Posted inରାଜ୍ୟ

ବାଇକ୍‌-ଅଟୋ ଦୁର୍ଘଟଣା,୨ ଗୁରୁତର

ଭାପୁର,୨୦ା୬(ଡି.ଏନ୍‌.ଏ.): ଭାପୁର-ମନ୍ଦାରବେରଣୀ ପୂର୍ତ୍ତ ବିଭାଗ ମୁଖ୍ୟ ରାସ୍ତାରେ ଏକ ବାଇକ୍‌ ଓ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦୁର୍ଘଟଣା ଘଟି ବୁଧବାର ୨ ଜଣ ଗୁରୁତର ହୋଇଛନ୍ତି । ଏମାନେ ହେଲେ ଖଣ୍ଡପଡ଼ା ବ୍ଲକ ଶାଳଝରିଆ ଗ୍ରାମର ୨ ଭାଇ ଫକିର ଓ ଜିତେନ୍ଦ୍ର ମହାନ୍ତି। ଏକ ବାହାଘର ଉତ୍ସବରେ ଯୋଗଦେବା ପାଇଁ ଖୋର୍ଦ୍ଧା ଅଭିମୁଖେ ଯାଉଥିଲାବେଳେ ଭାପୁର ଆଡୁ ଦ୍ରୁତଗତିରେ ଆସୁଥିବା ଏକ ଅଟୋ ସେମାନଙ୍କୁ ଧକ୍କା ଦେଇଥିଲା। ସ୍ଥାନୀୟ ଲୋକେ ଚିକିତ୍ସା ପାଇଁ ସେମାନଙ୍କୁ ପ୍ରଥମ ଭାପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଭୁବନେଶ୍ୱର ସ୍ଥାନାନ୍ତର କରିଛନ୍ତି । ଘଟଣା ସ୍ଥଳରେ ଅଟୋକୁ ଛାଡ଼ି ଡ୍ରାଇଭର ଫେରାର ହୋଇଯାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀ ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ୧୬ଟି ମେଟ୍ରୋ ଷ୍ଟେଶନକୁ ବନ୍ଦ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri