନେଇ କିଛିଟା କଟକଣା ଜାରି କରାଯାଇଥିଲା। ହେଲେ ଏବେ ପରିସ୍ଥିତିରେ...

ମୋବାଇଲ ଦ୍ୱାରା ବ୍ୟାପୁଛି କରୋନା!

କରୋନା ଭାଇରସ ସମଗ୍ର ବିଶ୍ୱରେ କାୟା ବିସ୍ତା କରିବାରେ ଲାଗିଛି। ଦେଖୁ ଦେଖୁ ଏହା ଚାଇନାରୁ ଆମେରିକା, ବ୍ରିଟେନ, ଭାରତ ସମେତ ବିଶ୍ୱର କୋଣ ଅନୁକୋଣରେ...

କାହିଁକି ଚାଇନା ଯୁବତୀଙ୍କୁ ପସନ୍ଦ କରନ୍ତି ଭାରତୀୟ ଯୁବକ

ନୂଆଦିଲ୍ଲୀ,୧୫।୫: ପ୍ରେମ ମାନେନା ବାଧା ବନ୍ଧନ। ତେବେ ଅଧିକାଂଶ ସମୟରେ ଦେଖାଯାଇଥାଏ କେତେଜଣ ଭାରତୀୟ ଯୁବକ ଚାଇନା ଯୁବତୀଙ୍କୁ ବିବାହ କରିବାକୁ ଇଚ୍ଛା ପ୍ରକାଶ କରିଥାଆନ୍ତି।...

ପାଣି ଭିତରେ ଥାଇ ଏମିତି ଚତୁରତା ଦେଖାଉଛି ସାମୁଦ୍ରିକ ଜୀବ

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ...

କଙ୍କଡ଼ାକୁ ଦେଖି ଡରିକି ଛାନିଆ ମାଙ୍କଡ ଛୁଆ: ଭିଡିଓ ଭାଇରାଲ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ରାମମନ୍ଦିରକୁ ଦାନ କରିବେ ଇସ୍‌ଲାମ୍‌

ଆଜମଗଡ଼: ଭାରତ ଏକ ଧର୍ମନିରପେକ୍ଷ ରାଷ୍ଟ୍ର। ସବୁ ଧର୍ମକୁ ଏଠାରେ ସମସ୍ତେ ସମ୍ମାନ କରନ୍ତି। ହେଲେ କିଛି ସ୍ବାର୍ଥାନ୍ବେଷୀ ବ୍ୟକ୍ତି ଧର୍ମ ନାମରେ ବିବାଦ ସୃଷ୍ଟି...

କାହିଁ ଗାନ୍ଧୀଙ୍କ କୁଟୀରଶିଳ୍ପ ନୀତି

ଭଦ୍ରକ ଜିଲା ଧାମନଗର ବ୍ଲକର ସ୍ବାଧୀନତା ସଂଗ୍ରାମୀ ରାମହରି ଗୋସ୍ବାମୀ। କୃଷ୍ଣ ଚନ୍ଦ୍ର ଗୋସ୍ବାମୀ ଏବଂ ମାତା ସଚୀ ଦେଈଙ୍କଠାରୁ ୧୯୨୬ରେ ଧୂଷୁରୀ ପଞ୍ଚାୟତର ସଂଗ୍ରାମୀ...

Advertisement
Archives

Model This Week