Posted inଜାତୀୟ

ବାଇକ୍‌ରେ ଭାରତରୁ ଲଣ୍ଡନ ଯାତ୍ରା କରିବେ ୩ ମହିଳା

ସୁରଟ,୩୧।୫: ଗୁଜରାଟ ସୁରଟର ବାଇକ୍‌ ରାଇଡର୍ସ ଗ୍ରୁପର ୩ ମହିଳା ‘ବାଇକିଂ କୁଇନ୍‌’ ଭାରତରୁ ଲଣ୍ଡନ ଯାତ୍ରା କରିବାକୁ ବାହାରିଛନ୍ତି। ଏହି ଯାତ୍ରା ସମୟରେ ଏମାନେ ୨୫ ଦେଶ ଓ ୩ ମହାଦେଶ ଏସିଆ, ୟୁରୋପ ଓ ଆଫ୍ରିକା ଅତିକ୍ରମ କରିବେ। ଜୁନ୍‌ ୫ରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବାରଣାସୀରୁ ଏମାନଙ୍କୁ ପତାକା ଦେଖାଇ ଯାତ୍ରାର ଶୁଭାରମ୍ଭ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ଏଜେଣ୍ଡା ପୂରଣ କରିଛନ୍ତି ରାମନାଥ କୋବିନ୍ଦ’

ନୂଆଦିଲ୍ଲୀ,୨୫।୭: ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବରେ ଦ୍ରୌପଦୀ ମୁର୍ମୁ ସୋମବାର ଶପଥ ଗ୍ରହଣ କରିଛନ୍ତି। ସେ ଶପଥ ଗ୍ରହଣ କରିବା ପରେ ପୂର୍ବତନ ଜମ୍ମୁ କଶ୍ମୀରର...

ତଓ୍ବାଙ୍ଗ ସଂଘର୍ଷକୁ ନେଇ ଗୃହରେ ହଟ୍ଟଗୋଳ: ପ୍ରଧାନମନ୍ତ୍ରୀ ମୋଦି ଡକାଇଲେ କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ,୧୩।୧୨: ଅରୁଣାଚଳ ପ୍ରଦେଶର ତଓ୍ବାଙ୍ଗରେ ଗତ ଡିସେମ୍ବର ୯ତାରିଖ ରାତିରେ ଭାରତ ଓ ଚାଇନା ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହି ଘଟଣାକୁ ନେଇ...

ଉଦୟନିଧିଙ୍କ ସିନେମାକୁ ନେଇ ଏଆଇଏଡିଏମ୍‌କେ-ଡିଏମ୍‌କେ ମୁହାଁମୁହିଁ

ପଣ୍ଡିଚେରି,୨୪।୫ : ଜାତି ବିରୋଧୀ ବିଷୟବସ୍ତୁକୁ ନେଇ ନିର୍ମିତ ଡିଏମ୍‌କେ ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଚଳଚ୍ଚିତ୍ର ‘ନେଞ୍ଜୁକୁ ନିଧି’କୁ ଟିକସ ଛାଡ଼ ପାଇଁ ପଣ୍ଡିଚେରି ମୁଖ୍ୟମନ୍ତ୍ରୀଙ୍କୁ...

ତାପ୍ତି ନଦୀର ଜଳସ୍ତର ବୃଦ୍ଧି ଯୋଗୁ ଖୁସି ମନାଇଲେ ଲୋକେ

ବେତୁଲ,୮।୮: ମଧ୍ୟପ୍ରଦେଶର ବେତୁଲରେ ବହିଯାଇଛି ତାପ୍ତି ନଦୀ। ଚଳିତ ବର୍ଷାରେ ଏହାର ଜଳସ୍ତର ବୃଦ୍ଧି ପାଇଥିବାରୁ ଏଠାକାର ଲୋକେ ଖୁସି ମନାଇଛନ୍ତି। ତେବେ ଦୀର୍ଘ ୩...

ନିର୍ଭୟା ମାମଲା: ଅଭିଯୋଗକୁ ନେଇ ସଫେଇ ଦେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୭।୧: ନିର୍ବାଚନ ଋତୁରେ ନିର୍ଭୟା ଭଳି ସମ୍ବେଦନଶୀଳ ମାମଲାକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଉପରେ ନିର୍ଭୟାଙ୍କ ମା’ ଆଣିଥିବା ଅଭିଯୋଗର ସଫେଇ ଦେଇଛନ୍ତି...

ରାଷ୍ଟ୍ରପତିଙ୍କ ଗସ୍ତ ଲାଗି ଚାଲିଗଲା ମହିଳାଙ୍କ ଜୀବନ

ଲକ୍ଷ୍ନୌ, ୨୬ା୬: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାନପୁର ଗସ୍ତବେଳେ ଗାଡ଼ି ଚଳାଚଳ ଉପରେ ରୋକ ଲଗାଇ ଦେଇଥିଲା ପୋଲିସ। ଏଥି ଯୋଗୁ ସୃଷ୍ଟି ହୋଇଥିବା ଟ୍ରାଫିକରେ...

ଅଯୋଧ୍ୟାରେ ମସଜିଦ୍‌ ନିର୍ମାଣ: ପ୍ରଥମ ଦାନ ଦେଲେ ଜଣେ ହିନ୍ଦୁ

ଲକ୍ଷ୍ନୌ, ୪।୧୦: ଅଯୋଧ୍ୟାରେ ୫ ଏକର ଜମିରେ ମସଜିଦ୍‌ ନିର୍ମାଣ କରାଯିବ। ଏନେଇ ପ୍ରଥମେ ଜଣେ ହିନ୍ଦୁ ଇଣ୍ଡୋ-ଇସଲାମିକ୍‌ କଲଚାରଲ୍‌ ଫାଉଣ୍ଡେଶନକୁ ଦାନ ଦେଇଛନ୍ତି। ଲକ୍ଷ୍ନୌ...

ଅଳକା ଲାମ୍ବା ହୋଇପାରନ୍ତି ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଶୋଚନୀୟ ପରାସ୍ତ ପରେ ଏବେ କଂଗ୍ରେସ ରାଜ୍ୟସ୍ତରର ସଂଗଠନରେ କିଛି ପରିବର୍ତ୍ତନ କରିବାକୁ ଚିନ୍ତା କରିଥିବା ସୂଚନା ମିଳିଛି। ଏହି...

Advertisement
Archives

Model This Week